Yearly Archives

2025

କୁଳପତି ଡିଜିଟାଲ ଆରେଷ୍ଟ୍‌ର ଶିକାର

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କୁଳପତିଙ୍କ ଠାରୁ ୧୪ ଲକ୍ଷ ଠକିନେଲେ ଠକ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି(ଭିସି) ପ୍ରଫେସର ଗୀତାଞ୍ଜଳି ଦାଶ ଡିଜିଟାଲ ଆରେଷ୍ଟ୍‌ ଠକେଇର ଶିକାର ହୋଇ ସାଇବର ଠକଙ୍କ ଦ୍ବାରା ୧୪ ଲକ୍ଷ ଟଙ୍କାରୁ ଅଧିକ ହରାଇଛନ୍ତି ବ୍ରହ୍ମପୁର/ଭୁବନେଶ୍ୱର ୨୫-୦୨-୨୦୨୫

ମାର୍ଚ୍ଚ ଶେଷ ସୁଦ୍ଧା ରାଜ୍ୟ ବିଜେପି ସଭାପତି ଚୟନ

ବିଜେପି ରାଜ୍ୟ ସଭାପତି ଚୟନ ବିଳମ୍ବ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ବିଜେପି ରାଜ୍ୟ ସଭାପତି ନାଁ ହେବ ଘୋଷଣା କରାଯିବ। ରାଜ୍ୟ ବିଜେପି ସଭାପତି କିଏ ହେବେ, ଏପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି

ରାଜ୍ୟ ଟିକା ଭଣ୍ଡାରକୁ ଆଇଏସ୍‌ଓ ସାର୍ଟିଫିକେଟ୍‌

ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର ଗୁଣବତ୍ତା ସମ୍ପୂର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟିକା ଭଣ୍ଡାର ଦେଶର ପ୍ରଥମ ଟିକା ଭଣ୍ଡାର ଭାବେ ଆଇଏସଓ ୯୦୦୦୧-୨୦୧୫ ସାର୍ଟିଫିକେଟ୍‌ ପାଇଛି ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର

୨୦୨୨-୨୩ର ରେକର୍ଡ ଭାଙ୍ଗିଲା: ୮ ଦିନରେ ୬.୯୮ ଲକ୍ଷ କଇଁଛ ଦେଲେ ଅଣ୍ଡା

ବିଶ୍ବର ସର୍ବବୃହତ୍ ଗଣଅଣ୍ଡାଦାନ ସ୍ଥଳୀର ମାନ୍ୟତା ପାଇଥିବା ଋଷିକୁଲ୍ୟା ମୁହାଣ ସଂଲଗ୍ନ ବାଲୁକାଶଯ୍ୟାରେ ଅଲିଭ୍‌ ରିଡ୍‌ଲେଙ୍କ ଗଣ ଅଣ୍ଡାଦାନ ସରିଛି। ଚଳିତବର୍ଷ ଅଲିଭ୍‌ ରିଡ୍‌ଲେ ସର୍ବକାଳୀନ ରେକର୍ଡ କରିଛନ୍ତି। ଏବର୍ଷ ମୋଟ ୬ଲକ୍ଷ ୯୮ହଜାର ୭୧୮ କଇଁଛ ଗଣଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ

ଆଜି ପଙ୍କୋଦ୍ଧାର ଏକାଦଶୀ: ଶ୍ରୀଲୋକନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼

ଆଜି ହେଉଛି ପଙ୍କୋଦ୍ଧାର ଏକାଦଶୀ। ପୁରୀରେ ଭକ୍ତଙ୍କୁ ସମ୍ପୂର୍ଣ୍ଣ ଦର୍ଶନ ଦେଉଛନ୍ତି ପ୍ରଭୁ ଶ୍ରୀଲୋକନାଥ। ବର୍ଷ ତମାମ ଭକ୍ତଙ୍କ ଦ୍ବାରା ଲାଗି ହୋଇଥିବା ପୂଜା ସାମଗ୍ରୀ ବୁଡ଼ି ରହିଥିବା ଗମ୍ଭୀରା ସଫା କରାଯାଉଛି। ପୁରୀ/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଆଜି ହେଉଛି ପଙ୍କୋଦ୍ଧାର

ବିବାଦରେ କାନ୍ଥଚିତ୍ର

ସୁରବୀରଙ୍କ ନାମରେ ତ୍ରୁଟି ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ସମା‌ଜସେବୀ ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍‌ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର

ମାଣିକପାଟଣାରେ ରକ୍ତାକ୍ତ ସଂଘର୍ଷ, ୭ ଗୁରୁତର

ଜାଗାବାଡ଼ି ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ ଆଳି ଥାନା ଅଧୀନସ୍ଥ ମାଣିକପାଟଣା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଉଭୟ ପକ୍ଷର ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚିକିତ୍ସା ପାଇଁ ଆଳି

ପ୍ରେମ ବ୍ୟାପାରରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା!

ସୋରରେ ପ୍ରେମବ୍ୟାପାରରୁ ଜଣେ ଯୁବତୀଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତା ଯୁବତୀ ହେଲେ ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା (୨୫)। ଜ୍ୟୋତିର୍ମୟୀ ଭୁବନେଶ୍ୱରରେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ବେଳେ ଦୁଇମାସ ତଳେ ଘରକୁ ଆସିଥିଲେ। ସୋର/ଭୁବନେଶ୍ୱର

ଦୁର୍ଦ୍ଦାନ୍ତ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏସପି ଡ.ପି.ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ ପଦ୍ମା ଆତ୍ମସମର୍ପଣ କରିଛନ୍ତି

କୋଣାର୍କରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ

କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବାରେ ବିଳମ୍ବକୁ ନେଇ କୋଣାର୍କରେ ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ଏ.ଏସ.ଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସହିତ ଆଲୋଚନା କରିଛନ୍ତି। କୋଣାର୍କ/ ଭୁବନେଶ୍ୱର