କଳ୍ପନା ସୋରେନ : ଝାଡ଼ଖଣ୍ଡ ରାଜନୀତିରେ ନୂଆ ତାରକା
ଝାଡ଼ଖଣ୍ଡ ନିର୍ବାଚନ ଅନେକ ଦୃଷ୍ଟିରୁ ରୋଚକ ହୋଇଛି। କିନ୍ତୁ ଏହାର ସବୁଠାରୁ ରୋଚକ ଦିଗ ହେଉଛି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ମୁର୍ମୁ ସୋରେନଙ୍କ ଉତଥାନ । ଝାଡ଼ଖଣ୍ଡ ରାଜନୀତିରେ ସେ ଜଣେ ନୂଆ ତାରକା ଭାବେ ଉଭା ହୋଇଛନ୍ତି । ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯାଇଛି। ପୁଣି ଥରେ ରାଜ୍ୟରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କ ନେତୃତ୍ୱରେ ସରକାର ଗଠନ ହେବାକୁ […]
ଓଡ଼ିଶାରେ ଆଦାନୀ ଝଡ଼: ବିଜେଡିର ସଫେଇ; ଅଭିଯୋଗ ଭିତ୍ତିହୀନ
ଆମେରିକାର ନ୍ୟୁୟର୍କ କୋର୍ଟରେ ୟୁଏସ୍ ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ କମିସନ ଆଦାନୀ ଗ୍ରୁପ୍ ବିରୋଧରେ ଭାରତରେ ବ୍ୟାପକ ଲାଞ୍ଚ କାରବାର ଅଭିଯୋଗ ଆଣିଛନ୍ତି। ଅକ୍ଷୟ ଶକ୍ତି ଯୋଗାଣ ଚୁକ୍ତି ପାଇବା ଲାଗି ଆଦାନୀ ଓଡ଼ିଶା ସମେତ ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ଆମେରିକାର ନ୍ୟୁୟର୍କ କୋର୍ଟରେ ୟୁଏସ୍ ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ କମିସନ ଆଦାନୀ ଗ୍ରୁପ୍ ବିରୋଧରେ ଭାରତରେ ବ୍ୟାପକ ଲାଞ୍ଚ କାରବାର ଅଭିଯୋଗ ଆଣିଛନ୍ତି। ଅକ୍ଷୟ ଶକ୍ତି ଯୋଗାଣ ଚୁକ୍ତି ପାଇବା ଲାଗି ଆଦାନୀ ଓଡ଼ିଶା […]
ବାଦ୍ ପଡ଼ିଥିବା ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ଏନେଇ ନିଷ୍ପତ୍ତି ହୋଇଛି। ତେବେ ଏହି ୨ ଲକ୍ଷ ୬୭ ହଜାର ଆବେଦନ ମଧ୍ୟରୁ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ଦିଆଯିବ। ବାକି ଆବେଦନଗୁଡ଼ିକ ଜମି […]
ମିଲରମାନେ ସିଧାସଳଖ କୃଷକଙ୍କ ନିକଟରୁ ଧାନ କିଣି ପାରିବେ ନାହିଁ: ମନ୍ତ୍ରୀ
ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ମିଲରମାନେ ସିଧାସଳଖ କୃଷକଙ୍କ ନିକଟରୁ ଧାନ କିଣି ପାରିବେ ନାହିଁ। ଏଭଳି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବିଭିନ୍ନ ସ୍ଥାନରେ ମିଲରମାନେ ସିଧାସଳଖ ଚାଷୀଙ୍କଠୁ କମ ଦାମରେ ଧାନ କିଣି ମହଜୁଦ କରି ରଖିବା ପ୍ରସଙ୍ଗରେ କଡ଼ା ଆଭିମୁଖ୍ୟ ଜାହିର କରିବା ସହ ମିଲରମାନଙ୍କୁ ଚେତାବନୀ ଦେଇ ଏହା କହିଛନ୍ତି ସେ। ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆହୁରି କହିଛନ୍ତି ଯେ କେବଳ ସରକାରଙ୍କ ଦ୍ଵାରା ସ୍ଥିରୀକୃତ ମଣ୍ଡିରୁ ମିଲର୍ ଧାର୍ଯ୍ୟ […]
