Prajatantra

The Prajatantra is a prominent Odia-language daily newspaper founded on July 4, 1947, and officially launched as a daily on August 8, 1947. Conceived by Dr. Harekrushna Mahtab, it is headquartered near the High Court in Chandinchowk, Cuttack. As a fierce symbol of struggle against feudalism and orthodoxy, it publishes daily editions, maintains a strong local presence, and runs digital news.The newspaper has played a pivotal role in shaping Odisha's history, championing causes like the amalgamation of princely states, the SRC movement, and the establishment of the capital at Bhubaneswar. The publication operates under The Prajatantra Prachar Samity, which also produces popular sister publications including: The Jhankar: A monthly literary journal. The Meenabazar: A monthly magazine for children. The Saptahiki: The largest circulated Odia news weekly.

ନୂଆବର୍ଷରେ ଉତ୍ସବମୟ ହେବ ରାଜଧାନୀ: ସରକାର ବଦଳିବା ପରେ ନୂଆ ପରିକଳ୍ପନାରେ କାର୍ଯ୍ୟକ୍ରମ

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ, ଓଡ଼ିଶା ନିର୍ମାଣ କନ୍‌କ୍ଲେଭ୍‌, ଅର୍ନ୍ତଜାତୀୟ ପୁଷ୍ଟି ଶସ୍ୟ ସମ୍ମିଳନୀ, ହକି ବିଶ୍ବକପ୍‌ ଓ ଏକାମ୍ର ଉତ୍ସବ ପରି ବଡ଼ ବଡ଼...

ଉଦ୍‌ଘାଟନ ପୂର୍ବରୁ ଝଲସୁଛି ଜିଲ୍ଲା ଜଜ୍ କୋର୍ଟ

ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ୫ ତାରିଖରେ ଉଦ୍‌ଘାଟିତ ହେବ ଭୁବନେଶ୍ବର ଜିଲ୍ଲା ଜଜ୍ କୋର୍ଟର ନୂଆ କୋଠା। ଦେଶର ସର୍ବଶ୍ରେଷ୍ଠ ଜିଲ୍ଲା ଜଜ୍ କୋର୍ଟର ଏହି...

ମୁଁ ସମୁଦ୍ର,ଫେରିବି: ଚକ୍ରବ୍ୟୁହ ଭାଙ୍ଗିଲେ ଆଧୁନିକ ଅଭିମନ୍ୟୁ ଫଡନାଭିସ୍

ଦେବେନ୍ଦ୍ର ଫଡନାଭିସ୍ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ବିଜେପିର କୋର୍ କମିଟି ବୈଠକରେ ତାଙ୍କ ନାମ ଅନୁମୋଦନ କରାଯାଇଛି। ୨୦୧୯ଠାରୁ ଫଡନାଭିସ୍ ଅନେକ...

ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି ନୌବୀରମାନେ

ନୌସେନା ଦିବସରେ ନୌବୀରମାନେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି। ନୌସେନାର ନୌବୀରମାନେ  ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ...

ଅନୁପ୍ରବେଶ ରୋକିବାରେ ନୌସେନା ପ୍ରଶଂସନୀୟ ଭୂମିକା ତୁଲାଉଛି: ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଦେଶର ସୁରକ୍ଷା ପାଇଁ ନୌସେନାର ଭୂମିକା ଗୁରୁତ୍ବପୂର୍ଣ୍ଣ। ପୁରୀସ୍ଥିତ ବ୍ଲୁ ଫ୍ଲାଗ୍ ବିଚ୍‌ରେ ଆୟୋଜିତ ନୌସେନା ଦିବସ ଅବସରରେ ସେ ଦେଶବାସୀଙ୍କୁ...

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍ ସେବା : ଆଇଟି ମନ୍ତ୍ରୀ

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟରେ ମୋବାଇଲ...

ଆସିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ସଂପୂର୍ଣ୍ଣ ସୂଚୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି। ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍...

ଛୁଟିରେ ଥିବା ୧୯୬ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସ୍ବାସ୍ଥ୍ୟମନ୍ତ୍ରୀ

ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ସେମାନଙ୍କ ଛୁଟିର କାରଣ ଯାଞ୍ଚ୍ କରାଯାଇ ସେମାନଙ୍କ ବିରୋଧରେ...

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ସରକାରଙ୍କ ଟାସ୍କ ଫୋର୍ସ

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଘୁଷୁରିକୁ ଜିଅନ୍ତା ଖାଇବା ଘଟଣା: ଜଣେ ଗିରଫ

ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍‌ର ରାଳବ ଗାଁରେ ନାଟକ ମଞ୍ଚ ଉପରେ ଘୁଷୁରିକୁ ଜିଅନ୍ତା ଖାଇବା ଘଟଣାରେ ପୁଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଖଲ୍ଲିକୋଟ ଅଞ୍ଚଳ...