ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

Advertisement

ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ : ଦେବାଶୀଷ ସିଂ ପୌର ପ୍ରଶାସନ ନିର୍ଦ୍ଦେଶକ

ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି । ଏହାସହିତ ଦୀର୍ଘ ଦୁଇମାସ ପରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ…

Read More

ସ୍ୱର୍ଣ୍ଣ ପଦକ ସହ ପାରାଲିମ୍ପିକ୍ସରେ ପଦକ ଖାତା ଖୋଲିଲା ଭାରତ : ଶୁଟିଂରେ ସ୍ୱର୍ଣ୍ଣ ଓ ବ୍ରୋଞ୍ଜ

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ସ୍ୱର୍ଣ୍ଣ ପଦକ ସହ ପ୍ୟାରିସ ପାରାଲିମ୍ପିକ୍ସ ଯାତ୍ରା ଆରମ୍ଭ କରିଛି ଭାରତ। ଇଭେଣ୍ଟର ଦ୍ୱିତୀୟ ଦିନରେ ଭାରତକୁ ମିଳିଛି ଦୁଇଟି ପଦକ। ମହିଳା ଶୁଟିଂ…

Read More

ଶିବାଜୀଙ୍କ ଷ୍ଟାଚ୍ୟୁ ଭୁଶୁଡ଼ିବା ଘଟଣା : କଣ୍ଟ୍ରାକ୍ଟର କୁ ବାନ୍ଧିଲା ପୁଲିସ୍‌

ମୁମ୍ବାଇ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲ୍ଲାରେ ଥିବା ୩୫ ଫୁଟ ଉଚ୍ଚ ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡ଼ିବା ଘଟଣାର ୫ ଦିନ ପରେ ପ୍ରଥମ ଗିରଫଦାରୀ ହୋଇଛି ।…

Read More

ଲେଡିଜ ହଷ୍ଟେଲ ୱାଶରୁମରେ ଗୁପ୍ତ କ୍ୟାମେରା : ଚାଲିଛି ନଗ୍ନ ଚିତ୍ରର ବ୍ୟବସାୟ

*ବିକ୍ରି ହୋଇଛି ୩୦୦ ଫଟୋ-ଭିଡିଓ *ବଏଜ୍ ହଷ୍ଟେଲର ଜଣେ ଛାତ୍ର ଗିରଫ *ନ୍ୟାୟ ଦାବି କରି ଛାତ୍ରୀ ମାନଙ୍କର ଆନ୍ଦୋଳନ ଅମରାବତୀ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହିଳାଙ୍କ ସୁରକ୍ଷା ନେଇ…

Read More

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ : ଶୃଙ୍ଖଳିତ ଦର୍ଶନ ନେଇ ଆଲୋଚନା

*ବୃଦ୍ଧ/ବୃଦ୍ଧା, ମହିଳା ଓ ଛୋଟ ପିଲାଙ୍କ ପାଇଁ ସ୍ୱତନ୍ତ୍ର ଧାଡିର ବ୍ୟବସ୍ଥା *ଆସିବ ଶ୍ରୀମନ୍ଦିର ସ୍ୱତନ୍ତ୍ର ଏଫ୍ ଏମ୍ ଷ୍ଟେସନ *ନାଟ ମଣ୍ଡପରେ ହେବ ଏୟାର କଣ୍ଡିସନ…

Read More

ପଦ୍ମ ଧରିଲେ ଚମ୍ପାଇ ସୋରେନ୍‌

ରାଞ୍ଚି/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ବିଜେପିରେ ସାମିଲ ହୋଇଛନ୍ତି। ଶୁକ୍ରବାର ରାଞ୍ଚିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରିଛନ୍ତି। ଏହି ଅବସରରେ…

Read More

ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ସହିତ ସର୍ବସାଧାରଣ ସ୍ଥାନରେ ହେବ ସ୍ତନ୍ୟପାନ କକ୍ଷ

ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ…

Read More

ରାଜଧାନୀରୁ ବଡ ବାଇକ ଚୋରି ରାକେଟ କୁ ଧରିଲା କମିଶନରେଟ ପୁଲିସ : ୩୧ ବାଇକ ଉଦ୍ଧାର ୬ ଗିରଫ

ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ରାଜଧାନୀ ଭୁବନେଶ୍ୱରରେ ବଡ ଧରଣର ବାଇକ ଚୋରି ରାକେଟ ଠାବ କରିଛି କମିଶନରେଟ ପୁଲିସ । ଏହି ରାକେଟକୁ ଠାବ କରିବା ସହ ୩୧ଚୋରି…

Read More

ଗଣଦୁଷ୍କର୍ମ ଅଭିଯୋଗରେ ୩ ଗିରଫ

ବାଲେଶ୍ୱର/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ…

Read More

ଓଲଟି ପଡ଼ିଲା ସ୍କୁଲ ଭ୍ୟାନ୍, ୧୦ ଛାତ୍ରଛାତ୍ରୀ ଆହତ

ଭଦ୍ରକ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ପାଖରେ ଏକ ସ୍କୁଲ ଭ୍ୟାନ୍ ଓଲଟି ପଡ଼ିବାରୁ ୧୦ ଜଣ ପିଲା ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଚାନ୍ଦବାଲି ମେଡିକାଲ୍‌ରେ…

Read More