1 min read

ଭଦ୍ରକ ସହରରେ ଦୁର୍ଗାପୂଜା-୨୦୨୬ ଆୟୋଜନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭଦ୍ରକ- ଭଦ୍ରକ ସହରରେ ଦୁର୍ଗାପୂଜା-୨୦୨୬କୁ ଶାନ୍ତିଶୃଙ୍ଖଳା, ସୁରକ୍ଷା ଓ ସୁବ୍ୟବସ୍ଥିତ ଭାବେ ଆୟୋଜନ କରିବା ନିମନ୍ତେ ଆଜି ସଦ୍ଭାବନା ସଭାଗୃହ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଭଦ୍ରକ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଂଶୁମାନ ଦ୍ୱିବେଦୀ, ଉପ-ଜିଲ୍ଲାପାଳ ଶ୍ରୀ ସୌରଭ ଚକ୍ରବର୍ତ୍ତୀ, ଡେପୁଟି କଲେକ୍ଟର ଶ୍ରୀ କାର୍ତ୍ତିକ ନାଥ ମଣ୍ଡଳ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ପୂଜା […]

1 min read

ଅସ୍ତରଙ୍ଗରେ ବିଦ୍ୟୁତ୍ ଶ୍ରମିକଙ୍କ ବିକ୍ଷୋଭ

ଅସ୍ତରଙ୍ଗ, :-ବିଦ୍ୟୁତ୍ ମରାମତି ଶ୍ରମିକଙ୍କ ସୁରକ୍ଷା ପାଇଁ ଓ ଉପଭୋକ୍ତାଙ୍କ ସହଯୋଗ ଆବଶ୍ୟକ ନେଇ ପୁରୀ ଜିଲ୍ଲା ଅସ୍ତରଙ୍ଗ ସ୍ଥିତ ବିଦ୍ୟୁତ୍ କାର୍ଯ୍ୟାଳୟ ସାମ୍ନାରେ ରବିବାର ମଧ୍ୟାହ୍ନ ରେ ଶ୍ରମିକମାନେ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଜନସାଧାରଣଙ୍କୁ ନିବେଦନ ଓ ଆସନ୍ତା ୧୫ ଅକ୍ଟୋବରରେ ଭୁବନେଶ୍ୱରରେ ହେବାକୁ ଥିବା ମହା ସମାବେଶକୁ ସଫଳ କରିବା ପାଇଁ ଏହି ବିକ୍ଷୋଭ କରାଯାଇଛି। ଏହି ମହା ସମାବେଶର ମୂଳ ଲକ୍ଷ୍ୟ ହେଉଛି ଶ୍ରମିକଙ୍କ ଚାକିରି ସୁରକ୍ଷା ଓ ଉତ୍ତମ ବିଦ୍ୟୁତ୍ […]

1 min read

ସୋମବାର କଟକଚଣ୍ଡୀ ମନ୍ଦିର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଟକ : ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଗସ୍ତରେ ଆସିବେ । ମୁଖ୍ୟମନ୍ତ୍ରୀଙ୍କ ଏହି ଦିନିକିଆ ଗସ୍ତରେ କଟକ ସହରରେ ଏକାଧିକ କାର୍ଯ୍ୟକ୍ରମ ରହିଛି । ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବେ । ଚଣ୍ଡୀମନ୍ଦିର ଉଦ୍‌ଘାଟନ ପରେ ଗଡ଼ଗଡ଼ିଆ ଘାଟ ନିକଟରେ ଥିବା କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସହ ବାଲିଯାତ୍ରା ପଡ଼ିଆରେ ଥିବା କଟକ ଇନ୍ କଟକ ଯିବେ । ସର୍କିଟ୍ ହାଉସ୍‌ରେ ବିଶ୍ରାମ […]

1 min read

ବୌଦ୍ଧ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା

ବୌଦ୍ଧ :  ତା. ୯. ୧୦. ୨୦୨୬ ରିଖରେ ସ୍ଥାନୀୟ ଯୋଗୀନ୍ଦ୍ରଦେବ ସରକାରୀ ଉଚ୍ଚ ବିଦ୍ୟାଳୟ ର ଶତାବ୍ଦୀ କକ୍ଷ ଠାରେ ବୌଦ୍ଧ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ର ଉଦ୍ଘାଟନୀ ଉତ୍ସବ ରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣୀ ବାରିକ ଓ ଭାସ୍କର ଲେଙ୍କା, ଗୋଷ୍ଠୀ ଶିକ୍ଷା ଅଧିକାରୀ କେଶବ ମଲ୍ଲିକ,ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଅର୍ଚ୍ଚନା ମହାନ୍ତି,ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଜୟନ୍ତ କୁମାର […]

1 min read

ଗାଁ ଦାଣ୍ଡରେ ନିଶାପ ନାହିଁ, ଥାନାରେ ଭିଡ ! 

ଭାଇଚାରା ଭାଙ୍ଗୁଛି, ବଢୁଛି ଶତ୍ରୁତା !  ଅସ୍ତରଙ୍ଗ :- ଦିନେ ଗାଁ ମୁଣ୍ଡ ଭାଗବତ ଟୁଙ୍ଗି, ଗାଁ ଚାନ୍ଦିନୀ କିମ୍ବା ବରଗଛ ମୂଳ ଥିଲା ଗାଁର କୋର୍ଟ। ଘରୋଇ କଳି, ଜମିବାଡି ବିବାଦ, ଝଗଡା ସବୁ ମୁରବିଙ୍କ ଗୋଟିଏ କଥାରେ ଶେଷ ହୋଇଯାଉଥିଲା। ବାବା ଲୋକନାଥ, ବୁଧେଶ୍ୱର, ପଶ୍ଚିମେଶ୍ୱର, ଗ୍ରାମେଶ୍ୱରଙ୍କ ନାଁ ଧରି ଶପଥ କଲେ ସବୁ ସରିଯାଉଥିଲା। ମୁରବି ଯାହା କହିବେ ତାହା ସମସ୍ତେ ଶିରୋଧାର୍ଯ୍ୟ କରୁଥିଲେ। ବିନା ପଇସାରେ ନ୍ୟାୟ ମିଳୁଥିଲା। ଏବେ ସେ […]

