Yearly Archives

2024

 ଅଙ୍ଗନୱାଡି କର୍ମୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରି ତାତିଲେ ଗ୍ରାମବାସୀ

ବୈଶିଙ୍ଗା/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଅଙ୍ଗନଓ୍ୱାଡି କର୍ମୀଙ୍କ ମନମୁଖୀ କାମ ସାଙ୍ଗକୁ ଦୀର୍ଘଦିନ ଧରି ଚଳାଇ ଆସିଥିବା ବ୍ୟାପକ ଅନିୟମିତତା ପ୍ରତିବାଦରେ ଶନିବାର ବେତନଟୀ ବ୍ଳକ ଅନ୍ତର୍ଗତ ନଡପୁର ପଞ୍ଚାୟତ ଅଧୀନ ଟିକରଗଡିଆ ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ତୀବ୍ର ଉତ୍ତେଜନା ଲାଗି

ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିଅନସିପରେ ଚମକିଲେ ଓଡ଼ିଆ ପୁଅ ରାହିତ

କୋରାପୁଟ/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର ଗଣିତ ବିଭାଗର ପ୍ରଥମ ବର୍ଷର ଛାତ୍ର ରୋହିତ ପାତ୍ର ଦକ୍ଷିଣ ଆଫ୍ରିକାର ସନ୍ ସିଟିରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିଅନସିପରେ ୧୨୦ କିଲୋଗ୍ରାମ+ ସବ୍ ଜୁନିୟର ବର୍ଗରେ ଡେଡ

ବିଜେପି ଉପରେ ସବୁ ବର୍ଗର ଲୋକଙ୍କ ଭରସା ବଢ଼ୁଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ସହିଦ ବାଜି ରାଉତଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ବିଏମ୍‌ସି ପକ୍ଷରୁ ଆୟୋଜିତ ପୃଥକ ପୃଥକ କାର୍ଯ୍ୟକ୍ରମରେ ବୃକ୍ଷରୋପଣ କରିବା ସହ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।

ବିଏମ୍‌ସି ହରାଇଲା ୧୦୦କୋଟିର ସମ୍ପତ୍ତି

ସ୍ଲମ୍‌ କ୍ବାର୍ଟର୍ସ ମାମଲା ହାରିବା ପରେ ତନାଘନା ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ନିୟମିତ ଅବହେଳା ପାଇଁ ବିଏମ୍‌ସି କ୍ଷତି ସହୁଛି। ସାଧାରଣ ଲୋକଙ୍କ ଠାରୁ ଆସୁଥିବା ରାଜସ୍ବ ଭୂତ ଖାଉଛି। ଏଣେ ସାଧାରଣ ଲୋକ ବି ନ୍ୟାୟ ପାଉ ନାହାନ୍ତି, ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି।

ଆଇନକାନୁନକୁ ବେଖାତିର: ଭାଇରାଲ୍‌ ଭିଡିଓକୁ ତର୍ଜମା କରୁଛି ପୁଲିସ

ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ପୁଣି ଥରେ ରାତି ଅଧରେ ରୋଡ୍‌ରୋମିଓମାନେ ଏନ୍‌ଏଚ୍‌-୧୬ ଉପରେ ଉତ୍ପାତ କରୁଥିବାର ଭିଡିଓ ଭାଇରାଲ୍‌ ହୋଇଛି। ପାଖାପାଖି ୧୦ରୁ ୧୫ ଯୁବକ ରସୁଲଗଡ଼ ଫ୍ଲାଏଓଭର ବ୍ରିଜ୍‌ ଉପରେ ରାସ୍ତା ଅବରୋଧ କରି ମସ୍ତି କରୁଥିବାର ଭିଡିଓ ସହରସାରା ମୋବାଇଲ୍‌ରୁ

ଡିସେମ୍ବର ୧୫ରୁ କୋଣାର୍କ ଇକୋ ରିଟ୍ରିଟ୍‌

ପୁରୀ/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଡିସେମ୍ବର ୧୫ରୁ କୋଣାର୍କ ମେରାଇନ ରୋଡ୍‌ ସଂଲଗ୍ନ ବେଳାଭୂମିରେ ଆରମ୍ଭ ହେବ ଇକୋ ରିଟ୍ରିଟ୍‌। ବିଳାସପୂର୍ଣ୍ଣ ଟେଣ୍ଟରେ ତାରକା ହୋଟେଲର ଅନୁଭବ ନେବେ ପର୍ଯ୍ୟଟକ। ଜଳକ୍ରୀଡ଼ା, ବିଚ୍‌ ସ୍ପୋର୍ଟସ ତଥା ବେଳାଭୂମି କ୍ରୀଡ଼ା, ଇନ୍‌ଡୋର ଗେମ୍‌ ଏବଂ

ଦ୍ୱାରଶୁଣୀ ଘାଟିଠୁ ବଳିଗଲାଣି ୨୨୦ ନମ୍ବର ଜାତୀୟ ରାଜପଥ

ରାଇରଙ୍ଗପୁର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ରାଂଚି-ବିଜୟୱାଡା ୨୨୦ ନମ୍ବର ଜାତୀୟ ରାଜପଥ ଦୁର୍ଘଟଣାର ପିିଛା ଛାଡୁ ନାହିଁ। ଆଜି ପୁଣି ସଡ଼କ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣଙ୍କୁ ଗୁରୁତର ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଦାମପାହାଡ ଥାନା

ରାବଣପୋଡ଼ି ମହୋତ୍ସବ ପାଇଁ ଉପଯୁକ୍ତ ବ୍ୟବସ୍ଥା କର : ହାଇକୋର୍ଟ 

କଟକ,୦୬-୧୦-୨୦୨୪ (ପିପିଏସ) : ଧାର୍ମିକ ଉତ୍ସବଗୁଡ଼ିକ କିପରି ବିନା ବାଧାବିଘ୍ନରେ ପାଳନ ହେବ, ତାହା ଦେଖିବା କର୍ତ୍ତୃପକ୍ଷଙ୍କ ଦାୟିତ୍ବ ବୋଲି ହାଇକୋର୍ଟ କହିଛନ୍ତି। ଏଥି ସହିତ ବିଜୟା ଦଶମୀ ତିଥିରେ ଆୟୋଜିତ ହେବାକୁ ଥିବା ରାବଣପୋଡ଼ି ମହୋତ୍ସବ ପାଇଁ ଗଡ଼ଗଡ଼ିଆ ଘାଟ ନିକଟରେ ଚିହ୍ନିତ

ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା

ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି । କାଲି ସଂଧ୍ୟା ୭ଟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଘରୋଇ ବସ୍ ମାଲିକ ସଂଘ ବନ୍ଦ ଡାକରା ଦେଇଛି । ଆସନ୍ତାକାଲି ସଂଧ୍ୟାରୁ ୨୪

ସୁସ୍ଥ ହୋଇ ଘରକୁ ଫେରିଲେ ଗୋବିନ୍ଦା

ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଅକ୍ଟୋବର ୧ ତାରିଖରେ ଅଭିନେତା ଗୋବିନ୍ଦାଙ୍କ ସହିତ ଏକ ଅଘଟଣ ଘଟି ଯାଇଥିଲା। ଏହି ଦୁର୍ଘଟଣାରେ ଅଭିନେତାଙ୍କ ଜୀବନ ଅଳ୍ପକେ ରକ୍ଷା ପାଇଯାଇଛି। ବିମାନବନ୍ଦରକୁ ବାହାରୁ୍‌ଥିବା ସମୟରେ ଘ‌ରେ ଥିବା ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଗୁଳି