ସବୁଦିନ ପାଇଁ ରାଜ୍ୟରେ ଦୂର ହେବ ଆଳୁ ସମସ୍ୟା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : ରାଜ୍ୟରେ ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତି l ଅଗାମୀ ଦିନରେ ଆଳୁ ସମସ୍ୟାର ସ୍ଥାୟୀ ସମାଧାନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶ୍ରୀ ମାଝୀ ଓୟୁଏଟି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଗଣମାଧ୍ୟମକୁ କହିଥିଲେ ଯେ ପୂର୍ବ ସରକାରଙ୍କର ଆଳୁ, ପିଆଜ, ପଣସ ମିଶନ ବିଫଳ ମାରିଥିଲା । ଫଳରେ ଆଳୁ ଦର ବଢିଥିଲା । ଯେଉଁ କାରଣରୁ ଚଳିତ ବର୍ଷ ସରକାରଙ୍କୁ ବହୁ ହଇରାଣ […]
ଜଳବାୟୁ ସମ୍ବନ୍ଧିୟ ଫସଲ ସମସ୍ୟା ଉପରେ ଆଲୋଚନା ଓ ଯୋଜନା ପ୍ରସ୍ତୁତ କୃଷକଙ୍କ ଅଗ୍ରଗତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ : କନକ ବର୍ଦ୍ଧନ
କଟକ,୨୪-୦୮-୨୪ (ପିପିଏସ) : ଭାରତୀୟ କୃଷି ଅନୁସନ୍ଧାନ ପରିଷଦ, ନୂଆ ଦିଲ୍ଲୀ ଦ୍ୱାରା କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ (ଏନ୍ଆର୍ଆର୍ଆଇ)ଠାରେ ଶନିବାର ଆଇସିଏଆର୍ ଆଞ୍ଚଳିକ କମିଟି-୨ର ୨୭ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାକୁ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷୀ ଏବଂ କୃଷକ ସଶକ୍ତିକରଣ ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ମୁଖ୍ୟ ଅତିଥି ଭାବେ ଏବଂ ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ରାଜ୍ୟ ମନ୍ତ୍ରୀ ଭାଗୀରଥ ଚୌଧୁରୀ […]
ପ୍ରସ୍ତାବିତ କେନ୍ଦ୍ରୀୟ ବିଦ୍ୟାଳୟ-୨ର ଗୃହ ନିର୍ମାଣ କ୍ଷେତ୍ରକୁ ପରିଦର୍ଶନ କଲେ ସାଂସଦ ଭର୍ତ୍ତୃହରି ମହତାବ
କଟକ, ୨୪-୦୮-୨୪ (ପିପିଏସ) : କଟକ ସଦର ଅନ୍ତର୍ଗତ ୫୦ ନଂ ୱାର୍ଡ଼ ନୂଆପଡ଼ାଠାରେ ପ୍ରସ୍ତାବିତ କେନ୍ଦ୍ରୀୟ ବିଦ୍ୟାଳୟ-୨ର ନୂତନ ଗୃହ ନିର୍ମାଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବାଲିସାହିଠାରେ ଯୋଗାଇ ଦିଆଯାଇଥିôବା କ୍ଷେତ୍ରକୁ ଆଜି କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ପରିଦର୍ଶନ କରିଛନ୍ତି । ବର୍ଷା ଯୋଗୁ ଏହି ଯାଗାରେ ପାଣି ଭରି ରହିଥିବାରୁ ଗୃହ ନିର୍ମାଣ କାର୍ଯ୍ୟ ହୋଇପାରୁ ନଥିବା ବିଭାଗୀୟ ଅଧିକାରୀମାନେ ସାଂସଦଙ୍କୁ ଅବଗତ କରାଇଥିଲେ । ଆଗାମୀ ନଭେମ୍ବର ମାସ […]
