୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଶା ଟ୍ରାଭେଲ ବଜାର
ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଭୁବନେଶ୍ୱରର ମେ’ ଫେୟାର […]
ସୋରରେ ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯାତ୍ରୀ ସୁରକ୍ଷିତ, ରେଳ ଚଳାଚଳ ପ୍ରଭାବିତ ସୋର/ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ବାଲେଶ୍ବର ଜିଲ୍ଲା ସୋର ଥାନା ଅଧୀନ ସବିରା ରେଳ ଷ୍ଟେସନ ଠାରୁ ମାତ୍ର କିଛି ଦୂରରେ ବେଲସାବିରା ନିକଟରେ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍ ଶନିବାର ଅପରାହ୍ଣରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେନ୍ଟି ଦ୍ରୁତଗତିରେ ଯାଉଥିବା ବେଳେ ଏହି ସ୍ଥାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ବ୍ୟାଟେରି ଓ ଯାନ୍ତ୍ରିକ ଉପକ୍ରମ ଖସିପଡ଼ିଥିଲା। ଏଥିରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି। ସୂଚନା ଅନୁସାରେ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍ […]
ନେପାଳର ମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ
କିଟ୍ ଘଟଣା ନେଇ ମୁଖ୍ୟମନ୍ତ୍ରୀ କହିଲେ- ନେପାଳର ପିଲାମାନେ ହେଉଛନ୍ତି ଆମ ପିଲା ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ […]
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ନୂଆଦିଲ୍ଲୀ/ଭୁବନେଶ୍ବର ୨୨-୦୨-୨୦୨୫(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା ଶକ୍ତିକାନ୍ତ ଦାସଙ୍କୁ ପ୍ରମୁଖ ସଚିବ ପଦବି […]
କମ୍ ପିଅ, କିନ୍ତୁ ଭଲ ପିଅ: ମାଣ୍ଡିଆରୁ ତିଆରି ହେବ ମଦ
ଓଡ଼ିଶାରେ ମାଣ୍ଡିଆରୁ ତିଆରି ହେବ ମଦ। ଏଥିପାଇଁ ଆଗ୍ରହୀ ମଦ ତିଆରି କମ୍ପାନୀକୁ ସବ୍ସିଡି ଯୋଗାଇଦେବେ ରାଜ୍ୟ ସରକାର। ୨୦୨୫-୨୬ ଅବକାରୀ ନୀତିକୁ ନେଇ ଆଜି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏଭଳି କିଛି ଯୋଜନା ହୋଇଛି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ଓଡ଼ିଶାରେ ମାଣ୍ଡିଆରୁ ତିଆରି ହେବ ମଦ। ଏଥିପାଇଁ ଆଗ୍ରହୀ ମଦ ତିଆରି କମ୍ପାନୀକୁ ସବ୍ସିଡି ଯୋଗାଇଦେବେ ରାଜ୍ୟ ସରକାର। ୨୦୨୫-୨୬ ଅବକାରୀ ନୀତିକୁ ନେଇ ଆଜି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ […]
ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲାର ସିନ୍ ରିକ୍ରିଏସନ୍: ଖେଳ ଦେଖାଇଲା ସ୍ପାଇଡର୍ ସତୀଶ
ପୂର୍ବତନ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଆନ୍ଧ୍ରପ୍ରଦେଶର କୁଖ୍ୟାତ ସିନ୍ଧିଚୋର ସ୍ପାଇଡର୍ ସତୀଶ ରେଡ୍ଡୀ ରିମାଣ୍ଡ୍ରେ ଆସିବା ପରେ ଆଜି ଘଟଣାସ୍ଥଳରେ ‘ସିନ୍ ରିକ୍ରିଏସନ୍’ ହୋଇଛି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ପୂର୍ବତନ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଆନ୍ଧ୍ରପ୍ରଦେଶର କୁଖ୍ୟାତ ସିନ୍ଧିଚୋର ସ୍ପାଇଡର୍ ସତୀଶ ରେଡ୍ଡୀ ରିମାଣ୍ଡ୍ରେ ଆସିବା ପରେ ଆଜି ଘଟଣାସ୍ଥଳରେ ‘ସିନ୍ ରିକ୍ରିଏସନ୍’ ହୋଇଛି। କଡ଼ା ସୁରକ୍ଷା ବଳୟରେ କମିସନରେଟ୍ ପୁଲିସ ତାକୁ […]
ଗ୍ୟାରେଜ୍ରୁ ମିଳିଲା ପ୍ରଧାନଶିକ୍ଷୟିତ୍ରୀଙ୍କ ଶବ
ରାତି ପାହିଲେ ହେବ ଦଶମ ଶ୍ରେଣୀ ପରୀକ୍ଷା। କିନ୍ତୁ ତା’ ପୂର୍ବରୁ ପରୀକ୍ଷା ଦାୟିତ୍ବରେ ଥିବା ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ବେକରୁ ସୁନା ଚେନ୍ ଓ ପାଖରୁ ମୋବାଇଲ୍ ଗାଏବ ହୋଇଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ ଉପୁଜିଛି। ପଣ୍ଡୁଆ/ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ରାତି ପାହିଲେ ହେବ ଦଶମ ଶ୍ରେଣୀ ପରୀକ୍ଷା। କିନ୍ତୁ ତା’ ପୂର୍ବରୁ ପରୀକ୍ଷା ଦାୟିତ୍ବରେ ଥିବା ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। […]
୫ଟି ସ୍କୁଲରେ ଦୁର୍ନୀତିର ଅଭିଯୋଗ ଆସିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଆଜି ୫ଟିକୁ ନେଇ ବିଧାନସଭାରେ ସରଗରମ ଆଲୋଚନା ହୋଇଛି। ୫ଟି ସ୍କୁଲରେ ଦୁର୍ନୀତିର ଅଭିଯୋଗ ଆସିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ଆଜି ୫ଟିକୁ ନେଇ ବିଧାନସଭାରେ ସରଗରମ ଆଲୋଚନା ହୋଇଛି। ବିଧାୟକ ଭାସ୍କର ମଢେଇ ୫ଟି ସ୍କୁଲରେ ଦୁର୍ନୀତିର ତଦନ୍ତ ହୋଇଛି କି ଏବଂ ଦୁର୍ନୀତିର ତଦନ୍ତ ଦାବି କରିଛନ୍ତି ବିଧାୟକ। ଏହାର ଉତ୍ତର ରଖି ବିଦ୍ୟାଳୟ ଓ […]
ଗୋଟିଏ ଖଣି ପାଇଁ ୯୮ କୋଟି ଦଣ୍ଡ: ଏନ୍ଜିଟିଙ୍କ ରାୟ ପରେ ଖଣି ମାଲିକ ଛାନିଆ
ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, ପରିବେଶ କ୍ଷତି ଓ ଅନ୍ୟାନ୍ୟ କ୍ଷତିପୂରଣ ବାବଦରେ ୯୮ କୋଟି ୩୧ ଲକ୍ଷ ୪୯ ହଜାର ୧୩୫ ଟଙ୍କା ଆଦାୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, […]
ପ୍ରଥମଦିନ ଶେଷ ହେଲା ମାଟ୍ରିକ୍ ପରୀକ୍ଷା
ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଛି। ଏଥିଲାଗି ପରୀକ୍ଷାକେନ୍ଦ୍ର ସମ୍ମୁଖରେ ଅଭିଭାବକ, ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। କଟକ ୨୧-୦୨-୨୦୨୫ (ପିପିଏସ ) : ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ […]
