୬ ପେସାଦାର ଲୁଟେରାଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ
କଟକ,୧୪-୧୧-୨୦୨୪ (ପିପିଏସ ) : ଗତ ୧୫ ଦିନ ମଧ୍ୟରେ କଟକରେ ଘଟିଥିବା ତିନୋଟି ଛିନତାଇ ଲୁଟ୍ ଘଟଣାରେ କମିଶନରେଟ ପୋଲିସ ୬ ପେସାଦାର ଲୁଟେରାଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି । ଏ ନେଇ କଟକ ଡିସିପି କହିଛନ୍ତି ଲୁଟେରା ମାନଙ୍କ ନାଁ’ ରେ ପୂର୍ବରୁ ବିଭିନ୍ନ ଅପରାଧିକ ମାମଲା ରହିଛି । ଗିରଫ ବେଳେ ସେମାନଙ୍କ ଠାରୁ ଅପରାଧରେ ବ୍ୟବହାର ହୋଇଥିବା ବନ୍ଧୁକ ଗୁଳି ବାଇକ୍ ମୋବାଇଲ କୁ ଜବତ କରିଛି […]
ଐତିହାସିକ ବାଲିଯାତ୍ରା କଟକ ଉତ୍ସବ-୨୦୨୪
ଚୂଡାନ୍ତ ପର୍ଯ୍ୟାୟରେ ସମସ୍ତ ପ୍ରସ୍ତୁତି, ସ୍ଥାନ ପାଇଛି ୨୫୦୦ରୁ ଅଧିକ ଷ୍ଟଲ୍ କଟକ, ୧୪-୧୧-୨୦୨୪ (ପିପିଏସ ) : ଐତିହାସିକ ବାଲିଯାତ୍ରା କଟକ ଉତ୍ସବ ନିମନ୍ତେ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ୧୫ ତାରିଖ ସନ୍ଧ୍ୟା ୫ଘଟିକା ୩୦ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ବାଲିଯାତ୍ରାର ଶୁଭ ଉଦଘାଟନ କରିବେ । ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ ଦତାତ୍ରୟ ଭାଉସାହେବ ଶିନ୍ଦେ ଆଜି […]
୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଆର୍ଆଇ
ଭଦ୍ରକ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ସର୍କଲର ରାଜସ୍ୱ ଅଧିକାରୀ (ଆର୍ଆଇ) ଗୁରୁବାର ଦିନ ଓଡିଶା ଭିଜିଲାନ୍ସ ହାତରେ ପଡ଼ିଛନ୍ତି। ସେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଅଭିଯୁକ୍ତ ଆର୍ଆଇଙ୍କ ନାମ ଭାଗବତ ଖଟୁଆ ବୋଲି ଜଣାପଡିଛି।ଖବର ଅନୁଯାୟୀ, ଭଦ୍ରକ ଜିଲ୍ଲାର ତିହିଡି ତହସିଲ ଅଧୀନରେ ଥିବା ରାଜସ୍ୱ ଇନ୍ସପେକ୍ଟର ଭାଗବତ ଖଟୁଆ, ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡିଶା ଭିଜିଲାନ୍ସ […]
ପିଲାଙ୍କ ଭବିଷ୍ୟତକୁ ଅନ୍ଧକାରକୁ ଠେଲିବାକୁ ଷଡ଼ଯନ୍ତ୍ର କରିଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ
ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ନେଇ ପୁଣି ପୂର୍ବର ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟାର୍ଗେଟ କରିଛନ୍ତି। ୫-ଟି ସ୍କୁଲ୍ର ଦୂରାବସ୍ଥା ସହ ପ୍ରାଥମିକ ଶିକ୍ଷାର ମାନକୁ ନେଇ ପୂର୍ବ ସରକାରଙ୍କ ଉପରେ ମୁଖ୍ୟମନ୍ତ୍ରୀ ବର୍ଷିଛନ୍ତି ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ନେଇ ପୁଣି ପୂର୍ବର ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟାର୍ଗେଟ କରିଛନ୍ତି। ୫-ଟି ସ୍କୁଲ୍ର ଦୂରାବସ୍ଥା ସହ ପ୍ରାଥମିକ ଶିକ୍ଷାର ମାନକୁ ନେଇ ପୂର୍ବ […]
ସହିଦ ରଘୁ ସଦ୍ଦାର, ପ୍ରତୀକ୍ଷା ଓ ଦମନକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର
ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ବିଗତ ୩ ବର୍ଷ ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି। ବିଶିଷ୍ଟ ଲେଖକ, ନିର୍ଦ୍ଦେଶକ ଓ ନାଟ୍ୟକାର ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର (ଜୀବନବ୍ୟାପି ସାଧନା ପୁରସ୍କାର) ପାଇଁ ଅନନ୍ତ ମହାପାତ୍ରଙ୍କୁ ଚୟନ କରାଯାଇଛି। ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ବିଗତ ୩ ବର୍ଷ (୨୦୨୦, ୨୦୨୧ ଓ ୨୦୨୨) ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି। ବିଶିଷ୍ଟ […]
