Yearly Archives

2025

ଚିଲିକାରେ ହେବ ପକ୍ଷୀ ମ୍ୟୁଜିୟମ୍‌:ଉପମୁଖ୍ୟମନ୍ତ୍ରୀ

ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଚିଲିକାର ସ୍ୱତନ୍ତ୍ର ସ୍ଥାନ ରହିଛି। ଭୌଗୋଳିକ ଅବସ୍ଥିତି ତଥା ଅନୁକୂଳ ପରିବେଶ ପାଇଁ କେଉଁ କାଳରୁ ଚିଲିକା ଏକ ପକ୍ଷୀ ତୀର୍ଥ ପାଲଟିଛି। ଦକ୍ଷିଣ ଆଫ୍ରିକାର ଭିକ୍ଟୋରିଆ ହ୍ରଦ ପରେ ଚିଲିକା ବିଶ୍ୱର ଦ୍ୱିତୀୟ ବୃହତ୍ତମ ପକ୍ଷୀ ହ୍ରଦ ଭାବରେ ସାରା ବିଶ୍ୱରେ

ବିମାନବନ୍ଦରରୁ ୧୦ କୋଟିର ମାରିଜୁଆନା ଜବତ

ମାଲେସିଆ ଭାୟା ଓଡ଼ିଶା ହୋଇ କୋଲକାତା ଯାଉଥିଲା ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବଡ଼ଧରଣର ନିଶାଦ୍ରବ୍ୟ କାରବାରର ପର୍ଦ୍ଦାଫାସ କରିଛି କଷ୍ଟମ୍‌ ବିଭାଗ। ମାଲେସିଆ ରାଜଧାନୀ କ୍ବାଲାଲମ୍ପୁରରୁ ଉତ୍କଟ ନିଶାଦ୍ରବ୍ୟ ମାରିଜୁଆନା ନେଇ ଆସିବା ଭୁବନେଶ୍ୱର

କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର

ଆଜି ସକାଳେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି। ସେ ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ

ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନେ ପହଞ୍ଚିବା ଆରମ୍ଭ କଲେଣି। ପ୍ରବାସୀ ଭାରତୀୟମାନଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ବିମାନ ବନ୍ଦରରେ ବି ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ କରାଯାଉଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) :

ଏଚ୍‌ଏମ୍‌ପିଭିର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି: ସ୍ବାସ୍ଥ୍ୟମନ୍ତ୍ରୀ

ଦେଶରେ ଏଚ୍‌ଏମ୍‌ପିଭି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏଯାଏ କିନ୍ତୁ ଓଡ଼ିଶାରେ ଏହାର କୌଣସି ପ୍ରଭାବ ନାହିଁ। ଏଣୁ ଏହାକୁ ନେଇ ଆଦୌ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) :

ମମତା ବାନାର୍ଜୀଙ୍କୁ କଡ଼ା ଜବାବ ଦେଲେ ଜଙ୍ଗଲ ମନ୍ତ୍ରୀ

ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ସମ୍ମାନ

ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି

ଟାଟା କଂପାନିରେ ଚାକିରି ନାଁରେ ଠକେଇ ମାମଲା ବ୍ରହ୍ମପୁର/ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି ମିଳିଛି। ଏମ୍‌ପି/ଏମ୍‌ଏଲ୍‌ଏ ‌କୋର୍ଟରେ ସାଂସଦ ଶ୍ରୀ

୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ

ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ପ୍ରବାସୀ ଭାରତୀୟ

ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ: ରାଜସ୍ବ ମନ୍ତ୍ରୀ

ରାଜ୍ୟ ଅଦିନିଆ ବର୍ଷାର ଶିକାର ହୋଇ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ଅଦିନିଆ ବର୍ଷାର ଶିକାର

ଡବଲ ଡେକର ବସ୍‌ର ଶୁଭାରମ୍ଭ; ବୁଲିବେ ପ୍ରବାସୀ ଭାରତୀୟ

ଭୁବନେଶ୍ବରରେ ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ଡବଲ ଡେକର ବସ୍‌ ଗଡ଼ିଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଡବଲ୍‌ ଡେକର