Yearly Archives

2024

ଏସ୍‌ସିବିରେ ଦ୍ବିତୀୟ ଯକୃତ ପ୍ରତିରୋପଣ

ଦେଢ଼ମାସ ପରେ ନୂଆ ଜୀବନ ନେଇ ଘରକୁ ଫେରିଲେ ମାନସ ଦେଢ଼ମାସ ପରେ ଏସ୍‌ସିବିରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଯକୃତ(ଲିଭର୍‌) ପ୍ରତିରୋପଣ ହୋଇଥିବା ଦ୍ବିତୀୟ ରୋଗୀ ଖୋର୍ଦ୍ଧା ଅଞ୍ଚଳର ମାନସ ମୁଦୁଲି। ଗତ ସେପ୍ଟେମ୍ବର ୯ତାରିଖରେ ମାନସଙ୍କ ଶରୀରରେ ସଫଳତାର ସହ ଯକୃତ ପ୍ରତିରୋପଣ

ଭାରତର ବାଘ ମଣିଷ

ମନୁଷ୍ୟ ଓ ବାଘ ଭଳି ହିଂସ୍ର ପ୍ରାଣୀ ମଧ୍ୟରେ ବନ୍ଧୁତା ଅତି ବିରଳ। ତାହା ପୁଣି ଦୀର୍ଘସ୍ଥାୟୀ ନୁହେଁ। କିନ୍ତୁ, ଓଡ଼ିଶାର ବନ ଅଧିକାରୀ ସରୋଜ ଚୌଧୁରୀ ଓ ବାଘୁଣୀ ଖଇରୀ ମଧ୍ୟରେ ବନ୍ଧୁତା ଥିଲା ନିବିଡ଼ ଓ ସ୍ଥାୟୀ। ଦେଶରେ ବାଘ ବଂଶ ତିଷ୍ଠି ରହିବା ଏବଂ ବୃଦ୍ଧି ଘଟିବା କ୍ଷେତ୍ରରେ

ପୋତି ହୋଇଯାଉଛି ଇନ୍ଦ୍ରାବତୀ ଡ୍ୟାମ୍‌

ଜଳଭଣ୍ଡାର ଭିତରକୁ ଆସୁଛି ୪ ନଦୀର ମାଟି,ପଙ୍କ କଳାହାଣ୍ଡି ଜିଲ୍ଲାର ଜୀବନରେଖା ଇନ୍ଦ୍ରାବତୀ ଜଳଭଣ୍ଡାର ଦିନକୁ ଦିନ ପୋତି ହେବାରେ ଲାଗିଛି। ଏ ସଂକ୍ରାନ୍ତରେ ୧୫ ବର୍ଷ ତଳେ ଡ୍ୟାମ୍‌ ନିରାପତ୍ତା ସମୀକ୍ଷା ପ୍ୟାନେଲ୍‌ ଦେଇଥିବା ରିପୋର୍ଟକୁ କର୍ତ୍ତୃପକ୍ଷ ଅଣଦେଖା କରିଚାଲିଥିବାରୁ

ଡିଜିଟାଲ୍‌ ପ୍ରଦୂଷଣ

ଆଜିର ଅତ୍ୟାଧୁନିକ ଯୁଗରେ ସଭିଏଁ ଇଣ୍ଟର୍‌ନେଟ୍‌, ସାମାଜିକ ଗଣମାଧ୍ୟମ ଓ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଉପରେ ଏକପ୍ରକାରେ ନିର୍ଭରଶୀଳ ହୋଇପଡ଼ିଛନ୍ତି। ଅଧୁନା ଡିଜିଟାଲ୍‌ ବିଶ୍ବ ଶୈଶବର ଖେଳସାଥୀ, କୈଶୋରର ଫ୍ୟାସନ୍‌ ଷ୍ଟୋର୍‌, ଯୁବକମାନଙ୍କର ବୃତ୍ତିଗତ  ଆବଶ୍ୟକତା, ପ୍ରୌଢ଼ତାର ସମ୍ପର୍କର

