Yearly Archives

2024

ନିର୍ମାଣାଧୀନ ଡ୍ରେନ୍‌ରେ ଚାପି ହୋଇଗଲେ ୩ ଶ୍ରମିକ: ଜଣେ ମୃତ, ୨ ଗୁରୁତର

ରାଜ୍ୟରେ ମୁକୁଳା ଡ୍ରେନ୍‌ ଓ ନିର୍ମାଣାଧୀନ ଡ୍ରେନ୍‌ ଯୋଗୁଁ ଅନେକଙ୍କ ଜୀବନ ଯାଉଛି। ପ୍ରତିକାର ପାଇଁ ସରକାର ଓ ପ୍ରଶାସନର ତତ୍ପରତା ପ୍ରକାଶ ପାଉନାହିଁ। ବାରମ୍ବାର ଅଘଟଣ ଘଟୁଥିଲେ ମଧ୍ୟ ପ୍ରଶାସନର ନିଦ ଖୋଲୁନାହିଁ। କଟକ,୦୮-୧୨-୨୦୨୪(ପିପିଏସ) : ଐତିହାସିକ କଟକ ସହରର ବିନାନାସୀ

ଆଜିର ଦିନ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି।

୧୬ ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ମରାମତି କରିବା ପାଇଁ ଦିନକୁ ୫ଘଣ୍ଟାର ସମୟ ଆବଶ୍ୟକ।  ପୁରୀ/ଭୁବନେଶ୍ୱର

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିବେ। ଏହା ପୁଣି ଦୀର୍ଘ ବର୍ଷର ବ୍ୟବଧାନ ପରେ। ବରଗଡ଼ର ପ୍ରସିଦ୍ଧ ଧନୁଯାତ୍ରା ଦେଖିବା ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଘୋଷଣା କରିଛନ୍ତି। ବରଗଡ଼/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ବିଶ୍ବ

୫ ନକଲି ନକ୍ସଲ ଗିରଫ

ନକ୍ସଲ  ନାମ କହି ବଳପୂର୍ବକ ଚାନ୍ଦା ଆଦାୟ କରୁଥିବା ଅଭିଯୋଗରେ ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରୁ ତିନି ଜଣ ଓ ମାଲକାନଗିରି ପଦ୍ମଗିରି ଅଞ୍ଚଳର ଦୁଇ ଯୁବକ ଗିରଫ ହୋଇଛନ୍ତି। ଚିତ୍ରକୋଣ୍ଡା ଏସ୍‌ଡ଼ିପିଓ ଲଷ୍ମୀଧର ସ୍ୱାଇଁ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ

ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି।

ଚାଷୀ ମାନଙ୍କୁ ଇନପୁଟ ସବସିଡି ବଣ୍ଟନ

ଆଭାସୀ ମାଧ୍ୟମରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଲେ ସାହସ୍ରାଧିକ ଚାଷୀ  ବାରିପଦା/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ବରଗଡ଼ର ସୋହେଲା ଠାରୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ସମଗ୍ର ଓଡ଼ିଶାର ଚାଷୀ ଭାଇ-ଭଉଣୀଙ୍କ ପାଇଁ କ୍ବିଣ୍ଟାଲ ପ୍ରତି ୮୦୦ ଟଙ୍କା

କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ

ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ ୟୁରୋପର ବଡ଼ ବଡ଼ ଷ୍ଟେସନ ଶୈଳୀରେ କରାଯିବ ନିର୍ମାଣ କାର୍ଯ୍ୟକଟକ,୦୭-୧୨-୨୦୨୪(ପିପିଏସ) : କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ । ରେଳବାଇ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଜିଲ୍ଲାସ୍ତରୀୟ ୧୦୦ ଦିନ ବ୍ୟାପୀ ଯକ୍ଷ୍ମା ନିରାକରଣ ଅଭିଯାନର ଶୁଭାରମ୍ଭ

କଟକ ୦୭-୧୨-୨୦୨୪(ପିପିଏସ) :କଟକ ଜିଲ୍ଲାକୁ ଯକ୍ଷ୍ମାମୁକ୍ତ କରିବା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ଜିଲ୍ଲାସ୍ତରୀୟ ଶହେ ଦିନିଆ ସଘନ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । କଟକ ସାଂସଦ ଭର୍ତ୍ତୃହରି ମହତାବ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ କଟକ