ଜିଏ, ବିଡିଏ ବାହୁବଳେ ଜବରଦଖଲକାରୀ ରାଜା: ରାଜୀବ ଆବାସ ଯୋଜନାକୁ ଚୁନ
ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ହାଉସିଂ ପ୍ରକଳ୍ପରେ ନିମ୍ନ ମଧ୍ୟବିତ୍ତ ପରିବାରଙ୍କୁ ଘର ଯୋଗାଇ ଦେବାପାଇଁ ସରକାର ଶ୍ୟାମପୁର ମୌଜା ପ୍ଲଟ୍ ନଂ. ୨୭୭ରେ ବିଡିଏକୁ ୬୮ ଏକର ଜମି ଯୋଗାଇ ଦେଲେ। ହେଲେ ବିଡିଏ କାମରେ କିଛି କଲା ନାହିଁ। କ୍ରମଶଃ ଏହା ଜବରଦଖଲ ହେଲା। ପ୍ଲଟିଂ କରି ଦଲାଲ ବିକିଦେଲେ। ଗଣମାଧ୍ୟମ ଓ ସଚେତନ ନାଗରିକଙ୍କ ଜରିଆରେ ବିଡିଏକୁ ଅଭିଯୋଗ ଯିବା ପରେ ପ୍ରଥମେ ନୋଟିସ୍, ପରେ ଇଓଡବ୍ଲ୍ୟୁରେ ଅଭିଯୋଗ କଲା। ପୂର୍ବରୁ ବିଡିଏ […]
ଗିରଫ ପରେ ଜେଲ୍ ଗଲେ ବବିଙ୍କ ଭାଇ ଭବ ପ୍ରକାଶ ଦାସ
ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରକାଶ ଦାସ(ଲଲ)ଙ୍କୁ ଅବଶେଷରେ ଜେଲ୍ ଯିବାକୁ ପଡ଼ିଲା। ତାଙ୍କୁ ଗିରଫ କରାଯାଇଥିଲା। ଏହାପରେ ଭବ ପ୍ରକାଶ ଦାସଙ୍କୁ ଏସଡିଜେଏମ୍ କୋର୍ଟରେ ହାଜର କରାଯାଇଥିଲା। ତାପରେ ତାଙ୍କୁ ଯାଜପୁର ଉପ କାରାଗରକୁ ପଠାଇ ଦିଆଯାଇଛି। ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରକାଶ ଦାସ(ଲଲ)ଙ୍କୁ ଅବଶେଷରେ ଜେଲ୍ ଯିବାକୁ ପଡ଼ିଲା। ତାଙ୍କୁ […]
‘ଓଡ଼ିଶାର ଇତିହାସରେ ହରେକୃଷ୍ଣ ମହତାବଙ୍କ କୃତିତ୍ଵ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ’
ସ୍ଵାଧୀନତା ସଂଗ୍ରାମୀ, ରାଜନୀତିଜ୍ଞ, ସାହିତ୍ୟିକ, କୂଟନୀତିଜ୍ଞ, ଐତିହାସିକ ଏବଂ ଲୋକପ୍ରିୟ ଜନନେତା ଥିଲେ ଡ଼ଃ ହରେକୃଷ୍ଣ ମହତାବ। ଆଧୁନିକ ଓଡ଼ିଶା ନିର୍ମାଣର ବିଶ୍ଵକର୍ମା ଭାବେ ସେ ସ୍ଵତନ୍ତ୍ର ପରିଚୟର ଅଧିକାରୀ ମଧ୍ୟ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏହା କହିଛନ୍ତି। ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ଓଡ଼ିଶାର ସାମାଜିକ, ଅର୍ଥନୈତିକ ଏବଂ ରାଜନୈତିକ ଇତିହାସରେ ଡ଼ଃ ହରେକୃଷ୍ଣ ମହତାବଙ୍କ କୃତିତ୍ଵ, ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ। ଏକାଧାରାରେ ସେ ଥିଲେ ଜଣେ ସ୍ଵାଧୀନତା ସଂଗ୍ରାମୀ, […]
ଦୁର୍ଗମ ଅଞ୍ଚଳରେ ବିକାଶ ଅପହଞ୍ଚ !
