କଟକରେ ମୁମ୍ବାଇର ନକଲି ଇଲିସି
‘ଇଲିସି’ କହି ଦୁଇଗୁଣା ମୂଲ୍ୟରେ ‘ତୁମ୍ବା’ ବିକ୍ରି
କଟକ,୦୩-୦୧-୨୦୨୫(ବି.ଏନ .ଓ ) : ନକଲି ଖାଦ୍ୟ ସାମଗ୍ରୀ କାରବାରକୁ ନେଇ ବଦନାମ ହୋଇଥିବା କଟକ ସହରରେ ଏବେ ସବୁଠାରୁ ଦାମିକିଆ ମାଛ ‘ଇଲିସି’ର ନକଲି କାରବାର ଗ୍ରାହକଙ୍କ ପାଇଁ ଉଦବେଗର କାରଣ ହୋଇଛି। ଅବିକଳ ଇଲିସି ମାଛ ଭଳି ଦେଖିବାକୁ!-->!-->!-->…