ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ
ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ଓଡିଶା ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚେତାବନୀ ଦେଇଛନ୍ତି। ସଂଶୋଧିତ ତଥା କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପୂର୍ବରୁ ସ୍ବେଚ୍ଛାକୃତ ଭାବେ ସେମାନେ କାର୍ଡ ସମର୍ପଣ କରିବାକୁ ମନ୍ତ୍ରୀ ଚେତାବନୀ ଦେଇଛନ୍ତି। କାର୍ଡ ସମର୍ପଣର କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ ବୋଲି ମନ୍ତ୍ରୀ […]
ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା ନିୟମାବଳୀ ୨୦୧୭ର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ
ଓଡିଶା ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା (ନିଯୁକ୍ତି ପଦ୍ଧତି ଏବଂ ସେବା ସର୍ତ୍ତ) ନିୟମାବଳୀ, ୨୦୧୭ରେ ସଂଶୋଧନ ପାଇଁ ଓଡିଶା କ୍ୟାବିନେଟ ବୁଧବାର ଦିନ ଅନୁମୋଦନ କରିଛି। ଏହି ସଂଶୋଧନର ଲକ୍ଷ୍ୟ ହେଉଛି ଓଡ଼ିଶା ମେଡିକାଲ୍ ଏବଂ ସ୍ୱାସ୍ଥ୍ୟ ସେବା ସର୍ତ୍ତାବଳୀକୁ ନିୟନ୍ତ୍ରଣ କରିବା ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଓଡିଶା ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା (ନିଯୁକ୍ତି ପଦ୍ଧତି ଏବଂ ସେବା ସର୍ତ୍ତ) ନିୟମାବଳୀ, ୨୦୧୭ରେ ସଂଶୋଧନ ପାଇଁ ଓଡିଶା କ୍ୟାବିନେଟ ବୁଧବାର ଦିନ ଅନୁମୋଦନ […]
ଉପରାଷ୍ଟ୍ରପତି-ଗୃହମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ
ଓଡ଼ିଶା ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବୁଧବାର ଦିନ ନୂଆଦିଲ୍ଲୀରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିଛନ୍ତି। ସେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଏବଂ ଓଡ଼ିଶାରେ ଅଭିବୃଦ୍ଧି ତଥା ପ୍ରଗତି ସମ୍ପର୍କରେ ଆଲୋଚନା କରିଛନ୍ତି ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଓଡ଼ିଶା ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବୁଧବାର ଦିନ ନୂଆଦିଲ୍ଲୀରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିଛନ୍ତି। ଏହି ସମୟରେ ରାଜ୍ୟପାଳ ଓଡିଶାର ପ୍ରମୁଖ ବିକାଶମୂଳକ କାର୍ଯ୍ୟକ୍ରମ ତଥା […]
ଏସସିବି ମେଡିକାଲରୁ ଜେଲ୍ ଗାର୍ଡଙ୍କୁ ଚକମା ଦେଇ ମହିଳା କଏଦୀ ଚମ୍ପଟ
ଜେଲ୍ ଗାର୍ଡଙ୍କୁ ଚକମା ଦେଇ ଜଣେ ମହିଳା କଏଦୀ କଟକ ଏସସିବି ମେଡିକାଲରୁ ଚମ୍ପଟ ମାରିଛନ୍ତି। ଚିକିତ୍ସା ପାଇଁ ଚୌଦ୍ଵାର ଜେଲ୍ରୁ ଏସସିବି ମେଡିକାଲକୁ ମହିଳା କଏଦୀଙ୍କୁ ଅଣାଯାଇଥିଲା କଟକ ୨୨-୦୧-୨୦୨୫ (ପିପିଏସ) : ଜେଲ୍ ଗାର୍ଡଙ୍କୁ ଚକମା ଦେଇ ଜଣେ ମହିଳା କଏଦୀ କଟକ ଏସସିବି ମେଡିକାଲରୁ ଚମ୍ପଟ ମାରିଛନ୍ତି। ତାଙ୍କର ସନ୍ଧାନ ପାଇଁ ଏବେ ତନାଘନା ଆରମ୍ଭ ହୋଇଛି।ମେଡିକାଲର ପ୍ରସୂତି ବିଭାଗରେ ଚିକିତ୍ସିତ ହେଉଥିବା ବେଳେ ମହିଳା କଏଦୀ ଜଣକ ଜେଲ୍ ଗାର୍ଡଙ୍କୁ ଚକମା […]
