ବଢୁଛି ଜଳସ୍ତର : ଖୋଲିଲା ହୀରାକୁଦର ୬ଟି ଗେଟ୍
ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ଉପରମୁଣ୍ଡରେ ବର୍ଷା କାରଣରୁ ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ଗୁରୁବାର ହୀରାକୁଦ ଡ୍ୟାମ୍ର ୬ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ମୋଟ୍ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବର ୪ଟି ଓ ଡାହାଣ ପାର୍ଶ୍ବର ୨ଟି ଗେଟ୍ ଖୋଲାଯାଇଥିବା ଜଣାପଡ଼ିଛି ।
ଆକ୍ସନ ମୋଡ଼ରେ ଅବକାରୀ ମନ୍ତ୍ରୀ : ମଦ ଭାଟିରେ ଚାଲିବ ବୁଲ୍ଡୋଜର
ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ଗଞ୍ଜାମ ଜିଲ୍ଲା ଚିକିଟି ମଦ ମୃତ୍ୟୁ ଘଟଣା ପରେ ଚୋରା ମଦ କାରବାରକୁ ନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆକ୍ସନ ମୋଡ଼କୁ ଆସିଛନ୍ତି । ମନ୍ତ୍ରୀ କହିଛନ୍ତି, ଯେଉଁଠି ଚୋରା ମଦଭାଟି ଥିବା ଜଣାପଡ଼ିବ ସେଠାରେ ବୁଲ୍ଡୋଜର ଚଲାଇ ତାକୁ ଧୂଳିସାତ୍ କରାଯିବ । ବର୍ତ୍ତମାନ ସାରା ରାଜ୍ୟରେ ଚଢ଼ାଉ କରାଯାଉଛି, ଏବଂ ୧୧୭ଟି ଚୋରା ମଦଭାଟି କୁ ଠାବ କରିବା ସହିତ ୧୧୭ ଜଣଙ୍କୁ ଗିରଫ କରାଗଲାଣି […]
ବିଳାସମୟ ଓ ବ୍ୟୟବହୁଳ ଫାର୍ମହାଉସ : ଟଏଲେଟ୍ ଫ୍ଲସ୍ରେ ବିଡ଼ା ବିଡ଼ା ଟଙ୍କା
ଢେଙ୍କାନାଳ/ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ସଦର । ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘର ସମେତ ୮ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ । । ବିଭୁଦାନନ୍ଦଙ୍କ ଢେଙ୍କାନାଳ ସହର ଷ୍ଟେସନ ବଜାର ସ୍ଥିତ ଘର, ସଦର ରେଞ୍ଜ ଅଫିସ ଓ ଅଫିସ କଡରେ ଥିବା ସରକାରୀ କ୍ବାର୍ଟର ସମେତ କଟକ ଓ ଭୁନେଶ୍ୱରରେ ମଧ୍ୟ ଏକକାଳୀନ ଭିଜିଲାନ୍ସ ରେଡ କରାଯାଉଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ […]
ଭାରତୀୟ ପ୍ରଶାସନିକ ସେବା ସ୍ତରରେ ବଡଧରଣର ଅଦଳ ବଦଳ କଲେ ରାଜ୍ୟ ସରକାର
ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ରାଜ୍ୟରେ ଆଇଏଏସ ସ୍ତରରେ ବୁଧବାର ଏକ ବଡ଼ ଧରଣର ଅଦଳବଦଳ ନେଇ ସାଧାରଣ ପ୍ରସାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି ଅନୁଯାୟୀ, ୧୮ ଜଣଙ୍କୁ ଅଧିକାରୀଙ୍କୁ ଅଦଳ ବଦଳ କରାଯାଇଛି । ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ (ACS) ଦାୟିତ୍ୱ ପ୍ରଦାନ କରାଯାଇଛି। ଦେଓ ରଞ୍ଜନ କୁମାର ସିଂହ ହେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ACS । ଏଥିସହ SRC […]
ବିଧାନସଭାରେ କହିଲେ ଖଣିମନ୍ତ୍ରୀ : ଓଡ଼ିଶାରେ ମିଳିଛି ସୁନା ଖଣିର ସନ୍ଧାନ
ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ବିଧାନ ସଭାରେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଦେଇଥିବା ବୟାନ ସାରା ଓଡିଶାକୁ ଚମକାଇ ଦେଇଛି l ଗୁରୁବାର ଅଧିବେଶନରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଛି । ଦେବଗଡ଼ ଜିଳା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥରର ସନ୍ଧାନ ମିଳିଛି। ଜିଏସ୍ଆଇ ଦ୍ବାରା ତମ୍ବାପଥର ଉତ୍ତୋଳନ ବେଳେ […]
