Yearly Archives

2024

ରାଜଧାନୀରେ ଲଭ ଜିହାଦ୍‌

ସମ୍ପର୍କ ରଖିବା ପରେ ଧର୍ମ ପରିବର୍ତ୍ତନ ପାଇଁ ଜବରଦସ୍ତି ନିଜକୁ ହିନ୍ଦୁ କହି ପ୍ରେମ ଜାଲରେ ଫସେଇଲେ, ତାପରେ ଶାରୀରିକ ସମ୍ପର୍କ ରଖିଲେ ଆଉ ବିବାହ କରିବାକୁ ହେଲେ ଧର୍ମ ପରିବର୍ତ୍ତନ କରିବାକୁ ପଡିବ ବୋଲି ଧମକ ଦେଲେ।ତାପରେ ଭିଡିଓ ଭାଇରଲ କରି ଟଙ୍କା ଲୁଟିଲେ । ଭୁବନେଶ୍ୱର

୪୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର

ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁଙ୍କୁ ଆଜି ଅଭିଯୋଗକାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଧରିଛି। ଏହି ଘଟଣାରେ ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ ମଧ୍ୟସ୍ଥତା କରିଥିଲେ। 

ମାଲକାନଗିରି ଜିଲ୍ଲାରୁ ମାଓବାଦୀ, ଗଂଜେଇ ଚାଷ ସଂପୂର୍ଣ୍ଣ ହଟିବ: ପୁଲିସ ଡିଜି

ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ଆଜି ଠାରୁ ଦୁଇଦିନିଆ ଗସ୍ତରେ ମାଲକାନଗିରି ଓ କେରାପୁଟ ଯାଇଛନ୍ତି। ଗସ୍ତର ପ୍ରଥମ ଦିନରେ ସେ ବିଏସ୍‌ଏଫ୍‌ ଓ ପୁଲିସ ସହିତ ମାଲକାନଗିରିରେ ସମୀକ୍ଷା କରିଛନ୍ତି। ସେ ଆସନ୍ତାକାଲି କେରାପୁଟ ଗସ୍ତରେ ଯିବି ସୁରକ୍ଷା ସଂପର୍କିତ ସମୀକ୍ଷା

ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ିଲେ ୧୮ ସରପଞ୍ଚ-ନାଏବ ସରପଞ୍ଚ

ନିକଟରେ ନିର୍ବାଚନ ହେବାର ନାହିଁ। କିନ୍ତୁ ନେତା ଓ କର୍ମୀ ଦଳ ଛାଡୁଛନ୍ତି। ବିଜୁ ଜନତା ଦଳ ଛାଡ଼ି ଆଜି ସମ୍ବଲପୁରରେ ଆୟୋଜିତ ମିଶ୍ରଣ ପର୍ବରେ ୧୮ ଜଣ ସରପଞ୍ଚ ଓ ନାଏବ ସରପଞ୍ଚ ବିଜେପିରେ ଯୋଗ ଦେଇଛନ୍ତି। ଏହା ରେଢ଼ାଖୋଲ ଅଞ୍ଚଳରେ ବିଜେଡିକୁ ଶକ୍ତ ଧକ୍କା ବୋଲି କୁହାଯାଉଛି।

ଭାଙ୍ଗିବ ରେକର୍ଡ, ପ୍ରଥମ ଦିନରେ ‘ପୁଷ୍ପା ୨’ ଆୟ କରିବ ୨୭୦କୋଟି !

ଜାତୀୟ ପୁରସ୍କାର ବିଜେତା ଟଲିଉଡ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ 'ପୁଷ୍ପା ୨' ରିଲିଜକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏମଧ୍ୟରେ ଫିଲ୍ମଟି ପ୍ରଥମ ଦିନରେ ୨୭୦କୋଟି ଆୟ କରିବ ବୋଲି ଦାବି କରାଯାଉଛି। ମୁମ୍ବାଇ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଜାତୀୟ ପୁରସ୍କାର

ଓଏଚ୍‌ଆରସିରେ ପହଁଚିଲା ଆମ୍ବଟାକୁଆ ମାମଲା

ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ଓଡିଶା ମାନବାଧିକାର କମିସନ ଅବଗତ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ସଚିବ, ସ୍ବାସ୍ଥ୍ୟ ବିଭାଗ ସଚିବ ଏବଂ  କନ୍ଧମାଳ ଜିଲ୍ଲାପାଳଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) :

ଟ୍ରମ୍ପଙ୍କ ବିଜୟ ପରେ କମିଚାଲିଛି ସୁନା, ଦୁଇଦିନରେ କମିଲା ୨୧୦୦ ଟଙ୍କା

ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ବିଶ୍ବବଜାରରେ ସୁନା ଦର ହ୍ରାସ ପାଇବାରେ ଲାଗିଛି । ଡଲାର ମଝବୁତ ହେବା କାରଣରୁ ସୁନା ଉପରେ ନିବେଶକଙ୍କ ଫୋକସ କମିବା ଆଶଙ୍କା ମଧ୍ୟରେ ଦର କମୁଛି । ନୂଆଦିଲ୍ଲୀ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଆମେରିକା

୧୭ ବର୍ଷ ପରେ ଗୋଟିଏ ଦଳରେ ଖେଳିବେ ଭାରତ-ପାକିସ୍ତାନର ଖେଳାଳି, ପୁଣି ଆରମ୍ଭ ହେବ ଏହି ଟୁର୍ନାମେଣ୍ଟ !

ଆଫ୍ରୋ-ଏସିଆ କପରେ ଏସିଆ ଏକାଦଶ ଏବଂ ଆଫ୍ରିକା ଏକାଦଶ ଦଳ ମୁହାଁମୁହିଁ ହୋଇଥାନ୍ତି। ଏହି ଟୁର୍ନାମେଣ୍ଟରେ ଭାରତୀୟ ଏବଂ ପାକିସ୍ତାନୀ ଖେଳାଳିମାନେ ଏକାଠି ଖେଳୁଥିବା ଦେଖିବାକୁ ମିଳିବ, ଯେଉଁମାନଙ୍କ ମଧ୍ୟରେ ଗତ ଦେଢ଼ ଦଶନ୍ଧି ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ୍ ଖେଳାଯାଇ ନାହିଁ

ବିମାନ ବାତିଲ: ଧାରଣାରେ ବସିଲେ ଯାତ୍ରୀ

ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର-ହାଇଦ୍ରାବାଦ ବିମାନ ବାତିଲ ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ): ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି।

ବାର୍‌ହା ଫାସରୁ ଉଦ୍ଧାର କଲପତରିଆ ଗଲା ନନ୍ଦନକାନନ

ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ବନାଞ୍ଚଳ ଅନ୍ତର୍ଗତ ଅସନବାହାଳି ଗ୍ରାମ ରିଜର୍ଭ ଜଙ୍ଗଲରେ ଆଜି ସକାଳୁ ବାର୍‌ହା ଫାସରେ ଫସିଥିବା କଲରାପତରିଆକୁ ବନ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଛନ୍ତି। ଏହି ବାଘକୁ ଏକ ସ୍ବତନ୍ତ୍ର ବାହନରେ ନନ୍ଦନକାନନ ପଠାଯାଇଛି। କଙ୍କଡ଼ାହାଡ଼/ଭୁବନେଶ୍ୱର