Yearly Archives

2025

କଡ଼ା ସୁରକ୍ଷା ବଳୟରେ ପ୍ରବାସୀ ଭାରତୀୟ ଦିବସ: ପୁଲିସ୍ ମାସ୍କଟ୍ ‘ହାଫି’ ଲୋକାର୍ପିତ

ଆସନ୍ତା ୮ ତାରିଖରେ ରାଜଧାନୀରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଆସନ୍ତା ୮

୮ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ୯ରେ ଉଦବୋଧନ ହେବେ

ରାଜଧାନୀରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୮ ତାରିଖ ରାତି ୮ଟାରେ ବିମାନବନ୍ଦରରେ ଅବତରଣ କରିବେ। ୯ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ

ମହାପ୍ରସାଦ ନାଁରେ ଖଜା ବିକିପାରିବେନି:ଅରବିନ୍ଦ ପାଢ଼ୀ

ପୁରୀ/ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଆଇଏଏସ୍‌ ଅଧିକାରୀ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ଶ୍ରୀ ସାହୁଙ୍କୁ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଥିବା ମନୋଜ ସାହୁ ଏବେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର

ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ‘ସୁରକ୍ଷିତ... ଘରକୁ ଫେରନ୍ତୁ’ ସ୍ଲୋଗାନ ଦେଇଛନ୍ତି। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ସୁରକ୍ଷିତ ଘରକୁ

ରାୟଗଡ଼ା ରେଳ ଡିଭିଜନ୍‌ରୁ ଯାତାୟାତ, ପରିବହନ ସଂଯୋଗରେ ଉନ୍ନତି ଆଶା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ରାୟଗଡ଼ା ରେଳ ମଣ୍ଡଳ ପାଇଁ ମଧ୍ୟ ଶିଳାନ୍ୟାସ କରିବେ। ରାୟାଗଡ଼ା ରେଳ ମଣ୍ଡଳ ମୁଖ୍ୟାଳୟ ଭବନର ନିର୍ମାଣ ପାଇଁ ପ୍ରକଳ୍ପର ଆନୁମାନିକ ମୂଲ୍ୟ ୧୦୭ କୋଟି ଟଙ୍କା। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୬

ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଜାନୁଆରି ୨୭ ତାରିଖରେ ସିଆଇଆଇ ପକ୍ଷରୁ ଏହାର ନ୍ୟାସନାଲ ଏକଜିକ୍ୟୁଟିଭ୍ କାଉନସିଲ୍‌ର ବୈଠକ ଅନୁଷ୍ଠିତ ହେବ। ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦବୋଧନ ଦେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) :  ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ

ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକାଥରେ ସୁଭଦ୍ରାର ଦୁଇଟି କିସ୍ତି ମିଳିବ

ଜାନୁଆରି ୧୫ ତାରିଖ ପରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କୌଣସି ସୂଚନା ଦେଇନାହାନ୍ତି। ସେ ଆହୁରି କହିଛନ୍ତି, ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକା ଥରେ ଦୁଇଟି

ସୁରକ୍ଷା ମାଗିଲେ ୬ ବଡ଼ କମ୍ପାନି

ଆବଶ୍ୟକ ୧୦ ହଜାର ଫୋର୍ସ; ଖୋଲିବ ୪ ଓଆଇଏସ୍‌ଏଫ୍ ବାଟାଲିୟନ୍ କଟକ,୦୪-୦୧-୨୦୨୫ (ପିପିଏସ) : ଓଡ଼ିଶାରେ ୬ଟି ବଡ଼ କମ୍ପାନି ନିଜ ସଂସ୍ଥାର ସୁରକ୍ଷା ପାଇଁ ସରକାରଙ୍କ ନିକଟରେ ଆବେଦନ କରିଛନ୍ତି। ଏଥିପାଇଁ ପାଖାପାଖି ୧୦ ହଜାର ପୁଲିସ ଫୋର୍ସର ଆବଶ୍ୟକତା ରହିଛି। ଓଡ଼ିଶା ପୁଲିସ୍‌ର

ପାସ୍‌ପୋର୍ଟ ପାଇଁ ଆପରାଧିକ ମାମଲା ବାଧକ ନୁହେଁ:ହାଇକୋର୍ଟ

କଟକ,୦୩-୦୧-୨୦୨୫(ପିପିଏସ) : ଜଣେ ବ୍ୟକ୍ତିଙ୍କ ବିରୋଧରେ କେବଳ ମାତ୍ର ଆପରାଧିକ ମାମଲା ବିଚାରାଧୀନ ଥିବା କାରଣରୁ ତାଙ୍କ ପାସ୍‌ପୋର୍ଟ ଅବରୋଧ ବା ବାଜ୍ୟାପ୍ତି କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। ଜଣେ ବ୍ୟକ୍ତିଙ୍କ ପାସ୍‌ପୋର୍ଟ ବାଜ୍ୟାପ୍ତି ନେଇ ପାସ୍‌ପୋର୍ଟ