ଅଫିସରଙ୍କ ଛୁଟି ବାତିଲ, ହେଡକ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ, ଖୋଲା ରହିବ ସବୁ ଅଫିସ୍
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଘାସିରାମ ମୁର୍ମୁ ଆଜି ସମସ୍ତ ବିଭାଗର ସଚିବ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ସରକାରୀ ଅଫିସରମାନଙ୍କର ହେଡକ୍ୱାର୍ଟରରେ ଅନୁପସ୍ଥିତ ରହିବା ଉପରେ କଟକଣା ଜାରି କରିଛନ୍ତି ।
ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ଆସନ୍ତାକାଲିଠୁ ୩ଦିନ!-->!-->!-->…