ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

Advertisement

କହନା ଏ ଫୁଲ କହନା…ଗୀତର ସ୍ରଷ୍ଟା ସଂଗ୍ରାମ ମହାନ୍ତିଙ୍କ ପରଲୋକ

ଆଉ ନାହାନ୍ତି ଏଇ ଝୁମା ଝୁମା ଗୋଲାପି ବେଳାରେ.. ଓ କହନା ଏ ଫୁଲ କହନା ଭଳି ଶ୍ରୁତିମଧୁର ଗୀତର ଗୀତିକାର ସଂଗ୍ରାମ ମହାନ୍ତି। ଆଜି ସକାଳ…

Read More

ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା

ଝାରପଡ଼ା ଜେଲରେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା କରାଯାଉଥିବାର ସୂଚନା ରହିଛି।.ବେନାମୀ ସମ୍ପତ୍ତି ନେଇ ଆୟକର ବିଭାଗର ଜେରା ଚାଲିଛି।…

Read More

ଏନ୍‌କାଉଣ୍ଟରରେ ୮ ନକ୍ସଲ ନିପାତ

ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଓଡ଼ିଶା-ଛତିଶଗଡ଼ର ସୀମାରେ ସୁରକ୍ଷା ବାହିନୀ ଏକ ବଡ଼ଧରଣର ଅପରେସନ୍‌କୁ ସଫଳତାର ରୂପ ଦେଇଛନ୍ତି। ଗୁଳି କରି ୮ ଜଣ ନକ୍ସଲଙ୍କୁ…

Read More

ସୋନିଆଙ୍କ ବୟାନକୁ କଡ଼ା ନିନ୍ଦା କଲେ ମୋହନ

‘ସୋନିଆ ଗାନ୍ଧୀଙ୍କ ଆଚରଣ ଓଡ଼ିଶାର ପୂରା ସାନ୍ତାଳୀ ଜନଜାତିକୁ ଅପମାନ’ ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଓ ତାଙ୍କର ପୁଅ ତଥା…

Read More

ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ଯୁବକଙ୍କ ମୃତ୍ୟୁ, ୩ ଜଣ ଗୁରୁତର

ଭାଟିଗାଁ ଛକ ନିକଟରେ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ପୋଡାଲଗୁଡା ଗ୍ରାମର ଧନିଆ ମାଝୀ ଓ ରଘୁ ବୈରାଗୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।…

Read More

ଭୁବନେଶ୍ୱରରେ ଟ୍ରାଫିକ୍ ଭିଡ଼ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟିର ଯୋଜନା

ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍ ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍…

Read More

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ଅଧିକାରୀ

ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ…

Read More

ମହାକୁମ୍ଭକୁ ଓଏସ୍‌ଆରଟିସି ବସ୍‌ ବାତିଲ,

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍‌ ସେବା ବାତିଲ କରାଯାଇଛି। ଓଡ଼ିଶା…

Read More

ରାସନକାର୍ଡ ଇ-କେୱାଇସି: ପିଓଏସ୍ ମେସିନ୍‌ରେ ସଫଳ, ୱେବ୍‌ସାଇଟ୍‌ରେ ବିଫଳ!

ଜଣେ ହିତାଧିକାରୀ ଯେକୌଣସି ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରକୁ ଯାଇ ଇ-କେୱାଇସି କରିପାରିବେ। କିନ୍ତୁ ସରକାର କହୁଥିବା କଥା ଓ ତୃଣମୂଳସ୍ତରରେ ହେଉଥିବା କାମ ମଧ୍ୟରେ ଆକାଶ-ପାତାଳ…

Read More

ଅଲିଭ୍‌ ରିଡ୍‌ଲେଙ୍କ ଶ୍ମଶାନ ପାଲଟିଛି ରାମଚଣ୍ଡୀ ମୁହାଣ

ସମୁଦ୍ର କୂଳରେ ଲାଗୁଛି କୁଢ଼କୁଢ଼ ମଲା କଇଁଛ ଅଲି ଭ୍‌ରିଡ୍‌ଲେଙ୍କ ଶ୍ମଶାନ ପାଲଟିଛି ରାମଚଣ୍ଡୀ ମୁହାଣ। ଦୈନିକ ଏଠାରେ ଲାଗୁଛନ୍ତି କୁଢ଼କୁଢ଼ ମଲା ଅଲିଭ୍‌ ରିଡ୍‌ଲେ କଇଁଛ।…

Read More