1 min read

ଅଲିଭ୍‌ ରିଡ୍‌ଲେଙ୍କ ଶ୍ମଶାନ ପାଲଟିଛି ରାମଚଣ୍ଡୀ ମୁହାଣ

ସମୁଦ୍ର କୂଳରେ ଲାଗୁଛି କୁଢ଼କୁଢ଼ ମଲା କଇଁଛ ଅଲି ଭ୍‌ରିଡ୍‌ଲେଙ୍କ ଶ୍ମଶାନ ପାଲଟିଛି ରାମଚଣ୍ଡୀ ମୁହାଣ। ଦୈନିକ ଏଠାରେ ଲାଗୁଛନ୍ତି କୁଢ଼କୁଢ଼ ମଲା ଅଲିଭ୍‌ ରିଡ୍‌ଲେ କଇଁଛ। ଗର୍ଭସ୍ଥ ଅବସ୍ଥାରେ, ଅଣ୍ଡାଦାନ ସମୟରେ ଯାଉଛି ଏମାନଙ୍କ ଜୀବନ। ପୁରୀ/ରାମଚଣ୍ଡୀ/କୋଣାର୍କ/ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଅଲି ଭ୍‌ରିଡ୍‌ଲେଙ୍କ ଶ୍ମଶାନ ପାଲଟିଛି ରାମଚଣ୍ଡୀ ମୁହାଣ। ଦୈନିକ ଏଠାରେ ଲାଗୁଛନ୍ତି କୁଢ଼କୁଢ଼ ମଲା ଅଲିଭ୍‌ ରିଡ୍‌ଲେ କଇଁଛ। ଗର୍ଭସ୍ଥ ଅବସ୍ଥାରେ, ଅଣ୍ଡାଦାନ ସମୟରେ ଯାଉଛି ଏମାନଙ୍କ ଜୀବନ। ଆଜି ବି ୫ରୁ […]

1 min read

ଦେବଗଡ଼ ପୌରାଧ୍ୟକ୍ଷl ଶାନ୍ତିମଞ୍ଜରୀ ଦେଇ ବହିଷ୍କୃତ

ଓଡ଼ିଶା ମୁନିସିପାଲ ଆକ୍ଟ -୧୯୫୦,ଧାରା ୫୩ ଅନୁଯାୟୀ, ଦେବଗଡ଼ ନଗରପାଳିକାର ବିଜେଡି ପୌରାଧ୍ୟକ୍ଷl ଶାନ୍ତିମଞ୍ଜରୀ ଦେଇଙ୍କୁ ତାଙ୍କ ପଦବୀରୁ ବହିଷ୍କୃତ କରାଯାଇଛିl ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗଙ୍କ ଆଦେଶକ୍ରମେ ପୌରାଧ୍ୟକ୍ଷlଙ୍କୁ ତତକ୍ଷଣାତ ବହିଷ୍କାର କରାଯାଇଛି। ଦେବଗଡ଼/ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଓଡ଼ିଶା ମୁନିସିପାଲ ଆକ୍ଟ -୧୯୫୦,ଧାରା ୫୩ ଅନୁଯାୟୀ, ଦେବଗଡ଼ ନଗରପାଳିକାର ବିଜେଡି ପୌରାଧ୍ୟକ୍ଷl ଶାନ୍ତିମଞ୍ଜରୀ ଦେଇଙ୍କୁ ତାଙ୍କ ପଦବୀରୁ ବହିଷ୍କୃତ କରାଯାଇଛିl ସୂଚନା ଅନୁଯ।ୟୀ, ଓଡ଼ିଶା ସରକାରଙ୍କ ଗୃହ ଓ ନଗର […]

