ବାପାଙ୍କ ଠାରୁ ଅଲଗା ହୋଇଥିବା ବ୍ୟକ୍ତିଙ୍କୁ ମିଳିବ ପକ୍କା ଘର
ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ବାପାଙ୍କଠାରୁ ଭିନେ ହୋଇ ଅଲଗା ପରିବାର କରିଥିବା ବ୍ୟକ୍ତିଙ୍କୁ ବି ମିଳିବ ଆବାସ ଯୋଜନାରେ ଘର | ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ପୂର୍ବ ସରକାରରେ ବଞ୍ଚିତ ହୋଇଥିବା!-->…