Yearly Archives

2024

ପୁଣି ଖୋଲିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର

ପୁରୀ/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ମହାପ୍ରଭୁଙ୍କ ରତ୍ନଭଣ୍ଡାର ଆସନ୍ତାକାଲି ପୁଣି ଖୋଲିବ। ଖୁବ୍ ଶୀଘ୍ର ରତ୍ନଭଣ୍ଡାର ରହସ୍ୟ ଉପରୁ ପରଦା ହଟିବ। ଗୁପ୍ତ କୋଠରୀ, ଗୁପ୍ତ ସୁଡ଼ଙ୍ଗ ଓ ଗୁପ୍ତଧନ ଚର୍ଚ୍ଚା ଉପରୁ ପୂର୍ଣ୍ଣଛେଦ ପଡ଼ିବାକୁ ଯାଉଛି। ଦୀର୍ଘ ୬ ବର୍ଷ ତଳୁ ରତ୍ନଭଣ୍ଡାର ସ୍ଥିତି

ଦାବି ମାନିବାକୁ ରାଜିହେଲେ ମମତା

କୋଲକାତା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଘୋଷଣା କରିଛନ୍ତି ଯେ ସେ ଆନ୍ଦୋଳନରତ ଡାକ୍ତରମାନଙ୍କ କଥା ମାନିବାକୁ ରାଜି। କୋଲକାତା ପୁଲିସ କମିସନର ଭିନିତ୍‌ ଗୋୟଲଙ୍କୁ ତାଙ୍କ ପଦରୁ ହଟାଇ ଦିଆଯିବ ବୋଲି ମମତା ସ୍ପଷ୍ଟ କରିଛନ୍ତି।

ରାମ୍‌କୋ କାରଖାନାର ଜମି କେଳେଙ୍କାରୀ: ଭୂମିହୀନଙ୍କ ସିଲିଂ ଜମି ଛଡ଼ାଇ ନେଇଛି କମ୍ପାନି

ଯାଜପୁର/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ସରକାରୀ ଜମି ଜବରଦଖଲ ଉଚ୍ଛେଦ କାର୍ଯ୍ୟକ୍ରମକୁ ରାଜ୍ୟ ସରକାର ଗୁରୁତ୍ବ ଦେବା ଆରମ୍ଭ କରିଛନ୍ତି। କୋଟିକୋଟି ଟଙ୍କା ମୂଲ୍ୟର ଏକର ଏକର ସରକାରୀ ଜମି ସହିତ ପ୍ରଭୁ ଜଗନ୍ନାଥ ମନ୍ଦିର ଜମି ଓ ଭୂମିହୀନ ଦଳିତ ପରିବାରଗୁଡ଼ିକର ସିଲିଂ ଜମି ହରିଦାସପୁରରେ

ଓଡ଼ିଶାରେ ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି। ପ୍ରଧାନମନ୍ତ୍ରୀ ‌ଏନେଇ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ୍ କରି ଲେଖିଛନ୍ତି, ‘ଚା’ ପିଇବା ସହ ଆନନ୍ଦଦାୟକ

ଅସୁସ୍ଥ ବିଶ୍ବଭୂଷଣଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅସୁସ୍ଥତା ବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ

କାରଖାନାରେ ଦୁର୍ଘଟଣା: ୨ ଜଣ ଶ୍ରମିକଙ୍କ ମୃତ୍ୟୁ, ୬ ଗୁରୁତର

ଝାରସୁଗୁଡ଼ା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ସ୍ଥାନୀୟ ଏମଏସପି ପ୍ଲାଣ୍ଟରେ ମଙ୍ଗଳବାର ପୂର୍ବାହ୍‌ଣରେ ବଡ଼ ଦୁର୍ଘଟଣା ଘଟିଛି। ଏହି କାରଖାନାର ବର୍ଣିଫିକେସନ୍ ପ୍ଲେଟ ପଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାର ଶିକାର ହୋଇଥିବା ଅନ୍ୟ ୫ଜଣ ଶ୍ରମିକ ଗୁରୁତର ଥିବା ଜଣାପଡ଼ିଛି।

ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ବ ନିରୀକ୍ଷକ

ଢେଙ୍କାନାଳ/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଢେଙ୍କାନାଳ ସଦର ଆର୍‌ଆଇ ବରୁଣ ଜେନା । ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି l ତାଙ୍କ ସହିତ ବଳରାମ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ ।

ବିଶ୍ବକର୍ମା ଭସାଣ ହେଲା କାଳ : ବୁଡ଼ିଗଲେ ଦୁଇ ଆଇଟିଆଇ ଛାତ୍ର

ବାରିପଦା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ଗଣେଶ ଭସାଣ ଅଘଟଣର ଦୁଃଖ ମନରୁ ଲିଭି ନଥିବା ବେଳେ, ବିଶ୍ବକର୍ମା ଭସାଣରେ ସମାନ ଘଟଣା । ବିଶ୍ବକର୍ମା ଭସାଣ ବେଳେ ବୁଡ଼ି ଦୁଇ ଆଇଆଇଟି ଛାତ୍ରଙ୍କ ମୃତ୍ୟୁ । ଏମିତି ଘଟଣା ଘଟିଛି ବାରିପଦା ଉପକଣ୍ଠ କାଠପାଳ ବନ୍ଧରେ । ଏକ ଶିଳ୍ପତାଲିମ

ଘାରିଲାଣି ବନ୍ୟା ଭୟ : ଜଳକା ଓ ବୈତରଣୀରେ ବଢୁଛି ଜଳସ୍ତର

ବାଲେଶ୍ୱର/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଫୁଲୁଛି ଜଳକା ଓ ବୈତରଣୀ ନଦୀ । ଏହି ଦୁଇଟି ନଦୀ ଏବେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ଫଳରେ ନଦୀ କୂଳିଆଙ୍କୁ ଘାରିଛି ବନ୍ୟା ଆଶଙ୍କା। ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ମଥାନୀ ଠାରେ ବିପଦ

ମାନସ ନାୟକ ଆକାଶବାଣୀ କଟକ କେନ୍ଦ୍ରର କାର୍ଯ୍ୟକ୍ରମ ମୁଖ୍ୟ

କଟକ,୧୭-୦୯-୨୦୨୪(ପିପିଏସ) : ଆକାଶବାଣୀ କଟକ କେନ୍ଦ୍ରର କାର୍ଯ୍ୟକ୍ରମ ମୁଖ୍ୟ ରୂପେ ବରିଷ୍ଠ ସର୍ବଭାରତୀୟ ଲୋକ ପ୍ରସାରଣ ସେବାର ଅଧିକାରୀ ମାନସ ରଞ୍ଜନ ନାୟକ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ନାୟକ ଏଥିପୂର୍ବରୁ ଆକାଶବାଣୀ ପୁରୀର କେନ୍ଦ୍ର ମୁଖ୍ୟଭାବେ କାର୍ଯ୍ୟକରି ରଥଯାତ୍ରାର