ଭାଇ-ଭାଉଜଙ୍କୁ ହତ୍ୟ: ସ୍ତ୍ରୀ ଓ ପୁଅ ସମେତ ସାନଭାଇକୁ ଗିରଫ କଲା ପୁଲିସ
ଆସିକା/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଗଂଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ପଞ୍ଚାୟତର ସମେଇଗୁଡା ଗ୍ରାମରେ ବୁଧବାର ଦିନ ସକାଳୁ ସ୍ବାମୀ-ସ୍ତ୍ରୀଙ୍କୁ ହତ୍ୟା ଘଟଣାର ୨୪ ଘଣ୍ଟା ମଧ୍ୟରେ ପୁଲିସ ତିନି ଅଭିଯୁକ୍ତକୁ ଗିରଫ କରିଛି। ଏଥି ସହିତ ହତ୍ୟାରେ ବ୍ୟବହୃତ ଖଣ୍ଡା, ବିଷ ବୋତଲ ଓ ଏକ ବାଇକ ଜବତ କରିଛି। ତିନି ଅଭିଯୁକ୍ତ ହେଲେ ଭୋବନୀ ପାତ୍ର, ତାର ସ୍ତ୍ରୀ ରଞ୍ଜିତା ପାତ୍ର ଓ ପୁଅ ପପୁନ ପାତ୍ର। ସେମାନଙ୍କ ଡ଼ାକ୍ତରୀ […]
ଫେବ୍ରୁଆରି ୨୧ରୁ ମାଟ୍ରିକ୍ ପରୀକ୍ଷା: ଜାରି ହେଲା ସୂଚୀ
ମାଟ୍ରିକ୍ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରି ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। କଟକ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ଦ୍ବାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରି ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ […]
ଋତୁସ୍ରାବ ସ୍ୱଚ୍ଛତା ନୀତି ବିଦ୍ୟାଳୟରେ କାର୍ଯ୍ୟକାରୀ ହୋଇଛି: ସୁପ୍ରିମକୋର୍ଟରେ ସରକାରଙ୍କ ସତ୍ୟପାଠ
ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ନିରାପଦ ମାସିକ ଋତୁସ୍ରାବ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଏହି ନୀତିର ଉଦ୍ଦେଶ୍ୟ ନୂଆଦିଲ୍ଲୀ/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି। ସରକାର ବୁଧବାର ସୁପ୍ରିମକୋର୍ଟରେ […]
ବିଶ୍ୱଶାନ୍ତି ମହାଯଜ୍ଞ ଓ ପୂଜ୍ୟପୂଜା ସମ୍ମାନ
କଟକ/୧୩-୧୧-୨୦୨୪(ପିପିଏସ) : କଟକ ଜିଲ୍ଲା ବଡ଼ମ୍ବା ବ୍ଲକ ଅନ୍ତର୍ଗତ ମୁଗଗହିର ଗ୍ରାମରେ ଇଷ୍ଟଦେବୀ ଶ୍ରୀଶ୍ରୀ ଦକ୍ଷିଣକାଳୀଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ପ୍ରଥମ ଦିନ ଅଙ୍କୁରାରୋପଣ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଏକ ପୂଜ୍ୟପୂଜାର ଆୟୋଜନ କରାଯାଇଥିଲା । ଏଥିରେ ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା, ଶିକ୍ଷାବିତ୍ ସନାତନ ଶତପଥୀ ଓ ବିଶିଷ୍ଟ କଳା ସଂସ୍କୃତି ବିଶେଷଜ୍ଞ ପ୍ରଫୁଲ୍ଲ କୁମାର ଶତପଥୀଙ୍କୁ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ଏକ ଆଲୋଚନାସଭାର ଆୟୋଜନ […]
ବଣ୍ଡାଘାଟିର ଦୁର୍ଗମ ଇଲାକାରେ ପହଞ୍ଚିଲା ମୋବାଇଲ୍ ନେଟୱର୍କ ସେବା
ଖଇରପୁଟ ବ୍ଲକର ବଣ୍ଡାଘାଟିର ଅଂଚଳବାସୀଙ୍କ ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ ଆସିବା ପରେ ୩ ହଜାରରୁ ଊର୍ଦ୍ଧ୍ବ ଲୋକେ ଉପକୃତ ହୋଇଛନ୍ତି। ମାଲକାନଗିରି/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ଜିଲ୍ଲାର ଅନ୍ତର୍ଗତ ଖଇରପୁଟ ବ୍ଲକର ବଣ୍ଡାଘାଟିର ଅଂଚଳବାସୀଙ୍କ ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ […]