ହାଇଆଲର୍ଟରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର

ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ରେଡ୍ ଜୋନ୍‌ରେ ଥିବା କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। କଟକ/ରାଜନଗର/କେନ୍ଦ୍ରାପଡ଼ା/ଜଗତସିଂହପୁର,୨୩-୧୦-୨୦୨୪(ପିପିଏସ ) : ସମ୍ଭାବ୍ୟ ବାତ୍ୟା ‘ଦାନା’ର

ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ହାଇକୋର୍ଟ

କଟକ,୨୩-୧୦-୨୦୨୪(ପିପିଏସ ) : ବାତ୍ୟା ପାଇଁ ହାଇକୋର୍ଟ ୨ ଦିନ ବନ୍ଦ ରହିବ । ବାତ୍ୟା ‘ଦାନା’କୁ ନଜରରେ ରଖି ୨୪ ଓ ୨୫ ତାରିଖ ଦୁଇ ଦିନ ହାଇକୋର୍ଟ ବନ୍ଦ ରହିବ । ଏଥିପାଇଁ ନଭେମ୍ବର ୩୦ ଓ ଡିସେମ୍ବର ୭ ତାରିଖ ଶନିବାର କୋର୍ଟ ଖୋଲାରହିବ ।

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ 

ବାରିପଦା/ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ ) : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଓ ବିକଶିତ ଭାରତ ଅଭିଯାନର ମିଳିତ ସହଯୋଗରେ  ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନ

ବାତ୍ୟା ‘ଦାନା’ପାଇଁ ପାରାଦୀପରେ ଶିଳ୍ପ ମନ୍ତ୍ରୀ ଙ୍କ ପ୍ରାକ ପ୍ରସ୍ତୁତି ବୈଠକ

ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ   ବାତ୍ୟାରେ ଜିଲ୍ଲାର ପ୍ରାୟ ୮୮ ହଜାର ଲୋକ ପ୍ରଭାବିତ ହେବାର ଆଶଙ୍କା ପାରାଦୀପ,୨୩-୧୦-୨୦୨୪(ପିପିଏସ ) : ସମ୍ଭାବ୍ୟ ବାତ୍ୟା "ଦାନା"କୁ ଦୃଷ୍ଟିରେ ରଖି  ଜଗତସିଂହପୁର ଜିଲ୍ଲା ପ୍ରଶାସନ ଏବଂ ବୃହତ୍ ଶିଳ୍ପ ଗୁଡିକର ପଦାଧୂକାରୀ ମାନଙ୍କୁ ନେଇ

ମାଡି ଆସୁଛି ବାତ୍ୟା, “ଦାନା “

ନେଇଯିବ କି ଚାଷୀଙ୍କ ଦାନା ଅଧା ପାଚିଲା ଫସଲ କୁ ଆଣିଲେ କିଛି ଚାଷୀ। ଅସ୍ତରଙ୍ଗ,୨୩-୧୦-୨୦୨୪(ପିପିଏସ ) : ଦାନା ମାଡି ଆସୁଛି। ଚାଷୀଙ୍କ ବର୍ଷକର ଦାନା ଛଡାଇନେବ। ସମ୍ଭାବ୍ୟ ବାତ୍ୟା ଦାନା ଭୟରେ ଭୟଭୀତ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଂଚଳର ଚାଷୀକୂଳ। ଦାନା ଉଜାଡିବ ନେବ

ବାତ୍ୟା ‘ଦାନା’ର ପ୍ରାଶାସନିକ ପ୍ରସ୍ତୁତି ସମୀକ୍ଷା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ 

ଧାମନଗର ୨୩-୧୦-୨୦୨୪(ପିପିଏସ ) : ସମ୍ଭାବ୍ୟ ବାତ୍ୟା 'ଦାନା'ର ମୁକାବିଲା ପାଇଁ ଧାମନଗର ବିଧାୟକ ତଥା ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ଏବଂ ଭାଷା ସାହିତ୍ୟ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସ୍ଥିତପ୍ରଜ୍ଞ ପ୍ରଶାସନିକ ଅଧିକାରୀଙ୍କ ସହ ଏକ ବୈଠକ ପଞ୍ଚାୟତ ସେମିତି ସମ୍ମିଳନୀ