Yearly Archives

2024

କଟକଣାକୁ ଫୁ,ବୁଲୁଛି ମାଳ ମାଳ ଯନ୍ତ୍ର ଚାଳିତ ଡଙ୍ଗା

ଚନ୍ଦ୍ରଭାଗା କୂଳରେ ଅଲିଭି ରିଡ଼ଲେଙ୍କ ମୃତ ଦେହ। କୋଣାର୍କ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଅଲିଭ ରିଡଲେ କଇଁଛ ସୁରକ୍ଷା ନାମକୁ ମାତ୍ର। ଚନ୍ଦ୍ରଭାଗାରୁ ଇକୋ ରିଟ୍ରିଟ ପର୍ଯ୍ୟନ୍ତ ବେଳାଭୂମିରେ ଅଲିଭ ରିଡ଼ଲେ କଇଁଛ ମରି ପଡିଥିବା ଦେଖିବାକୁ ମିଳିଛି। ନଭେମ୍ବର ୧ ତାରିଖ ଠାରୁ ମେ

ଜିଲ୍ଲା ସ୍ତରୀୟ  ଶିଶୁ ମହୋତ୍ସବ ‘ସୁରଭି ୨୦୨୪’ ଅନୁଷ୍ଠିତ

ବାରିପଦା/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ପାଠପଢା ସହିତ ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କର ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ଆରମ୍ଭ ହୋଇଥିବା ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି"ର ଉଦ୍ଘାଟନ ଉତ୍ସବ   ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ 

କାର ଭିତରେ ଖେଳୁ ଖେଳୁ ଲକ୍‌ କରିଦେଲେ ଡୋର୍‌, ଚାଲିଗଲା ୪ ଶିଶୁଙ୍କ ଜୀବନ

ଗୁଜୁରାଟ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : କାର୍ ଡୋର ଖୋଲା ରଖିବା କେତେ ବିପଦପୂର୍ଣ୍ଣ ହୋଇଥାଏ ତାହା ଦେଖିବାକୁ ମିଳିଛି ଗୁଜରାଟର ଏକ ଘଟଣାରୁ। କାର ଭିତରେ ଅଣନିଃଶ୍ଵାସୀ ହୋଇ ଚାଲିଯାଇଛି ୪ ଶିଶୁଙ୍କ ଜୀବନ। ସମସ୍ତ ଶିଶୁଙ୍କ ବୟସ ୨ରୁ ୭ ବର୍ଷ ମଧ୍ୟରେ। ଗୁଜରାଟର ଅମରେଲି ଅନ୍ତର୍ଗତ

କଟକ ଏସସିବିରେ ରାଗିଂ ଅଭିଯୋଗ, ତଦନ୍ତ ଆରମ୍ଭ

କଟକ,୦୪-୧୧-୨୦୨୪ (ପିପିଏସ) : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ (ଏସସିବି ମେଡ଼ିକାଲ କଲେଜ)ରେ ରାଗିଂ ଅଭିଯୋଗ ହୋଇଛି। ଏମବିବିଏସ ପ୍ରଥମ ବର୍ଷ ଛାତ୍ର ତାଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ଏସସିବି ମେଡ଼ିକାଲ କଲେଜର ଶେଷ ବର୍ଷ ଛାତ୍ରଙ୍କ ନାମରେ ସେ

ଦାନାରେ ଭାଙ୍ଗିଛି ୧୬ ହଜାର ୪୧୬ ଘର, କ୍ଷୟକ୍ଷତି ହୋଇଛି ୬୦୦ କୋଟି ଟଙ୍କା

ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଆଜି ବାତ୍ୟା

ପିସିସି ସଭାପତି ଚୟନକୁ ନେଇ ଏଭଳି କହିଲେ ରାଜ୍ୟର ବରିଷ୍ଠ କଂଗ୍ରେସ ନେତା

କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ଆଜି ଦିନ ତମାମ ପିସିସି କାର୍ଯ୍ୟାଳୟ ଭିତରେ ଚାଲିଛି ଘମାସନ। କଂଗ୍ରେସ ନେତା ଚରଣ ଦାସ ମହନ୍ତ ଏଵଂ ମିନାକ୍ଷୀ ନଟରାଜନଙ୍କ ଉପସ୍ଥିତିରେ ବସିଥିଲା ଏହି  ବୈଠକ। ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ

ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା

ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା | ଚାଷୀଙ୍କ ସୁରକ୍ଷା ,କଟଣି ଛଟଣି ମୁକ୍ତ ଧାନ କିଣା ଉପରେ ଗୁରୁତ୍ବ ଦେବେ ରାଜ୍ୟ ସରକାର | ଚାଷୀଙ୍କ ଧାନ ବିକ୍ରି ଟୋକନ୍ ଲାପସ ନହେବା ପାଇଁ ବ୍ୟବସ୍ଥା କରାଯାଇଛି ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ

ସବୁ ସମସ୍ୟାର ସମାଧାନର ଚାବିକାଠି ଶିକ୍ଷାରେ ଅନ୍ତର୍ନିହିତ ଅଛି: କେନ୍ଦ୍ରମନ୍ତ୍ରୀ

ସ୍କୁଲ ଶିକ୍ଷା ପାଇଁ ଯୋଜନା କରିବା ସହ ପିଲାମାନଙ୍କ ଜ୍ଞାନର ବିକାଶ, ବ୍ୟକ୍ତିତ୍ୱ, ଚରିତ୍ର ଗଠନର ଦାୟିତ୍ୱ ନେବା ପାଇଁ ପଡିବ। ୨୦୩୬ରେ ଓଡ଼ିଶା ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ। ୨୦୪୭ ସୁଦ୍ଧା ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବ।

ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୧୮ ତାରିଖରୁ ବିଦେଶ ଗସ୍ତ କରିବେ। ଏହି ଗସ୍ତକାଳରେ ସେ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁରରେ ରହିବେ। ସେଠାରେ ଶ୍ରୀ ମାଝୀ ମେକ୍‌ ଇନ୍‌ ଓଡ଼ିଶା, ଉତ୍କର୍ଷ ଓଡ଼ିଶା-୨୦୨୫ ପାଇଁ ରୋଡ୍‌ ସୋ’ କରିବେ। ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) :

ବିଏମ୍‌ସି ବରବାଦ କଲା କୋଟିଏ: ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌ ବିଫଳ

ଡୁମୁଡ଼ୁମାରେ ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌ ପ୍ରତିଷ୍ଠା କରି ବିଏମ୍‌ସି କୋଟିଏ ଟଙ୍କା ବରବାଦ୍‌ କରିଛି। ଏଠାରେ ‌ଭେଣ୍ଡିଂ ଜୋନ୍ ନିର୍ମାଣ ହେବା ଦିନ‌ଠାରୁ ଅଧିକାଂଶ ବ୍ୟବସାୟୀ ଦୋକାନ ଖୋଲୁ ନାହାନ୍ତି। ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) : ଡୁମୁଡ଼ୁମାରେ