ପ୍ରସ୍ତାବରେ ସୀମିତ ଶୀତଳଭଣ୍ଡାର ସ୍ଥାପନ
କୋରାପୁଟ ଜିଲ୍ଲାରେ ଶୀତଳଭଣ୍ଡାର ନଥିବାରୁ ପନିପରିବା ଉତ୍ପାଦିତ ହେବା ପରେ ନଷ୍ଠ ହେବା ଭୟରେ ଚାଷୀମାନେ ଏହାକୁ ଶାଗମାଛ ଦରରେ ବିକ୍ରି କରୁଛନ୍ତି।
ଏହି ସମସ୍ୟା ଦୂର କରିବାକୁ ରାଜ୍ୟ ସମବାୟ ବିଭାଗର ରେଜିଷ୍ଟ୍ରାରଙ୍କୁ ପ୍ରସ୍ତାବ ଡିଆରସିଏସ୍ ପଠା ଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ!-->!-->!-->!-->!-->…