Yearly Archives

2024

ସ୍ମାର୍ଟସିଟି ପ୍ରକଳ୍ପ: ଅବଧି ସରିଲାଣି, କାମ ସରୁନି

୨୦ କୋଟିର ସାଇନ୍ସ ପାର୍କ ଅଧପନ୍ତରିଆ ସମାନସ୍ଥିତିରେ କମାଣ୍ଡସେଣ୍ଟର ଓ ଟ୍ରାଇବାଲ୍‌ ମ୍ୟୁଜିୟମ୍‌  କାର୍ଯ୍ୟକ୍ଷମ‌ ‌ହେଉନି ୧୧୦ କୋଟିର ସିସି କ୍ୟାମେରା ରାଉରକେଲା/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ବିଭାଗୀୟ ଅଧିକାରୀଙ୍କ ଅବହେଳା ଓ ଠିକାସଂସ୍ଥାର ମନମାନି ଯୋଗୁଁ

ଜମି ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଓ ତାଙ୍କର ଦୁଇ ପୁଅଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଳୀ/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଦିଲ୍ଲୀର ଏକ କୋର୍ଟ ସୋମବାର ଦିନ ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପୁଅ ତଥା ଆରଜେଡି ନେତା ତେଜସ୍ୱୀ ଯାଦବ ଏବଂ ତେଜ ପ୍ରତାପ ଯାଦବଙ୍କୁ ଜାମିନ

ମୌସୁମୀ ଓଡ଼ିଶା ଛାଡ଼ିବା ବିଳମ୍ବ ହେବ

ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ ପାଗ ମେଘୁଆ ସହ କିଛି ସ୍ଥାନରେ ବର୍ଷା ହୋଇଛି। ଗଞ୍ଜାମର ଆସ୍କାଠାରୁ କଟକ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି। ସୋମବାର ମଧ୍ୟ ଏଭଳି ସ୍ଥିତି ଲାଗି ରହିପା‌ରେ। ବଙ୍ଗୋପସାଗରୀୟ ପବନ ସହ ଉତ୍ତର ଭାରତରୁ

ସେଞ୍ଚୁରି ମାରିଲା ଟମାଟୋ:ହନ୍ତସନ୍ତ ଖାଉଟି

ଟମାଟୋ ଦର ସେଞ୍ଚୁରି ମାରିଛି। ଚାରି ପାଞ୍ଚ ଦିନ ତଳେ ଏହା କେଜି ପିଛା ୬୦ ଟଙ୍କାରେ ବିକ୍ରି ହେଉଥିଲା। କିନ୍ତୁ ହଠାତ୍‌ ଏହା ୧୦୦ ଟଙ୍କାରେ ପହଞ୍ଚିଛି। ଦେଶରେ ବର୍ଷା ‌ଯୋଗୁଁ ଟମା‌ଟୋ ଯୋଗାଣ ଓଡ଼ିଶାକୁ ବାଧାପ୍ରାପ୍ତ ହୋଇଛି। ୧୦୦୦ ଟଙ୍କାରେ ବ୍ୟାଗ୍ ଭର୍ତ୍ତି ହେଉନି ଭୁବନେଶ୍ୱର,

ସାମାନ୍ୟ ବଚସାରୁ ହତ୍ୟା

ଭୁଜାଲିରେ ହାଣି ହତ୍ୟା ଅଭିଯୋଗ। ସୁନ୍ଦରଗଡ଼ ସଦର ଥାନା ରତନପୁର ଗାଁ ରାସ୍ତା ମନୋଜ ସା ଓରଫ ପାଣ୍ଡୁକୁ ହତ୍ୟା କରିଛନ୍ତି ଗାଁର ଦୁଇ ଭାଇ ବିଜୟ ମହାନନ୍ଦିଆ ଏବଂ ଡୁଲାମଣି ମହାନନ୍ଦିଆ। ସୁନ୍ଦରଗଡ଼/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା।

ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ

ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ

ପାର୍ବଣରେ ସୁରକ୍ଷା ଚିନ୍ତା, ସବୁଠି କଡ଼ା ଯାଞ୍ଚ

ରାଉରକେଲା/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପାର୍ବଣରେ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବାକୁ ରାଉରକେଲା ପୁଲିସ, ଅବକାରୀ ପୁଲିସ ତତ୍ପର ହୋଇଉଠିଛି। ରାଉରକେଲା ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ଉ, ଯାଞ୍ଚ କରାଯାଉଛି। ଗାଡ଼ି ଯାଞ୍ଚକୁ କଡ଼ା କରାଯାଇଥିବାବେଳେ ଚୋରି,

ମଣ୍ଡପରେ ପୂଜା ପାଇବେ ମହାବୀର

ନୂଆପଲ୍ଲୀର ଶ୍ରୀଶ୍ରୀ ମହାବୀର ପୂଜା କମିଟି ପକ୍ଷରୁ ଦଶହରାରେ ମା’ ଦୂର୍ଗାଙ୍କ ବଦଳରେ ପୂଜା ପାଆନ୍ତି ସଙ୍କଟମୋଚନ ମହାବୀର। ୧୫ବର୍ଷରେ ପହଞ୍ଚିଥିବା ଏହି ପୂଜା ପାଇଁ ଏଥର ୧୦ଲକ୍ଷ ଟଙ୍କାର ବ୍ୟୟବରାଦ ରହିଛି ଭସାଣିରେ କେବଳ ପାରମ୍ପରିକ ବାଦ୍ୟ ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ)

ଆଜି ‘ସୁଭଦ୍ରା’ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ପଠାଗଲା ୧ଟଙ୍କା

ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଆଜି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା। ୯ ତାରିଖରେ ପ୍ରଥମ କିସ୍ତି ଦିଆଯିବା ଆଗରୁ ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ସମୟ

ଆସନ୍ତା ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ  ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଆସନ୍ତା ଅକ୍ଟୋବର ୧୦ ତାରିଖରୁ