1 min read

ଧାମରାରେ ଅବତରଣ କଲା ପ୍ରଥମ ବିମାନ

ଭଦ୍ରକ ଜିଲ୍ଲାର ଧାମରାରେ ଆଜି ପ୍ରଥମ ବିମାନ ଅବତରଣ କରିଛି। ଆଗାମୀ ଦିନରେ ଶିଳ୍ପ ବିକାଶରେ ଏହା ସହାୟକ ହେବ ବୋଲି କୁହାଯାଉଛି। ଜିଲ୍ଲାର ବାସୁଦେବପୁର ବ୍ଲକ୍‌ର ବାଲିମୁଣ୍ଡାଠାରେ ଏହି ବିମାନବନ୍ଦର ରହିଛି। ବାସୁଦେବପୁର/ଧାମରା/ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଭଦ୍ରକ ଜିଲ୍ଲାର ଧାମରାରେ ଆଜି ପ୍ରଥମ ବିମାନ ଅବତରଣ କରିଛି। ଆଗାମୀ ଦିନରେ ଶିଳ୍ପ ବିକାଶରେ ଏହା ସହାୟକ ହେବ ବୋଲି କୁହାଯାଉଛି। ଜିଲ୍ଲାର ବାସୁଦେବପୁର ବ୍ଲକ୍‌ର ବାଲିମୁଣ୍ଡାଠାରେ ଏହି ବିମାନବନ୍ଦର ରହିଛି। ଆଜି ପୂର୍ବାହ୍‌ଣ ୧୦ଟା […]

1 min read

ଖଦୀ ମହୋତ୍ସବ ଉଦଘାଟିତ

କଟକ ୨୯-୦୧-୨୦୨୫(ପିପିଏସ ) : ଗ୍ରାମୀଣ ଭାରତର ଅଭିବୃଦ୍ଧି ଦ୍ୱାରା ହିଁ ଦେଶର ଅଭିବୃଦ୍ଧି ସମ୍ଭବ । ଦେଶର କୋଟି କୋଟି ଗ୍ରାମୀଣ ଜନସାଧାରଣଙ୍କ ଜୀବନକୁ ଉନ୍ନତ କରିବା ତଥା ରୋଜଗାର ବୃଦ୍ଧି କରିବା ଦ୍ୱାରା ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟ ପୂରଣ କରାଯାଇପାରିବ । କେନ୍ଦ୍ର ସରକାରଙ୍କ କ୍ଷୁଦ୍ର, ଲଘୁ ଓ ମଧ୍ୟମ ମନ୍ତ୍ରଣାଳୟ ଅଧିନସ୍ଥ ଖଦୀ ଓ ଗ୍ରାମଦ୍ୟୋଗ ଆୟୋଗ ଆନୁକୂଲ୍ୟରେ ଆଜି କଟକ ଖ୍ରୀଷ୍ଟିଆନ ପଡିଆଠାରେ ଉଦଘାଟିତ ରାଜ୍ୟସ୍ତରୀୟ ଖଦୀ […]

1 min read

ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ: ମୁଖ୍ୟମନ୍ତ୍ରୀ

ଶିକ୍ଷା ହେଉଛି ମହିଳା ସଶକ୍ତୀକରଣର ଚାବିକାଠି। ଆଗାମୀ ବର୍ଷଗୁଡ଼ିକରେ, ମହିଳାମାନଙ୍କୁ ଉଦ୍ୟୋଗୀ ସଫଳତା ପାଇଁ ଆବଶ୍ୟକ ଦକ୍ଷତା ଏବଂ ଜ୍ଞାନ ପ୍ରଦାନ ପାଇଁ ବିଶେଷ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ କରି କେବଳ […]

1 min read

ଯୋବ୍ରା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

କଟକ ୨୯-୦୧-୨୦୨୫(ପିପିଏସ ) : ଯୋବ୍ରା ହାଇସ୍କୁଲର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ମଧ୍ୟରେ ସକାଳ ୧୦ ଘଟିକା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଡକ୍ଟର ରାଜଶ୍ରୀ ସାହୁଙ୍କ ସଭାପତିତ୍ୱରେ ଉଦ୍‌ଘାଟକ ରୂପେ ଡାକ୍ତର ଉମେଶ ରାୟଙ୍କ ଦ୍ବାରା ଆରମ୍ଭ ହୋଇ ପୁରସ୍କାର ବିତରଣ କରାଯାଇଥିଲା। ଅପରାହ୍ନର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ କଟକ ସାଂସଦ ଭର୍ତ୍ତୃହରି ମହତାବ, ମୁଖ୍ୟବକ୍ତା ମେୟର ସୁବାସ ସିଂ, ସମ୍ମାନୀୟ ଅତିଥ୍ ରୂପେ ଚୌଦ୍ଵାର କଟକ ବିଧାୟକ ସୌଭିକ ବିଶ୍ଵାଳ, ଲେଫ୍ଟନାନ୍ତି ଦେବବ୍ରତ […]

