ଫେବ୍ରୁଆରି ୧୦ରୁ ପୁଣି ଯାନବାହନ ଚେକିଂ, ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବ ପୁଲିସ
ଦୀର୍ଘ ଦିନର ବ୍ୟବଧାନ ପରେ ଦ୍ବୈତନଗରୀ ଯାନବାହନ ଯାଞ୍ଚ ହେବ। ଭୁବନେଶ୍ବର-କଟକ କମିସନରେଟ୍ ପୁଲିସ ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ୧୦ ତାରିଖରୁ ପୁଣି ଥରେ ଗାଡ଼ି ଚେକିଂ କଡ଼ାକଡ଼ି ହେବ।
ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ଦୀର୍ଘ ଦିନର ବ୍ୟବଧାନ ପରେ!-->!-->!-->…