ସମ୍ଭାବ୍ୟ ବାତ୍ୟା ‘ ଦାନା ‘ ଛଡ଼ାଇ ନେବକି ଦାନା ?ସଜାଗ ଜିଲ୍ଲା ପ୍ରଶାସନ
ଜଗତସିଂହପୁର,୨୩-୧୦-୨୦୨୪(ପିପିଏସ ) : ପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟା ର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଯାହାଫଳରେ ଜଗତସିଂହପୁର ଜିଲ୍ଲାରେ ୨୪ଓ ୨୫ ତାରିଖ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସହ ୧୧୦ ରୁ ୧୨୦ କି .ମି ବେଗରେ ପବନ!-->…