ଚଳିତବର୍ଷ ବାଲିଯାତ୍ରା କଟକ ଉତ୍ସବରେ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବସ ଚଳାଚଳ ବ୍ୟବସ୍ଥା
କଟକ ୧୭-୧୧-୨୦୨୪(ପିପିଏସ ) : ଚଳିତ ବର୍ଷ ବାଲିଯାତ୍ରା କଟକ ଉତ୍ସବରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ,ଶ୍ରୀ ଭାଉସାହେବ ଶିନ୍ଦେ ଜନସାଧାରଣଙ୍କ...
