କନ୍ଧମାଳରେ ଶୀତ: ରାତିର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ତଳକୁ ଖସିଲା
ଚଳିତ ବର୍ଷ କନ୍ଧମାଳ ଜିଲ୍ଲାରେ ଶୀତର ପହିଲି ସ୍ପର୍ଶ ଅନୁଭୂତ ହୋଇଛି। ଶୁକ୍ରବାର ଠାରୁ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବାରୁ ଆଜି ସକାଳୁ ସକାଳୁ ଥଣ୍ଡା ଅନୁଭୂତ ହୋଇଛି। ଦିନରେ ସାମାନ୍ୟ ଗ୍ରୀଷ୍ମ ଅନୁଭୂତ ହେଉଥିବା ବେଳେ ରାତିରେ ଶୀତ ଲାଗୁଛି। ସକାଳ ସମୟରେ ଘନ କୁହୁଡ଼ି ମଧ୍ୟ!-->!-->!-->…