ସୁଭଦ୍ରା ଯୋଜନା ଆବେଦନ ପାଇଁ ଆସୁଥିବା ମହିଳାଙ୍କ ଦୁର୍ଘଟଣାରେ ମୃତ୍ୟୁ
ଜଳେଶ୍ଵର/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : କମର୍ଦ୍ଦା ଥାନା ନାଚିନ୍ଦା ଛକ ନିକଟରେ ଥିବା ଏକ ଜନସେବା କେନ୍ଦ୍ରକୁ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିବାକୁ ଆସୁଥିବା ବେଳେ ଜଣେ ମହିଳାଙ୍କର ରାସ୍ତା ଦୁର୍ଘଟଣାରେ ମୃତ୍ୟୁ ହୋଇଯାଇଛି। ମୃତ ମହିଳା ଜଣକ ହେଉଛନ୍ତି ମଙ୍ଗୁଳି ଭୂୟାଁଙ୍କ ଝିଅ!-->…