Prajatantra

The Prajatantra is a prominent Odia-language daily newspaper founded on July 4, 1947, and officially launched as a daily on August 8, 1947. Conceived by Dr. Harekrushna Mahtab, it is headquartered near the High Court in Chandinchowk, Cuttack. As a fierce symbol of struggle against feudalism and orthodoxy, it publishes daily editions, maintains a strong local presence, and runs digital news.The newspaper has played a pivotal role in shaping Odisha's history, championing causes like the amalgamation of princely states, the SRC movement, and the establishment of the capital at Bhubaneswar. The publication operates under The Prajatantra Prachar Samity, which also produces popular sister publications including: The Jhankar: A monthly literary journal. The Meenabazar: A monthly magazine for children. The Saptahiki: The largest circulated Odia news weekly.

ମହାକୁମ୍ଭ ମେଳା ପାଇଁ ବଢ଼ିଲା ହୋଟେଲ ଦର

ସରକାରଙ୍କ ଆଦେଶକୁ ଅଣଦେଖା କୁମ୍ଭମେଳାରେ ବୁଡ଼ ପକାଇଲେ ପାପ ଧୋଇଯାଏ। ଏଥି ପାଇଁ ଲୋକେ ହଜାର ହଜାର କିଲୋମିଟର ଦୂର ଅତିକ୍ରମ କରି କୁମ୍ଭମେଳାରେ ଯୋଗ ଦେଇଥାନ୍ତି।...

୩୦୦୦ ଶିଖ ତୀର୍ଥଯାତ୍ରୀଙ୍କୁ ଭିସା ଦେଲା ପାକିସ୍ତାନ

ନୂଆଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିସନ ଭାରତର ୩ ହଜାରରୁ ଅଧିକ ଶିଖ୍ ତୀର୍ଥଯାତ୍ରୀଙ୍କୁ ଭିସା ପ୍ରଦାନ କରିଛନ୍ତି। ପାକିସ୍ତାନ ହାଇକମିଶନ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ...

ଆରମ୍ଭ ହେଲା ଧାନ କଟା; ମଣ୍ଡି ଅପେକ୍ଷାରେ ଚାଷୀ

ଖରିଫ ମଣ୍ଡି ତାରିଖ ଘେଷଣା ହୋଇନି। ମଣ୍ଡିର ସୁପରିଚାଳନାକୁ ନେଇ ଜିଲ୍ଲାପାଳ ଏହାରି ମଧ୍ୟରେ ଦୁଇଟି ବୈଠକ କରି ସାରିଲେଣି। ମଣ୍ଡି ତାରିଖ ଘୋଷଣା ହୋଇନଥିଲେ ହେଁ...

ସୀମାନ୍ତରେ ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାର

ମଙ୍ଗଧରିଛନ୍ତି ଓଡ଼ିଆ ଆଦିବାସୀ ନେତା ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗାଁର ଆଦିବାସୀ ନେତାଙ୍କ ନେତୃତ୍ବରେ ଗଠିତ ବିଭିନ୍ନ ସଙ୍ଗଠନରେ ଉଭୟ ରାଜ୍ୟର ଶତାଧିକ କାର୍ଯ୍ୟକର୍ତ୍ତା ଥିବାରୁ ଏମାନଙ୍କୁ ବିଜେପି...

ପୁଣି ଟେନ୍‌ସନ୍‌ ବଢ଼ାଇଲା ଟିଟିଏସ୍‌: ଗନ୍ଧେଇଲାଣି ଅଧାସହର

ମାସ କେଇଟା ଯାଇନି। ପୁଣି ଗନ୍ଧେଇଲାଣି ଅଧା ସହର। ସୈନିକ ସ୍କୁଲ ନିକଟ ଟେମ୍ପରାରି ଟ୍ରାଞ୍ଜିଟ୍‌ ଷ୍ଟେସନ(ଟିଟିଏସ୍‌) ରେ ସୃଷ୍ଟି ହୋଇଥିବା ଆବର୍ଜନା ପାହାଡ଼ ଏବେ ସହରବାସୀଙ୍କ...

ଅଁଳା ନବମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଓ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ଆଜି ହେଉଛି ପବିତ୍ର ଅଁଳା ନବମୀ । ଏଥିଲାଗି ଚଳଚଞ୍ଚଳ ସାକ୍ଷୀଗୋପାଳ ମନ୍ଦିର। ରାଧାପାଦ ଦର୍ଶନ ପାଇଁ ସେଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଏଠାରେ...

ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ ଉଦଘାଟିତ

ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ...

ରାଜଧାନୀରେ ମାତିଲେ ଲୁଟେରା: ଟଙ୍କା ଓ ସୁନାଗହଣା ଲୁଟିନେଲେ, ଥାନାରେ ଅଭିଯୋଗ

ନଫୋସିଟି ଥାନା ଅନ୍ତର୍ଗତ ଶ୍ରୀ ଗଣେଶ ବିହାରରେ ରହୁଥିବା ବଂଶୀଧର ଗଉଡଙ୍କ ଘରେ ଲୁଟେରାମାନେ ଝରକା ତାଡ଼ି ପଶିଥିଲେ। ତାପରେ ସେମାନେ ଆଲମାରି ଭାଙ୍ଗି ଘରୁ ୨୦ଭରି...

ନୂତନ ଗ୍ରାମପଞ୍ଚାୟତ ଗଠନ ଦାବିରେ ଜନ ଆନ୍ଦୋଳନ

କେ. ନୂଆଗାଁ ବ୍ଲକ ଅଧିନସ୍ଥ ବଣ୍ଡଗୁଡ଼ା ଗ୍ରାମପଞ୍ଚାୟତ ଉପରେ ମଗଡ଼ିଙ୍ଗିଆ ଅଞ୍ଚଳବାସୀ ନିର୍ଭର କରି ରହିଆସୁଥିଲେ। ଅନେକ ଅସୁବିଧାର ସମୁଖୀନ ହେଉଥିଲେ। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ବ...

ଝାଡ଼ଖଣ୍ଡ ନିର୍ବାଚନ: ନିର୍ଣ୍ଣାୟକ ହେବେ ଓଡ଼ିଆ, ଓଡ଼ିଆ ଭାଷା ସୁରକ୍ଷା ମୁଖ୍ୟ ପ୍ରସଙ୍ଗ

ଝାଡ଼ଖଣ୍ଡ ନିର୍ବାଚନ ଯେତିକି ପା‌ଖେଇ ଆସୁଛି, ଓଡ଼ିଆ ଭୋଟରଙ୍କୁ ସେତିକି ଖୋଜା ପଡ଼ୁଛି। ଓଡ଼ିଆ ଭୋଟରଙ୍କୁ ମନେଇବା ପାଇଁ ଓଡ଼ିଆ‌ ନେତାଙ୍କ ଆବଶ୍ୟକତା ପଡ଼ିଛି। ଖାସ୍‌ ଏଥିପାଇଁ...