1 min read

ଧ୍ବଜାବତରଣ ସମାରୋହ: ଦେଶାତ୍ମବୋଧକ ସଙ୍ଗୀତରେ ଝୁମିଲେ ଦର୍ଶକ

ବିଜୟ ଚୌକ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଧ୍ବଜାବତରଣ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହକୁ ଭାରତୀୟ ସ୍ଥଳସେନା, ବାୟୁସନା ଓ ନୌ‌ସେନା ପକ୍ଷରୁ ପରମ୍ପରା, ସଙ୍ଗୀତ ଏବଂ ଦେଶପ୍ରେମର ଏକ ଶକ୍ତିଶାଳୀ ମିଶ୍ରଣ ଭାବେ ପ୍ରଦର୍ଶନ କରାଯାଇଛି ନୂଆଦିଲ୍ଲୀ/ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ବିଜୟ ଚୌକ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଧ୍ବଜାବତରଣ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହକୁ ଭାରତୀୟ ସ୍ଥଳସେନା, ବାୟୁସନା ଓ ନୌ‌ସେନା ପକ୍ଷରୁ ପରମ୍ପରା, […]

1 min read

ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି।  ଦଶପଲ୍ଲା/ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ […]

1 min read

ଦ୍ଵିତୀୟ ଦିଶା କମିଟି ବୈଠକ ଅନୁଷ୍ଠିତ।

କଟକ ୨୮-୦୧-୨୦୨୫(ପିପିଏସ) : ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ଦ୍ଵିତୀୟ ବିକାଶ ସମନ୍ୱୟ ଏବଂ ତଦାରଖ କମିଟି (ଦିଶା ) କମିଟି ବୈଠକ ଆଜି ପୂର୍ବାହ୍ନରେ ଅଂଶୁପା ହ୍ରଦ ନିକଟସ୍ଥ ପୂର୍ତ୍ତ ବିଭାଗ ଅଧୀନସ୍ଥ ବଙ୍ଗଳା ପରିସରରେ ମାନ୍ୟବର ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦଙ୍କ ପ୍ରତ୍ୟକ୍ଷ ତତ୍ୱାବାଧାନରେ ଆୟୋଜିତ ଏହି ବୈଠକରେ ଜିଲ୍ଲା ପରିଷଦ ସଭାପତି କିଶୋର ଚନ୍ଦ୍ର ମିଶ୍ର, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର […]

1 min read

ଐତିହାସିକ ଅଭିଯାନରେ ଜୟପୁର ଝିଅ ଡାକ୍ତର ସରିତା ଦାରା

୧୨୪ ମହିଳାଙ୍କ ସହ ଆଣ୍ଟାର୍କଟିକା ଯାତ୍ରା ଆସନ୍ତାକାଲି ଠାରୁ ସପ୍ତାହ ବ୍ୟାପୀ ଦକ୍ଷିଣ ମେରୁ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଆଣ୍ଟାର୍କଟିକା ଗସ୍ତ କରିବେ ବିଶ୍ବର ୧୨୪ଜଣ ମହିଳା। ଏହି ଦଳରେ ସ୍ଥାନ ପାଇଛନ୍ତି କୋରାପୁଟର ପୂର୍ବତନ ସିଡିଏମ୍‌ଓ ତଥା ଜୟପୁର କୋରାପୁଟ/ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ଆସନ୍ତାକାଲି ଠାରୁ ସପ୍ତାହ ବ୍ୟାପୀ ଦକ୍ଷିଣ ମେରୁ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଆଣ୍ଟାର୍କଟିକା ଗସ୍ତ କରିବେ ବିଶ୍ବର ୧୨୪ଜଣ ମହିଳା। ଏହି ଦଳରେ ସ୍ଥାନ ପାଇଛନ୍ତି କୋରାପୁଟର ପୂର୍ବତନ […]