Prajatantra

The Prajatantra is a prominent Odia-language daily newspaper founded on July 4, 1947, and officially launched as a daily on August 8, 1947. Conceived by Dr. Harekrushna Mahtab, it is headquartered near the High Court in Chandinchowk, Cuttack. As a fierce symbol of struggle against feudalism and orthodoxy, it publishes daily editions, maintains a strong local presence, and runs digital news.The newspaper has played a pivotal role in shaping Odisha's history, championing causes like the amalgamation of princely states, the SRC movement, and the establishment of the capital at Bhubaneswar. The publication operates under The Prajatantra Prachar Samity, which also produces popular sister publications including: The Jhankar: A monthly literary journal. The Meenabazar: A monthly magazine for children. The Saptahiki: The largest circulated Odia news weekly.

ବଢ଼ିଲା ଖୁରାନିଆଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ୧୯୯୦ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଛନ୍ତି। ମୋହନ ସରକାରଙ୍କ ଦ୍ବାରା କାର୍ଯ୍ୟକାଳ ଅବଧି ବଢ଼ାଯିବା...

ସୁଭଦ୍ରା ଯୋଜନା ନାଁରେ ଯନ୍ତ୍ରଣା

ଝରିଗାଁ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ସରକାର ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ଏହି ଯୋଜନାରେ...

ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି

ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି କରାଯାଇଛି । ସବୁ ଜିଲ୍ଲା ପାଇଁ ଏହି ଗାଇଡଲାଇନ ଜାରି ହୋଇଛି । ବିମାନ ବନ୍ଦର,ପୋର୍ଟ କର୍ତ୍ତୃପକ୍ଷଙ୍କ ପାଇଁ ମଧ୍ୟ ଗାଇଡଲାଇନ...

ଗଣେଷ ବିସର୍ଜନ ବେଳେ ଗୋଷ୍ଠୀ ସଂଘର୍ଷ : ଭୁଜାଲି ଚୋଟରେ ୨ ଆହତ

ବାରିପଦା/ଭୁବନେଶ୍ୱର,,୧୯-୦୯-୨୦୨୪(ପିପିଏସ) : ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରର ଶୁନ ଗଡିଆ ଅଞ୍ଚଳରେ ଗଣେଷ ମୂର୍ତ୍ତି ବିସର୍ଜନ ବେଳେ ଗୋଷ୍ଠୀ ସଂଘର୍ଷ । ସାମାନ୍ୟ ବଚସାରୁ ଯୁକ୍ତିତର୍କ, ପରେ...

କାଠଯୋଡ଼ି ନଦୀ ପଠାରୁ କୁମ୍ଭୀର ଛୁଆ ଉଦ୍ଧାର

କଟକ,୧୭-୦୯-୨୦୨୪(ପିପିଏସ) : କଟକ ସିଡିଏ ୧୧ ନମ୍ବର୍ ନିକଟ କାଠଯୋଡ଼ି ନଦୀପଠାରୁ କୁମ୍ଭୀର ଛୁଆ ଉଦ୍ଧାର। ଚାରି ମାସର କୁମ୍ଭୀର ଛୁଆ ଉଦ୍ଧାର କଲା ବନ ବିଭାଗ।...

କଟକ ଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟରେ ଅହେତୁକ ବିଳମ୍ବ : ପ୍ରଶ୍ନ ଉଠାଇଲା ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି

କଟକ,୧୭-୦୯-୨୦୨୪(ପିପିଏସ) : କଟକ ଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟର ଅହେତୁକ ବିଳମ୍ବକୁ ନେଇ ପ୍ରଶ୍ନ ଉଠାଇଲା ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି । ୨ ବର୍ଷରୁ ଅଧିକ...

ପୁଣି ଖୋଲିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର

ପୁରୀ/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ମହାପ୍ରଭୁଙ୍କ ରତ୍ନଭଣ୍ଡାର ଆସନ୍ତାକାଲି ପୁଣି ଖୋଲିବ। ଖୁବ୍ ଶୀଘ୍ର ରତ୍ନଭଣ୍ଡାର ରହସ୍ୟ ଉପରୁ ପରଦା ହଟିବ। ଗୁପ୍ତ କୋଠରୀ, ଗୁପ୍ତ ସୁଡ଼ଙ୍ଗ ଓ ଗୁପ୍ତଧନ...

ଦାବି ମାନିବାକୁ ରାଜିହେଲେ ମମତା

କୋଲକାତା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଘୋଷଣା କରିଛନ୍ତି ଯେ ସେ ଆନ୍ଦୋଳନରତ ଡାକ୍ତରମାନଙ୍କ କଥା ମାନିବାକୁ ରାଜି। କୋଲକାତା ପୁଲିସ କମିସନର ଭିନିତ୍‌...

ରାମ୍‌କୋ କାରଖାନାର ଜମି କେଳେଙ୍କାରୀ: ଭୂମିହୀନଙ୍କ ସିଲିଂ ଜମି ଛଡ଼ାଇ ନେଇଛି କମ୍ପାନି

ଯାଜପୁର/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ସରକାରୀ ଜମି ଜବରଦଖଲ ଉଚ୍ଛେଦ କାର୍ଯ୍ୟକ୍ରମକୁ ରାଜ୍ୟ ସରକାର ଗୁରୁତ୍ବ ଦେବା ଆରମ୍ଭ କରିଛନ୍ତି। କୋଟିକୋଟି ଟଙ୍କା ମୂଲ୍ୟର ଏକର ଏକର ସରକାରୀ ଜମି...

ଓଡ଼ିଶାରେ ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି। ପ୍ରଧାନମନ୍ତ୍ରୀ ‌ଏନେଇ ସାମାଜିକ ଗଣମାଧ୍ୟମ...