ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

୫ ବର୍ଷରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ: ସୁରେଶ ପୂଜାରୀ

ଭୁବନେଶ୍ୱର/୦୫-୦୯-୨୦୨୪(ପିପିଏସ ): ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାରେ ଗତ ୫ ବର୍ଷ ଭିତରେ ଓଡ଼ିଶା ଭାରତରେ ସବୁ ରାଜ୍ୟଠାରୁ ଆଗରେ ରହିଛି । ଓଡ଼ିଶାରେ ଗତ ୫…

Read More

ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର: ପ୍ରେମ ବ୍ୟାପରକୁ ନେଇ ହତ୍ୟା ସନ୍ଦେହ!

ଧର୍ମଶାଳା/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଧର୍ମଶାଳା ଥାନା ରଥିଆ ଗାଁ ନିକଟ ଏକ କ୍ରସର ପାଖ ନାଳରୁ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି…

Read More

କାଲି ଦୁଇ ଯୁବକ ଡେଇଁଥିଲେ ମହାନଦୀକୁ : ଏପର୍ଯ୍ୟନ୍ତ ନିଖୋଜ

କଟକ,୦୪-୦୯-୨୪(ପିପିଏସ) : ଗତକାଲି ଅପରାହ୍ନରେ ଜଣେ ଯୁବକ ମହାନଦୀକୁ ଡେଇଁଥିବା ବେଳେ ରାତିରେ ଆଉ ଜଣେ ସମାନ ପଦକ୍ଷେପ ଉଠାଇଛନ୍ତି । ଅଗ୍ନିଶମ ବିଭାଗ ଖୋଜାଖୋଜି କରୁଥିଲେ…

Read More

ଅଖାଦ୍ୟ ଖାଇ ବ୍ୟାପିଲା ଝାଡ଼ାବାନ୍ତି : ୩ ମୃତ, ୧୦ ଅସୁସ୍ଥ

ଭବାନୀ ପାଟଣା/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଅସୁସ୍ଥ ହୋଇଛନ୍ତି । ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ…

Read More

ନିଆଁରେ ଜଳିଗଲେ ୭ମାସର ଗର୍ଭବତୀ

ମାଲକାନଗିରି/ଭୁବନେଶ୍ୱର ୦୩-୦୯-୨୪(ପିପିଏସ ): ମାଲକାନଗିରିରୁ ଆସିଛି ଏକ ହୃଦୟ ବିଦାରକ ଖବର। ନିଆଁରେ ଜଳି ମୃତ୍ୟୁବରଣ କଲେ ୭ ମାସରେ ଗର୍ଭବତୀ ମହିଳା। ସୂଚନା ଅନୁଯାୟୀ, ମାଲକାନଗିରି…

Read More

ବୈଷ୍ଣୋ ଦେବୀ ମାର୍ଗରେ ଭୂସ୍ଖଳନ : ୨ ମୃତ, ଅନେକ ଆହତ

ନୂଆଦିଲ୍ଲୀ/ଭୁବନେଶ୍ୱର,୨-୯-୨୪(ପିପିଏସ) : ଜମ୍ମୁ-କଶ୍ମୀରର ମାତା ବୈଷ୍ଣୋ ଦେବୀ ଭବନ ମାର୍ଗରେ ହେଲିପ୍ୟାଡ ନିକଟରେ ଭୂସ୍ଖଳନ ଘଟଣା ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୨ ଯାତ୍ରୀଙ୍କ ମୃତ୍ୟୁ…

Read More

ଦନ୍ତା ହାତୀ ଆକ୍ରମଣରେ ଦମ୍ପତିଙ୍କ ମୃତ୍ୟୁ

ବଲାଙ୍ଗୀର/ଭୁବନେଶ୍ୱର,୨-୯-୨୪(ପିପିଏସ) : ହାତୀ ପାଦ ତଳେ ଚାଲିଗଲା ଦମ୍ପତିଙ୍କ ଜୀବନ । ଛାରଖାର ହୋଇଗଲା ସଂସାର। ଏପରି ଏକ ଅଭାବନୀୟ ଘଟଣା ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ରେଞ୍ଜର…

Read More

ମାଲବାହୀ ଟ୍ରେନ ଲାଇନଚ୍ୟୁତ : ଦୁଇଟି ବଗି ଭାଙ୍ଗିଲା

ପାରାଦୀପ/ଭୁବନେଶ୍ୱର,୨-୯-୨୪(ପିପିଏସ) : ପାରାଦୀପ ରଙ୍ଗିଆଗଡ଼ ରେଲଓ୍ବେ ଷ୍ଟେଶନ ପାଖ ବାଉରିଆପାଳନନ୍ଦା ଠାରେ ସୋମବାର ମଧ୍ୟାହ୍ନରେ ଏକ ମାଲବାହୀ ଟ୍ରେନ୍‌ର ଦୁଇଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନଟି ଲାଇନଚ୍ୟୁତ…

Read More

ହୃତଘାତରେ ପୂର୍ବତନ ବିଧାୟକ ଙ୍କ ପରଲୋକ

ଭୁବନେଶ୍ୱର,୧-୦୯-୨୪(ପିପିଏସ) : ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କର ଆଜି ଭୋର ପ୍ରାୟ ୪ଟା ସମୟରେ ପରଲୋକ ଘଟିଛି। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ…

Read More

କାନ୍ଥ ପଡ଼ି ଅଢେଇ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ : ବାପାମା’ ଗୁରୁତର

ବ୍ରହ୍ମପୁର/ଭୁବନେଶ୍ୱର,୧-୯-୨୪(ପିପିଏସ) : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ଗ୍ରାମ ନିକଟ ତୋଟା ସାହିରେ ଅଘଟଣ l କାନ୍ଥ ପଡ଼ି ଚାଲିଗଲା ଅଢେଇ ବର୍ଷର ଶିଶୁ…

Read More