ପୁଣି ଅଶାନ୍ତ ଗଞ୍ଜାମ : ବୋମାମାଡ଼ରେ ୪ ଗୁରୁତର
ବ୍ରହ୍ମପୁର/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା କେଶରା ଗାଁରେ ବୋମାମାଡ଼ରେ ୪ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ଲୋକ ଏହି ବୋମାମାଡ଼ କରିଥିବା ଜଣାଯାଇଛି l ଆହତ ମାନେ ହେଲେ କେଶରା ଗାଁର ଲକ୍ଷ୍ମଣ ନାହାକ, ସୁରେଶ ପାଣିଗ୍ରାହୀ, କୃଷ୍ଣ ନାହାକ ଓ ପ୍ରସନ ଗୌଡ଼ l ସୂଚନା ମୁତାବକ, ଏହି ୪ ଜଣଙ୍କ ସମେତ ମୋଟ ୫ ଜଣ ବ୍ୟକ୍ତି ସୋରଡ଼ାରେ କାମ ସାରି […]
ବିପୁଳ ପରିମାଣରେ ପୋଚ ନଷ୍ଟ ସହିତ ଦେଶୀ ରନ୍ଧା ମଦ ଜବତ : ୫ଗିରଫ
ଢେଙ୍କାନାଳ/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକର ବିଭିନ୍ନ ସ୍ଥାନରେ ଚାଲିଥିବା ଚୋରା ଦେଶୀମଦ ଭାଟି ଉପରେ ଅବକାରୀ ବିଭାଗ ଚଢ଼ାଉ କରି, ୮୧୦୦ ଲିଟର ପୋଚ ନଷ୍ଟ କରିବା ସହିତ ୫୧୬ ଲିଟର ରନ୍ଧା ଦେଶୀମଦ ଜବତ କରିଛି l ଏହି ମାମଲାରେ ୪ଜଣକୁ ଗିରଫ କରାଯାଇଛି l ଗିରଫ ଅଭିଯୁକ୍ତ ହେଲେ, ଖଇରୀଭଙ୍ଗା ଗ୍ରାମର ଗୁରୁ ଚରଣ ହେମ୍ବ୍ରମ, ଆମ୍ବବୋଲ ଗ୍ରାମର ଫଗୁ ସୋରେନ, କଲାସପୁର ଗ୍ରାମର, କାଦ ହେମ୍ବ୍ରମ ଓ ଗୀତାଞ୍ଜଳି […]
ବଦଳିଲା ଯୁକ୍ତ-୩ ପାଇଁ ଗାଇଡଲାଇନ : ପ୍ରଥମ ପର୍ଯ୍ୟାୟ ନାମ ଲେଖା ପରେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମିଳିବ ସୁଯୋଗ
ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏନେଇ ଆଜି ପ୍ରେସମିଟରେ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି । ଏନେଇ ୱେବସାଇଟ୍ ଆଉଥରେ ଖୋଲାଯାଇଛି । ଆସନ୍ତାବର୍ଷଠୁ ଏହି ନିୟମ […]
ଆକ୍ସନ ମୋଡ଼ରେ ସରକାର : ବୁଲଡୋଜର ଲଗାଇ ଚୋରା ମଦ ଭାଟି ଭାଙ୍ଗିଲା କମିଶନରେଟ୍ ପୋଲିସ୍
ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଗଞ୍ଜାମ ଜିଲ୍ଲା ଚିକିଟି ମଦ ମୃତ୍ୟୁ ମାମଲା ପରେ ରାଜ୍ୟ ସରକାର ଏବେ ଆକ୍ସନ ମୋଡ଼ରେ । ଦେଶୀ ମଦ ଭାଟି ଉପରେ ଘନ ଘନ ଚଢ଼ାଉ କରୁଛି ପୋଲିସ୍ । ତେବେ ଦେଶୀ ମଦକୁ ନେଇ ତତ୍ପର ହୋଇଛି କମିସନରେଟ୍ ପୋଲିସ୍ । ସାଲିଆ ସାହିରେ ଚାଲୁଥିବା ଦେଶୀ ମଦ କାରଖାନା ଉପରେ ଚଢ଼ାଉ କରିଛି ପୋଲିସ୍ । କମିଶନରେଟ ପୋଲିସର ଚଢ଼ାଉ ବେଳେ ସାଲିଆ ସାହିରେ ୩ଟି ଦେଶୀ ମଦ […]
ଭଡ଼ାଘରୁ ମହିଳା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା କିମ୍ବା ଆତ୍ମହତ୍ୟା ?
