Monthly Archives

January 2025

ରାଜ୍ୟର ୫୮ଟି ସବ୍ ଡିଭିଜନରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ

ରାଜ୍ୟରେ ପନିପରିବା ନଷ୍ଟ ନହେବା ପାଇଁ ଶୀତଳ ଭଣ୍ଡାର ଖୋଲିବା ନେଇ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଶୀତଳ ଭଣ୍ଡାର ପାଇଁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ

ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ମଞ୍ଜୁରୀ

କ୍ୟାବିନେଟ୍ ବୈଠକରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ୫ ବର୍ଷ ଯାଏ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ । ଏଥିପାଇଁ ନୂଆ ସରକାରଙ୍କର ପ୍ରଥମ ବଜେଟ୍‌ରେ ୧ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିଲା ଭୁବନେଶ୍ୱର ୨୨-୦୧-୨୦୨୫

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ

ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ଓଡିଶା ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚେତାବନୀ ଦେଇଛନ୍ତି।

ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା ନିୟମାବଳୀ ୨୦୧୭ର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ

ଓଡିଶା ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା (ନିଯୁକ୍ତି ପଦ୍ଧତି ଏବଂ ସେବା ସର୍ତ୍ତ) ନିୟମାବଳୀ, ୨୦୧୭ରେ ସଂଶୋଧନ ପାଇଁ ଓଡିଶା କ୍ୟାବିନେଟ ବୁଧବାର ଦିନ ଅନୁମୋଦନ କରିଛି। ଏହି ସଂଶୋଧନର ଲକ୍ଷ୍ୟ ହେଉଛି ଓଡ଼ିଶା ମେଡିକାଲ୍ ଏବଂ ସ୍ୱାସ୍ଥ୍ୟ ସେବା ସର୍ତ୍ତାବଳୀକୁ ନିୟନ୍ତ୍ରଣ କରିବା ଭୁବନେଶ୍ୱର

ଉପରାଷ୍ଟ୍ରପତି-ଗୃହମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ

ଓଡ଼ିଶା ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବୁଧବାର ଦିନ ନୂଆଦିଲ୍ଲୀରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିଛନ୍ତି। ସେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଏବଂ ଓଡ଼ିଶାରେ ଅଭିବୃଦ୍ଧି ତଥା ପ୍ରଗତି ସମ୍ପର୍କରେ ଆଲୋଚନା କରିଛନ୍ତି

ଏସସିବି ମେଡିକାଲରୁ ଜେଲ୍ ଗାର୍ଡଙ୍କୁ ଚକମା ଦେଇ ମହିଳା କଏଦୀ ଚମ୍ପଟ

ଜେଲ୍ ଗାର୍ଡଙ୍କୁ ଚକମା ଦେଇ ଜଣେ ମହିଳା କଏଦୀ କଟକ ଏସସିବି ମେଡିକାଲରୁ ଚମ୍ପଟ ମାରିଛନ୍ତି। ଚିକିତ୍ସା ପାଇଁ ଚୌଦ୍ଵାର ଜେଲ୍‌ରୁ ଏସସିବି ମେଡିକାଲକୁ ମହିଳା କଏଦୀଙ୍କୁ ଅଣାଯାଇଥିଲା କଟକ ୨୨-୦୧-୨୦୨୫ (ପିପିଏସ) : ଜେଲ୍ ଗାର୍ଡଙ୍କୁ ଚକମା ଦେଇ ଜଣେ ମହିଳା କଏଦୀ କଟକ ଏସସିବି ମେଡିକାଲରୁ

ଆଇନ ଆୟୋଗର ନିଯୁକ୍ତି ପାଇଁ ବୟସ ସୀମା ହଟାଇବା ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍ ମଞ୍ଜୁରୀ

ଆଇନ ଆୟୋଗର ନିଯୁକ୍ତି ପାଇଁ ବୟସ ସୀମା ହଟାଇବା ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ବୟସ ପ୍ରତିବନ୍ଧକକୁ ହଟାଇ ସରକାର ଯୋଗ୍ୟ ପ୍ରାର୍ଥୀଙ୍କ ସଂଖ୍ୟା ବୃଦ୍ଧି କରିବାକୁ ଚେଷ୍ଟା କରୁଛନ୍ତି। ଅଭିଜ୍ଞ ବ୍ୟକ୍ତିଙ୍କ ଅଭିଜ୍ଞତା ଦ୍ୱାରା ଆୟୋଗ ଉପକୃତ ହେବେ ବୋଲି କୁହାଯାଉଛି

ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ ବୃଦ୍ଧି

ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା  ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ୱର

କିଏ କେଉଁଠି କରିବେ ପତାକା ଉତ୍ତୋଳନ

୭୬ତମ ସାଧାରଣତନ୍ତ୍ର ଦିବସ ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ପାଖଇେ ଆସୁଛି। ହାତରେ ଆଉ ୪ ଦିନ ସମୟ ଥିବାରୁ ଏହି ଗଣପର୍ବ ପାଇଁ ସରକାର ଓ ପ୍ରଶାସନ ପ୍ରସ୍ତୁତିକୁ ଜୋରଦାର କରିଦେଇଛନ୍ତି। ଜାତୀୟ ପର୍ବ ପାଇଁ ଦିଲ୍ଲୀରୁ ପଲ୍ଲୀ ଯାଏଁ