ସମ୍ବରଝୋଳ ଦୁର୍ଘଟଣା : ଗଭୀର ସମବେଦନା ସହିତ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ଗଞ୍ଜାମ ସମ୍ବରଝୋଳ ଦୁର୍ଘଟଣାରେ ୫ଜଣ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା କରିଛନ୍ତି। ସେହିପରି ଗୁରୁତର ଆହତଙ୍କୁ ୧ ଲକ୍ଷ ଲେଖାଏ କ୍ଷତିପୂରଣ ଏବଂ ଆହତଙ୍କ ଚିକିତ୍ସା ସଂପୂର୍ଣ୍ଣ ମାଗଣା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ସକାଳୁ ଗଞ୍ଜାମ ଜିଲା ହିଞ୍ଜିଳି […]
ହଟିଲା ବିବାଦ : ଓଡ଼ିଶାକୁ ପ୍ରବେଶ କଲା ପଶ୍ଚିମ ବଙ୍ଗର ଆଳୁ ଟ୍ରକ
ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ଆଳୁକୁ ନେଇ ଗତକିଛି ଦିନ ହେଲା ଲାଗି ରହିଥିବା ଅଚଳାବସ୍ଥା ଏବେ ଦୂର ହେବାକୁ ଯାଉଛି । କାରଣ ଯେଉଁ ବ୍ୟାରିକେଡ କରି ପଶ୍ଚିମବଙ୍ଗ ସରକାର ଆଳୁ ଟ୍ରକକୁ ଅଟକାଇଥିଲେ ଏବେ ତାହା ଖୋଲି ଦିଆଯାଇଛି । ଫଳରେ ଓଡ଼ିଶାକୁ ପଶ୍ଚିମବଙ୍ଗର ଆଳୁ ଟ୍ରକ ପ୍ରବେଶ କରିଛି । ଗତକାଲି ପଶ୍ଚିମବଙ୍ଗ ସରକାର ଓ ଆଳୁ ବ୍ୟବସାୟୀଙ୍କ ସହିତ ବୈଠକ ବସିଥିଲା । ପଶ୍ଚିମବଙ୍ଗ ସରକାରଙ୍କ ସହିତ ବ୍ୟବସାୟୀଙ୍କ ଆଲୋଚନା […]
ମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ, ୨୦ରୁ ଅଧିକ ଆହତ
ବ୍ରହ୍ମପୁର,୨୨ -୮-୨୪ (ପିପିଏସ ) : ଓଭର ଟେକ କରିବା ସମୟରେ ବସ୍କୁ ଧକ୍କା ଦେଲା ଟ୍ୟାଙ୍କର, ୪ ମୃତ। ବ୍ରହ୍ମପୁର ସମରଝୋଳ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସକୁ ଟ୍ୟାଙ୍କର ଧକ୍କା ଦେଇଛି।ଯାତ୍ରୀବାହୀ ବସ୍ଟି ଆସିକାରୁ ବ୍ରହ୍ମପୁର ପଟକୁ ଆସୁଥିବା ବେଳେ ତେଲ ଟ୍ୟାଙ୍କରଟି ବ୍ରହ୍ମପୁରରୁ ଆସିକା ଆଡ଼କୁ ଯାଉଥିଲା । ଟ୍ରକକୁ ଓଭରଟେକ୍ କରିବାକୁ ଯାଇ ଟ୍ୟାଙ୍କରଟି ବସକୁ ପିଟି ଦେଇଥିବା ଜଣାପଡିଛି। ଦୁର୍ଘଟଣା ପରେ ବସଟି […]
ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗ : ୮ଟି ଯାଗାରେ ଚଢ଼ାଉ
ଢେଙ୍କାନାଳ/କଟକ,୨୨ -୮-୨୪ (ପିପିଏସ ) : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର l ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଢେଙ୍କାନାଳ ସହର ସ୍ଥିତ କାଲଟାକ୍ସ ରତନ ବଜାର ଅଞ୍ଚଳରେ ଥିବା ବାସଭବନ ଓ କୁଞ୍ଜକାନ୍ତଠାରେ ଥିବା ସଦର ରେଞ୍ଜ କାର୍ଯ୍ୟାଳୟରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ଢେଙ୍କାନାଳ ସମେତ କଟକ ଓ ଭୁବନେଶ୍ୱରର ୮ଟି ଯାଗାରେ ଏହି ଚଢ଼ାଉ ହୋଇଛି । ଢେଙ୍କାନାଳ ସହର […]
ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଲଗାତାର ଦ୍ଵିତୀୟ ଥର ପାଇଲେ ‘ଏ+’ ମାନ୍ୟତା’’
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୧-୮-୨୪ (ପିପିଏସ ) : ପୁଣି ଶୀର୍ଷ ମାନ୍ୟତା ପାଇଲେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ତଥା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ । ଆମେରିକାସ୍ଥିତ ଗ୍ଲୋବାଲ ଫାଇନାନ୍ସ ପତ୍ରିକା ପକ୍ଷରୁ ଲଗାତର ଦ୍ଵିତୀୟ ବର୍ଷ ପାଇଁ ବୈଶ୍ଵିକ ସ୍ତରରେ ଶୀର୍ଷ କେନ୍ଦ୍ରୀୟ ବ୍ୟାଙ୍କର୍ ଭାବେ ସ୍ଥାନ ପାଇଛନ୍ତି ଶକ୍ତିକାନ୍ତ ଦାସ। ଏନେଇ ଆରବିଆଇ ଏକ୍ସରେ ଏକ ପୋଷ୍ଟ କରି ଲେଖିଛି ଯେ, ‘‘ଖୁସିର ସହ ଘୋଷଣା କରୁଛୁ ଯେ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ […]
