ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲେ ବାଇକ୍ ଆରୋହୀ : ୨ ମୃତ
ଭଦ୍ରକ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ରଙ୍ଗ ରୁଟ୍ରେ ଆସି ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲେ ବାଇକ୍ ଆରୋହୀ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଭଦ୍ରକ ଜିଲ୍ଲା ଟାଉନଥାନା ଅନ୍ତର୍ଗତ ବନ୍ତ ଛକ ନିକଟରେ ଏହି ଦୁର୍ଘଟଣା!-->…