ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି : ମୟୂରଭଞ୍ଜ ଗସ୍ତ ବାତିଲ୍
ବାରିପଦା/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଦେଖାଦେଲା ଯାନ୍ତ୍ରିକ ତ୍ରୁଟି। ତେଣୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍ ହୋଇଛି। ସେ କାରକେଟ୍ରେ ସଡ଼କ ପଥରେ...
