ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି

ଭୁବନେଶ୍ବର: ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ। ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ।  ପ୍ରକାଶ ମିଶ୍ର ପୂର୍ବତନ ସିଆରପିଏଫ ମହାନିର୍ଦ୍ଦେଶକ ଏନଡିଆରଏଫ ଡିଜି ଥିଲେ । ସେ  ଏନଡିଆରଏଫର ଡିଜି  ମଧ୍ୟ ଥିଲେ।

Prakash Mishra as Advisor to the Chief Minister

ଏହି ପୁସ୍ତକରେ ସେ ପିଲାଦିନରୁ ନିଜର ଅବସର ପର୍ଯ୍ୟନ୍ତ ସମୟ ମଧ୍ୟରେ ବ୍ୟକ୍ତିଗତ ଓ ବୃତ୍ତିଗତ ଜୀବନରେ ସାମ୍ନା କରିଥିବା କୌତୂହଳପ୍ରଦ ଘଟଣାବଳି ମଜାଦାର ଶୈଳୀରେ ଉପସ୍ଥାପନା କରିଛନ୍ତି । ସୂଚନାଯୋଗ୍ୟ, ୨୦୧୯ରେ  ବିଜେପି ଦଳରୁ କଟକ ଲୋକସଭା ଆସନରୁ ସେ  ନିର୍ବାଚନ ଲଢିଥିଲେ ।

Leave A Reply

Your email address will not be published.