Prajatantra

The Prajatantra is a prominent Odia-language daily newspaper founded on July 4, 1947, and officially launched as a daily on August 8, 1947. Conceived by Dr. Harekrushna Mahtab, it is headquartered near the High Court in Chandinchowk, Cuttack. As a fierce symbol of struggle against feudalism and orthodoxy, it publishes daily editions, maintains a strong local presence, and runs digital news.The newspaper has played a pivotal role in shaping Odisha's history, championing causes like the amalgamation of princely states, the SRC movement, and the establishment of the capital at Bhubaneswar. The publication operates under The Prajatantra Prachar Samity, which also produces popular sister publications including: The Jhankar: A monthly literary journal. The Meenabazar: A monthly magazine for children. The Saptahiki: The largest circulated Odia news weekly.

ଭଙ୍ଗା ଘରେ ଗୋଟିଏ ପରିବାରର ୧୨ଜଣ ସଦସ୍ୟଙ୍କ ଜୀବନ

କନ୍ଧମାଳ ଜିଲ୍ଲା କ ନୂଆଗାଁ ବ୍ଲକ କୁଡୁତେଲି ପଞ୍ଚାୟତ ଅନ୍ତର୍ଗତ ପ୍ରେମାକିଆ ଗାଁ ଯୁଧିଷ୍ଟିର ଦିଗାଲ ନିଜ ବାପା ମା' ଭାଇ ଭଉଣୀମାନଙ୍କୁ ନେଇ ଦୀର୍ଘ ବର୍ଷରୁ...

ସ୍କୁଲ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ

ସ୍କୁଲ୍‌ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ ପିଲାଙ୍କ ନାମ ଲେଖା ହେଉଛି, ସେହି ତୁଳନାରେ ଶ୍ରେଣୀଗୃହ ନାହିଁ। ଶିକ୍ଷକ ଅଭାବରୁ ଅଧାଦିନ ଶ୍ରେଣୀଗୃହ ଫାଙ୍କା ପଡ଼ୁଛି।...

ସଲ୍‌ମାନଙ୍କ ଘର ସାମ୍ନାରେ ଗୁଳି କରିଥିବା ଅଭିଯୁକ୍ତର ଜାମିନ୍‌ ଆବେଦନ ଖାରଜ

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବାନ୍ଦ୍ରାସ୍ଥିତ 'ଗାଲାକ୍ସି ଆପାର୍ଟମେଣ୍ଟ' ବାହାରେ ଗୁଳି ଚଳାଇଥିବା ଅଭିଯୁକ୍ତ ଭିକି ଗୁପ୍ତାଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ମୁମ୍ବାଇ/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ)...

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର।...

ଡାକ୍ତରଙ୍କୁ ଚାହିଁଚାହିଁ ଫେରୁଛନ୍ତି ରୋଗୀ

ବାସନ୍ତୀ କଲୋନିର ଭୁବନାନନ୍ଦ ପ୍ରଧାନ। ଅସ୍ତ୍ରୋପଚାର ପାଇଁ ପରିବାର ଲୋକ ତାଙ୍କୁ ଇଏସ୍‌ଆଇ ମଡେଲ୍‌ ହସ୍ପିଟାଲରେ ଭର୍ତ୍ତି କଲେ। ଏମିତିକି ୨ ଘଣ୍ଟା ପୂର୍ବରୁ ତାଙ୍କୁ ଅସ୍ତ୍ରୋପଚାର...

ମାଲଗୋଦାମରେ ୧୫ ଦିନ ପାଇଁ ସାମଗ୍ରୀ ମହଜୁଦ: ୨୪ ଘଣ୍ଟିଆ ଖୋଲା ରହିବ ଗୋଦାମ

ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ମାଲଗୋଦାମ ଓ ଛତ୍ରବଜାରରେ ଆଜି ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପାଖାପାଖି ୧୬ କୋଟିରୁ ଅଧିକ ଟଙ୍କାର...

ଓଡ଼ିଶାମୁହାଁ ‘ଦାନା’ ୬ ଜିଲ୍ଲାକୁ ରେଡ୍‌ ଆଲର୍ଟ

ସମୁଦ୍ର ଭିତରେ ବଳ ଗୋଟାଉଥିବା ଲଘୁଚାପ ଭୀଷଣ ବାତ୍ୟା ରୂପରେ ଉପକୂଳକୁ ସ୍ପର୍ଶ କରିବ। ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା। ଜଗତ୍‌ସିଂହପୁର ଜିଲ୍ଲାର ପାରାଦୀପରୁ ଭଦ୍ରକ ଜିଲ୍ଲାର...

ଏସ୍‌ଆରସିଙ୍କ ସୂଚନା: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

ବାତ୍ୟା ‘ଦାନା’ ନେଇ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ୧୪ଟି...

ସ୍ପା ଓ ମହିଳା କର୍ମଚାରୀଙ୍କ ତଥ୍ୟ ରଖିବ ପୁଲିସ

ବଡ଼ଗଡ଼ ଥାନା ରବି ଟକିଜ୍‌ ଛକ ଅଞ୍ଚଳର ଡାଇମଣ୍ଡ୍‌ ସେଲୁନ ଆଣ୍ଡ ସ୍ପା ମାମଲାକୁ ନେଇ ଖୋଳତାଡ଼ ଜାରି ରହିଛି। ଜଣେ ନାବାଳିକାଙ୍କୁ ଏଠାରେ ଅର୍ଥ ଲୋଭ...

ଇତିହାସ ରଚିଲେ ବଣ୍ଡା ସଂପ୍ରଦାୟର ଝିଅ

ୟୁଟ୍ୟୁବରୁ ଶିକ୍ଷା ଗ୍ରହଣ କରି ହେଲେ ଅଫିସର ସର୍ବପୁରାତନ ଜନଜାତି ହେଉଛନ୍ତି ବଣ୍ଡା ଜନଜାତି। ଏହି ଜନଜାତିର ଜଣେ ଝିଅ ଏବେ ଓଏଏସ୍‌ ହୋଇଛନ୍ତି। ବଣ୍ଡା ଜନଜାତିର...