ବାଲେଶ୍ୱର/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକରେ କାର୍ଯ୍ୟରତ ଜଣେ ମହିଳା କନିଷ୍ଠ ଯନ୍ତ୍ରୀ ରହୁଥିବା ଭଡା ଘରକୁ ଭିତର ପଟୁ ବନ୍ଦ କରି ନିଜ ଆପ୍ରୋନ ସାହାଯ୍ୟରେ ଫ୍ୟାନରେ ଝୁଲି ପଡ଼ିଛନ୍ତି। ମୃତକ ହେଉଛନ୍ତି ବାରିପଦା ଅଞ୍ଚଳର ମୋନାଲିସା ହେମ୍ବ୍ରମ(୨୬)। ସେ ଜେଇ ଭାବେ ଭୋଗରାଇ ବ୍ଲକରେ ଗତ ମାର୍ଚ୍ଚ ମାସରେ ଯୋଗ ଦେଇଥିଲେ। ମନ୍ଦାରସାହି ପଞ୍ଚାୟତର ଜେଇ ଭାବେ ଦାୟିତ୍ଵ ତୁଲାଇଥିଲେ। ଆଜି ଦୀର୍ଘ ସମୟ ଧରି ସେ ବାହାରକୁ ନ ବାହାରିବାରୁ […]
ଖୋଲିଲା ହୀରାକୁଦର ଆଉ ୮ଟି ଗେଟ୍ : ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା
*ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିବାର ଆଶଙ୍କା*ପ୍ରବଳ ବର୍ଷା ଯୋଗୁଁ ସତର୍କ କଲେ ଏସଆରସି ସମ୍ବଲପୁର,୨୪-୦୮-୨୪ (ପିପିଏସ) : ମହାନଦୀ ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ, ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବଢିବାକୁ ଲାଗିଛି l ଏହାକୁ ଦୃଷ୍ଟିରେ ରଖି ହୀରାକୁଦର ଆଉ ୮ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ୍ ମୋଟ୍ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ତେବେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ […]
ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟର୍ରୁ ଶିଖର ଧୱନଙ୍କ ଅବସର ଘୋଷଣା
ନୂଆଦିଲ୍ଲୀ/ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟର୍ରୁ ଶନିବାର ଅବସର ଘୋଷଣା କରିଛନ୍ତି କ୍ରିକେଟର୍ ଶିଖର ଧାୱନ୍। ସେ ପ୍ରଶଂସକମାନଙ୍କ ପାଇଁ ଏକ ଭାବପ୍ରବଣ ସୋସିଆଲ୍ ମିଡିଆ ପୋଷ୍ଟ୍ କରି ତାଙ୍କ ଅବସର ସଂପର୍କରେ ସୂଚନା ଦେଇଛନ୍ତି। ସେ ସମସ୍ତ ପ୍ରକାରର କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି। ଧୱନ ୨୦୨୨ ମସିହାରେ ଶେଷ ଥର ପାଇଁ ବାଂଲାଦେଶ ବିପକ୍ଷରେ ଏକ ଦିବସୀୟ ମ୍ୟାଚ୍ ଖେଳିଥିଲେ। ସେ ତାଙ୍କ କ୍ୟାରିୟର୍ ଭିତରେ ପାଇଥିବା ସମର୍ଥନ ହେତୁ ସମସ୍ତଙ୍କୁ […]
