Yearly Archives

2024

ସମ୍ବଲପୁରକୁ ଆଧୁନିକ ସହର କରିବା :ଧର୍ମେନ୍ଦ୍ର ପ୍ରଧାନ

‘ଦୀପାବଳି ବନ୍ଧୁମିଳନ’ କାର୍ଯ୍ୟକ୍ରମରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁର/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ସମ୍ବଲପୁର ସହରରେ ସ୍ୱଚ୍ଛତା, ପାନୀୟ ଜଳ, ଡ୍ରେନେଜ, ସ୍ୱାସ୍ଥ୍ୟସେବା, ରାସ୍ତାଘାଟ, ଷ୍ଟ୍ରିଟ୍ ଲାଇଟ୍ ସମସ୍ୟାର ସମାଧାନ ସହ ରେଳ ଷ୍ଟେସନ ଆଦିର ଉନ୍ନତି ପାଇଁ

ଛଟ୍‌ ପୂଜା: କୁଆ‌ଖାଇ ନଦୀରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଲେ ଶ୍ରଦ୍ଧାଳୁ

ଭୁବନେଶ୍ବରର କୂଆଖାଇ ନଦୀପଠାରେ ବ୍ରତାଧାରୀମାନେ ଆଜି ସୂର୍ଯ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର ବ୍ରତଧାରୀ ମହିଳା ଅସ୍ତଗାମୀ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପରିବାରର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ସେମାନେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ

ଉପର ପଡିଆରେ ବାଲିଯାତ୍ରା ପାଇଁ ଅନୁମତି

ବାଲିଯାତ୍ରାରେ ରାସ୍ତାକଡ଼ରେ ବ୍ୟବସାୟକୁ ସମ୍ପୂର୍ଣ ନିଷେଧ କଲେ ହାଇକୋର୍ଟ ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ

ବିଜେପିରେ ଯୋଗ ଦେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବିଜେଡି ଛାଡ଼ିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ତାଙ୍କର ବହୁ ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି।  ଯାଜପୁର/ଭୁବନେଶ୍ୱର

ମହଙ୍ଗା ପଡିଲା ରାଗିଂ

ଯାନ୍ତ୍ରିକ ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବଡ଼ ପଦକ୍ଷେପ : ବ‌ହିଷ୍କାର ପରେ ୫ ଛାତ୍ର ଗିରଫ କେନ୍ଦୁଝର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କେନ୍ଦୁଝର ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିସିଇ)ରେ ଛାତ୍ରଙ୍କୁ ରାଗିଂ କରିବା ଅଭିଯୁକ୍ତ ଛାତ୍ରଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ

ଅମାନିଆ ଚାଳକଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ନିୟନ୍ତ୍ରଣରେ ନରହି ଚଳାଚଳ କରୁଥିବାରୁ ବିଗତ ଦିନରେ ଅନେକ ସ୍ଥାନରେ ମୋ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କିଛି ଲଗାମ ବିନୀନ ଚାଳକଙ୍କ ଯୋଗୁଁ ସାଧାରଣ ଜନତାଙ୍କର କ୍ଷତି ହୋଇଛି। ଗତ ୨ ତାରିଖ ଦିନ ମୋ ବସ୍‌ ଜଣେ ଯୁବତୀଙ୍କୁ ଧକ୍କା ଦେଇଥିଲା। ଭୁବନେଶ୍ବର: ସହରାଞ୍ଚଳରେ ପରିବହନ

ନାବାଳିକା ଦିବ୍ୟାଙ୍ଗଙ୍କୁ ଦୁଷ୍କର୍ମ ମାମଲା : ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ

ବେତନଟୀ ବ୍ଳକ ବୈଶିଙ୍ଗା ଥାନା ଅଞ୍ଚଳର ୧୫ବର୍ଷୀୟା ଦିବ୍ୟାଙ୍ଗ ଯୁବତୀଙ୍କୁ ବଳପୂର୍ବକ ହାତମୁହଁରେ କପଡା ବାନ୍ଧି ଦୁଷ୍କର୍ମ କରିବା ଘଟଣାରେ ଅଭିଯୁକ୍ତ ପଡୋଶୀ ଘର ଯୁବକକୁ ଗତକାଲି ଗିରଫ କରିଥିବାବେଳେ ବୈଶିଙ୍ଗା ପୁଲିସ ବୁଧବାର କୋର୍ଟ ଚାଲାଣ କରିଛି ବୈଶିଙ୍ଗା/ଭୁବନେଶ୍ୱର

କଟକ ସାଂସଦଙ୍କ ଜନ ଅଭିଯୋଗ ଶୁଣାଣି

କଳାପଥର (ବାଙ୍କୀ)/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କଟକ ସାଂସଦ ଭର୍ତ୍ତୁହରି ମହତାବ ବାଙ୍କୀ ବିଜେପି କାର୍ଯ୍ୟାଳୟ ଠାରେ ଜନଅଭିଯୋଗ ଶୁଣାଣି କରିଥିଲେ। ଏହି ଶିବିରରେ ପ୍ରାୟ ୧୫୫ରୁ ଉର୍ଦ୍ଧ୍ୱ ଅଭିଯୋଗପତ୍ର ସାଂସଦଙ୍କୁ ଜନସାଧାରଣ ପ୍ରଦାନ କରିଛନ୍ତି। ବିଶେଷ କରି ବାଙ୍କୀ ଉପଖଣ୍ଡ

କଟକ ସାଂସଦଙ୍କ ବାଙ୍କୀ ଗସ୍ତ, ମା’ଚର୍ଚ୍ଚିକାଙ୍କ ମନ୍ଦିର ପରିଦର୍ଶନ 

ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) :କଳାପଥର (ବାଙ୍କୀ)/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କଟକ ସାଂସଦ ଭର୍ତ୍ତୃହରି ମହତାବ ବାଙ୍କୀର ଇଷ୍ଟଦେବୀ ମା’ଚର୍ଚ୍ଚିକାଙ୍କ ଦର୍ଶନ କରିଥିଲେ। ମା’ଚର୍ଚ୍ଚିକାଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆସିଥିବା ୧୧କୋଟି ଟଙ୍କାର ଅନୁକମ୍ପା

ଅଗ୍ନିକାଣ୍ଡରେ ମା ଓ ଝିଅ ମୃତ, ସମ୍ପତ୍ତି ପାଇଁ ହତ୍ୟା ଅଭିଯୋଗ

ସମ୍ବଲପୁର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ସମ୍ବଲପୁରର ସଦର ଥାନା ଅନ୍ତର୍ଗତ ମାନେଶ୍ୱରର ହାଟପଦା ଠାରେ ମଙ୍ଗଳବାର ରାତ୍ରିରେ ଅଗ୍ନିକାଣ୍ଡ ଘଟି ଜଣେ ବରିଷ୍ଠ ମହିଳା ଓ ତାଙ୍କର ଝିଅ ମୃତ୍ୟୁବରଣ କରିଛନ୍ତି। ଗତକାଲି ରାତ୍ରିରେ ହାଟପଦାରେ ଥିବା ଘରର ଉପର ମହଲାରେ ଅବସରପ୍ରାପ୍ତ