ଆଇନ ଆୟୋଗର ନିଯୁକ୍ତି ପାଇଁ ବୟସ ସୀମା ହଟାଇବା ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍ ମଞ୍ଜୁରୀ
ଆଇନ ଆୟୋଗର ନିଯୁକ୍ତି ପାଇଁ ବୟସ ସୀମା ହଟାଇବା ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ବୟସ ପ୍ରତିବନ୍ଧକକୁ ହଟାଇ ସରକାର ଯୋଗ୍ୟ ପ୍ରାର୍ଥୀଙ୍କ ସଂଖ୍ୟା ବୃଦ୍ଧି କରିବାକୁ ଚେଷ୍ଟା କରୁଛନ୍ତି। ଅଭିଜ୍ଞ ବ୍ୟକ୍ତିଙ୍କ ଅଭିଜ୍ଞତା ଦ୍ୱାରା ଆୟୋଗ ଉପକୃତ ହେବେ ବୋଲି କୁହାଯାଉଛି ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଓଡ଼ିଶା କ୍ୟାବିନେଟ୍ ବୁଧବାର ଓଡ଼ିଶା ଆଇନ ଆୟୋଗଙ୍କର ଅଧ୍ୟକ୍ଷ, ଫୁଲ୍ ଟାଇମ୍ ଅଣ-ଅଫିସିଆଲ ସଦସ୍ୟ ଏବଂ ପାର୍ଟ ଟାଇମ୍ ସଦସ୍ୟ ଚୟନ ପାଇଁ ବୟସ ସର୍ତ୍ତକୁ […]
ପ୍ରଜାତନ୍ତ୍ର ସାପ୍ତାହିକି ଆସନ୍ତା ସଂଖ୍ୟା
ଛି ଛି ଛି ରେ ନନୀ …
ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ ବୃଦ୍ଧି
ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ […]
କିଏ କେଉଁଠି କରିବେ ପତାକା ଉତ୍ତୋଳନ
୭୬ତମ ସାଧାରଣତନ୍ତ୍ର ଦିବସ ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ପାଖଇେ ଆସୁଛି। ହାତରେ ଆଉ ୪ ଦିନ ସମୟ ଥିବାରୁ ଏହି ଗଣପର୍ବ ପାଇଁ ସରକାର ଓ ପ୍ରଶାସନ ପ୍ରସ୍ତୁତିକୁ ଜୋରଦାର କରିଦେଇଛନ୍ତି। ଜାତୀୟ ପର୍ବ ପାଇଁ ଦିଲ୍ଲୀରୁ ପଲ୍ଲୀ ଯାଏଁ ପ୍ରସ୍ତୁତି ଚାଲିଛି। ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବାକୁ ଓଡ଼ିଶା ସରକାର ମଧ୍ୟ ପ୍ରସ୍ତୁତି ଜାରି ରଖିଛନ୍ତି। ଭୁବନେଶ୍ବରରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ରାଜ୍ୟପାଳ ପତାକା ଉତ୍ତୋଳନ କରିବେ। ଜିଲ୍ଲା […]
ବିରଳ ମହାଜାଗତିକ ଘଟଣା, ଗୋଟିଏ ଧାଡ଼ିରେ ୬ ଗ୍ରହ
ମହାକାଶରେ ଏକ ବିରଳ ଘଟଣା ଦେଖାଯାଇଛି । ସୌରଜଗତର ୬ଟି ଗ୍ରହକୁ ଏକା ସାଙ୍ଗରେ ଗୋଟିଏ ସରଳ ରେଖାରେ ଦେଖାଯାଇଛନ୍ତି, ଅର୍ଥାତ୍ ଛଅଟି ଗ୍ରହ ଗୋଟିଏ ରେଖାରେ ପରିକ୍ରମା କରୁଛନ୍ତି । ନୂଆଦିଲ୍ଲୀ /ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ମହାକାଶରେ ଏକ ବିରଳ ଘଟଣା ଦେଖାଯାଇଛି । ସୌରଜଗତର ୬ଟି ଗ୍ରହକୁ ଏକା ସାଙ୍ଗରେ ଗୋଟିଏ ସରଳ ରେଖାରେ ଦେଖାଯାଇଛନ୍ତି, ଅର୍ଥାତ୍ ଛଅଟି ଗ୍ରହ ଗୋଟିଏ ରେଖାରେ ପରିକ୍ରମା କରୁଛନ୍ତି । ବିନା ଟେଲିସ୍କୋପରେ ଅର୍ଥାତ୍ ଖାଲି ଆଖିରେ […]
ପାଚକ-ପାଚିକାଙ୍କ ପାରିଶ୍ରମିକ ବୃଦ୍ଧି
ଏଣିକି ମାସିକ ମିଳିବ ୩୦୦୦ ଟଙ୍କା ରାଜ୍ୟ ପି.ଏମ ପୋଷଣ ଯୋଜନାରେ କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ […]