ଯାତାୟତ ପାଇଁ ବିଦ୍ୟୁତ୍ ଖୁଣ୍ଟରେ ନିର୍ମିତ ପୋଲ ଭରସା ୨୦୩୬ ମସିହାରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଗଠନକୁ ୧୦୦ ବର୍ଷ ପୂରିବ। ରାଜ୍ୟ ସରକାର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ଜାରି ରଖିଥିବା ବେଳେ ଦୁର୍ଗମ ଓ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରେ ଗମନାଗମନର ବ୍ୟାପକ ଅସୁବିଧା ରହିଛି। ମାଲକାନଗିରି/ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ଆଉ ୧୨ ବର୍ଷ ପରେ ଓଡ଼ିଶା ଶତବାର୍ଷିକୀ ପାଳନ କରିବ। ୨୦୩୬ ମସିହାରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଗଠନକୁ ୧୦୦ ବର୍ଷ ପୂରିବ। ରାଜ୍ୟ […]
କେଦାରନାଥ ଆସନ ଜିତିଲା ବିଜେପି
ଉତ୍ତରାଖଣ୍ଡର କେଦାରନାଥ ଆସନ ପାଇଁ କଡ଼ା ପ୍ରତିଦ୍ୱନ୍ଦ୍ୱିତା କରି ଶାସକ ଭାରତୀୟ ଜନତା ପାର୍ଟିର ଆଶା ନୌତିଆଲ ୫୬୨୨ ଭୋଟରେ ବିଜୟୀ ହୋଇଛନ୍ତି। ସେ କଂଗ୍ରେସର ମନୋଜ ରାଓ୍ବତଙ୍କ ପରାସ୍ତ କରିଛନ୍ତି । ଡେରାଡୁନ୍/ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ଉତ୍ତରାଖଣ୍ଡର କେଦାରନାଥ ଆସନ ପାଇଁ କଡ଼ା ପ୍ରତିଦ୍ୱନ୍ଦ୍ୱିତା କରି ଶାସକ ଭାରତୀୟ ଜନତା ପାର୍ଟିର ଆଶା ନୌତିଆଲ ୫୬୨୨ ଭୋଟରେ ବିଜୟୀ ହୋଇଛନ୍ତି। ସେ କଂଗ୍ରେସର ମନୋଜ ରାଓ୍ବତଙ୍କ ପରାସ୍ତ କରିଛନ୍ତି । ବିଜେପି ବିଧାୟକ ଶୀଲା […]
ଶୋଚନୀୟ ପରାଜୟ ପାଇଁ ଇଭିଏମକୁ ଦୋଷ ଦେଲେ ଉଦ୍ଧବ
ମହାରାଷ୍ଟ୍ର ନିର୍ବାଚନରେ ଶୋଚନୀୟ ପରାଜୟ ପାଇଁ ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକରେ ଇଭିଏମକୁ ଦୋଷ ଦେଇଛନ୍ତି । ଏହି ଫଳାଫଳ ଅସ୍ବାଭାବିକ ଲାଗୁଛି ବୋଲି ସେ କହିଛନ୍ତି । ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ମହାରାଷ୍ଟ୍ର ନିର୍ବାଚନରେ ଶୋଚନୀୟ ପରାଜୟ ପାଇଁ ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ) ନେତା ଉଦ୍ଧବ ଠାକରେ ଇଭିଏମକୁ ଦୋଷ ଦେଇଛନ୍ତି । ଏହି ଫଳାଫଳ ଅସ୍ବାଭାବିକ ଲାଗୁଛି ବୋଲି ସେ କହିଛନ୍ତି । ଉଦ୍ଧବ ଠାକରେ କହିଛନ୍ତି, ‘ମୁଁ ଭାବୁନାହିଁ […]
