Monthly Archives

January 2025

ଠକ ଦଂପତି ହଂସିତା ଓ ଅନୀଲଙ୍କୁ ନେଇ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

ବହୁ ଚର୍ଚ୍ଚିତ ଠକ ଦଂପତି ହଂସିତା ଓ ଅନୀଲଙ୍କୁ ନେଇ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ହଂସିତାଙ୍କ ନାମରେ ଯୁବତୀ ଚାଲାଣ ନେଇ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଛି। ଏହି ଦଂପତିଙ୍କ ବିରୋଧରେ ଇମୋରାଲ ଟ୍ରାଫିକ ପ୍ରିଭେନସନ ଆକ୍ଟର ସେକ୍ସକନ ୫ ଲଗାଇ ଇନ୍‌ଫୋସିଟି ପୁଲିସ ମାମଲା ରୁଜୁ କରିଛି।

ଔପଦାରେ ଚାଞ୍ଚଲ୍ୟ: ଯୌତୁକ ଲାଗି ବଧୂହତ୍ୟା ଅଭିଯୋଗ

ଅଭିଯୁକ୍ତ ଶାଶୂ, ଶ୍ଵଶୁର, ସ୍ଵାମୀ ଓ ନଣନ୍ଦ ଫେରାର ବାଲେଶ୍ବର ଜିଲ୍ଲା ଔପଦା ଥାନା ବାଙ୍ଗୁରୁ ଗ୍ରାମର ଯୌତୁକ ପାଇଁ ଜଣେ ବଧୂଙ୍କୁ ଶାଶୂଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତା ହେଉଛନ୍ତି ସଂପୃକ୍ତ ଗ୍ରାମର ବିପିନ ବିହାରୀ ପଣ୍ଡାଙ୍କ ପତ୍ନୀ ଆରତୀ। ସୋର/ଭୁବନେଶ୍ୱର

ପରଲୋକରେ ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର

କଟକ ୧୯-୦୧-୨୦୨୫(ପିପିଏସ ) : ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର ଆଉ ନାହାନ୍ତି। ଆଜି ସକାଳ ପ୍ରାୟ ୧୦ଟା ବେଳେ ହୃଦଘାତରେ ସେ ନିଜର ତେଲେଙ୍ଗା ବଜାରସ୍ଥିତ ବାସଭବନରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଡାକ୍ତର

ଚିଲିକାରେ ଫସିଲେ ୫୦ ଯାତ୍ରୀ

ସାତପଡ଼ା ଯିବା ବେଳେ ଅଟକିଲା ଦେଶୀଡ଼ଙ୍ଗା ବ୍ରହ୍ମଗିରି/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ଚିଲିକା ଜଳରାଶିରେ ରବିବାର ଅପରାହ୍‌ଣରେ ଏକ ଯାତ୍ରୀବାହୀ ଡଙ୍ଗା ଅଟକି ଯାଇଛି। ଏହି ଅଘଟଣ ପାଇଁ ୫୦ ଜଣ ଯାତ୍ରୀ ଦୀର୍ଘ ସମୟ ପର୍ଯ୍ୟନ୍ତ ଫସିଛନ୍ତି। ସେମାନଙ୍କୁ ଅନ୍ୟ ଡଙ୍ଗା ସାହାଯ୍ୟରେ

ସୈଫଙ୍କୁ ନେଇ ରାଜନୀତି ଆରମ୍ଭ

କଂଗ୍ରେସ-ଟିଏମସିକୁ କ୍ଷମା ମାଗିବାକୁ କହିଲା ବିଜେପି ମୁମ୍ବାଇ/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ବଲିଉଡ ଅଭିନେତା ସୈଫ ଅଲି ଖାନଙ୍କୁ ଛୁରୀରେ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ଥାନେ ୱେଷ୍ଟରୁ ମୁମ୍ବାଇ ପୁଲିସ ଗିରଫ କରିଛି। ରାତ୍ରି ପ୍ରାୟ ୨-୩ରେ ପୁଲିସ ଅଭିଯୁକ୍ତକୁ ଗିରଫ

ହାଇକୋର୍ଟରେ ଭିସୁଟ୍ ଛାତ୍ରୀଙ୍କ ମୃତ୍ୟୁ ମାମଲା

ଏସପିଙ୍କ ତତ୍ତ୍ବାବଧାନରେ ଯଥାଶୀଘ୍ର ତଦନ୍ତ ‌ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ କଟକ ୧୭-୦୧-୨୦୨୫(ପିପିଏସ) : ୨୦୨୩ରେ ଭିସୁଟ୍‌ ଛାତ୍ରୀ ଚିନ୍ମୟୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଥିବା ବେଳେ ଏହି ଘଟଣାର ଯଥା ଶୀଘ୍ର ତଦନ୍ତ ସଂପୂର୍ଣ୍ଣ କରିବାକୁ

ଜିଲ୍ଲାପାଳଙ୍କ କମ୍ପାନୀ ପ୍ରୀତି !

କମ୍ପାନୀ ପାଇଁ ବାଣୀପଦାବାସୀଙ୍କୁ ବେଘର କରୁଛନ୍ତି କଟକ ଜିଲ୍ଲାପାଳ କଟକ ୧୭-୦୧-୨୦୨୫(ପିପିଏସ) : ନବୀନ ସରକାର ଗାଦୀଚ୍ୟୁତ ହେବା ୬ମାସ ଟପିଲାଣି, ମାତ୍ର କେତେକ ଅଧିକାରୀ ନିଜକୁ ସେହି ଢାଞ୍ଚାରୁ ବାହାରକୁ ଆଣିପାରୁନାହାନ୍ତି। ଜନତାଙ୍କ ଉପରେ ଏମାନେ ଦାଉ ସାଧୁଛନ୍ତି । ହାକିମାତି

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢ଼ାଇଲେ ଓଡ଼ିଶା ସରକାର

ରାଜ୍ୟରେ ଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର ଟଙ୍କା ବୃଦ୍ଧି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସୂଚନା ଦେଇଛନ୍ତି ।

ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପୂର୍ବରୁ ଇକେୱାଇସି ଅପଡେଟ କରିଦିଅନ୍ତୁ: ପ୍ରଭାତୀ ପରିଡ଼ା

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ଦିଆଯିବ। ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ସୁଭଦ୍ରାକୁ

୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ

ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ ପ୍ରଶାସନ କହୁଛି କେହି ଗୁରୁତର ନାହାନ୍ତି। କମ୍ପାନୀ କହୁଛି ଅନ୍ୟକଥା ।   ପ୍ରଶାସନ ଓ କମ୍ପାନୀ ମଧ୍ୟରେ ରହୁନାହିଁ ତାଳମେଳ। ରାଜଗାଙ୍ଗପୁର/ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ରାଜଗାଙ୍ଗପୁର ଡାଲ୍‌ମିଆ ସିମେଣ୍ଟ ଭାରତ ଲିମିଟେଡ୍‌