1 min read

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ

ନୟାଗଡ : ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ମହାନ୍ ସ୍ବାଧୀନତା ସଂଗ୍ରାମୀ ସହିଦ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ ହୋଇ ଯାଇଛି। ବିଦ୍ଯାଳୟ ପରିସରରେ ସ୍ଥାପିତ କଷ୍ଟି ଡାକୁଆଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ସାହିତ୍ୟିକ ବିଶ୍ବନାଥ ମହାପାତ୍ର ଓ ବରିଷ୍ଠ ସମାଜସେବୀ ପ୍ରମୋଦ ପଟ୍ଟନାୟକ,ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁ ଓ ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ପୁଷ୍ପ ମାଲ୍ଯାର୍ପଣ କରିବା ସହିତ ଧୂପ ଦୀପ ଅର୍ପଣ କରିଥିଲେ। ଏହା ବ୍ଯତୀତ ଉକ୍ତ ମଣ୍ଡପରେ ସ୍ଥାପିତ […]

1 min read

ମହାନଦୀରେ ବନ୍ୟା ପାଣି, ମଣିପୁର ଗ୍ରାମ ବାହ୍ୟ ଜଗତରୁ ବିଛିନ୍ନ

ଭାପୁର : ମହାନଦୀରେ ବନ୍ୟା ଜଳ ଆସି ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଫତେଗଡ଼ ପଞ୍ଚାୟତର ମଣିପୁର ଗ୍ରାମ ବାହ୍ୟ ଜଗତରୁ ବିଛିନ୍ନ ହୋଇଛି। ସେହିପରି କରବର-ବୈଦେଶ୍ଵର ରାସ୍ତାର କାଳିଗିରି ପୋଲ ଉପରେ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ବିଛିନ୍ନ ହୋଇଛି। ମହାନଦୀରେ ବନ୍ୟା ଆସିଥିବାରୁ କରବର ପଞ୍ଚାୟତର କରବର, ବଡ଼ବର, ଲଣ୍ଡାବର, ଗୁଡ଼ୁପଡ଼ା, ମାଣିତ୍ରି, ଶାସନ ପଞ୍ଚାୟତର ଯଶୋବନ୍ତପୁର, ଟିକିରିପଡ଼ା, ପଦ୍ମାବତୀ ପଞ୍ଚାୟତର ପଦ୍ମାବତୀ, ଝଗଡ଼ପଡ଼ା, ଧାନଚେଙ୍ଗଡ଼ା ପଞ୍ଚାୟତର ଧାନଚେଙ୍ଗଡ଼ା, ଲଷ୍ମୀପ୍ରସାଦ, […]

1 min read

ବନ୍ୟା ଘେରରୁ ଉଦ୍ଧାର ଗର୍ଭବତୀ, ଜନ୍ମ ଦେଲେ ଶିଶୁକନ୍ୟା

ଧାମନଗର : ବନ୍ୟାଜଳ ଘେରରେ ଫସିଥିବା ୯ ମାସର ଗର୍ଭବତୀଙ୍କୁ ଗ୍ରାମବାସୀ ଉଦ୍ଧାର କରି ମେଡିକାଲରେ ପହଞ୍ଚାଇବାରୁ ସେ ଏକ ଶିଶୁକନ୍ୟା ଜନ୍ମ ଦେଇଛନ୍ତି। ବନ୍ୟାର ବିପତ୍ତି ମଧ୍ୟରେ ନବଜାତ ଶିଶୁର ଆଗମନ ପରିବାରରେ ଖୁସି ଆଣିଛି। ଧାମନଗର ବ୍ଲକ ବମକୁରା ଗ୍ରାମର ଉତ୍ତମ ଦଳାଇଙ୍କ ସ୍ତ୍ରୀ ଶୁଭଶ୍ରୀ ବେହେରା ୯ ମାସର ଗର୍ଭବତୀ ଥିଲେ। ଗତ ରାତିରେ ତାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ ଗ୍ରାମବାସୀଙ୍କୁ ଖବର ଦେଇଥିଲେ। ବନ୍ୟାଜଳ ମଧ୍ୟରୁ ଗ୍ରାମବାସୀ ଶୁଭଶ୍ରୀଙ୍କୁ […]

1 min read

ଏକ ହଜାର ବେଡ୍ ବିଶିଷ୍ଟ ସୁପର ସ୍ପେଶାଲିଟି ହସ୍ପିଟାଲ କରିବ ବେଦାନ୍ତ

ଭୁବନେଶ୍ବର: ପଶ୍ଚିମଓଡ଼ିଶାରେ ଏକ ହଜାର ବେଡ୍ ବିଶିଷ୍ଟ ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ ନିର୍ମାଣ କରିବାକୁ ବେଦାନ୍ତ ଗ୍ରୁପ୍ ପ୍ରସ୍ତାବ ଦେଇଛି। ରାଜ୍ୟ ସରକାର ଯେଉଁଠି କହିବେ ସେଠାରେ ଏହି ହସ୍ପିଟାଲ ନିର୍ମାଣ କରାଯିବ ବୋଲି ବେଦାନ୍ତ ଗ୍ରୁପ୍ ମୁଖ୍ୟ ଅନୀଲ ଅଗ୍ରୱାଲ ସୂଚନା ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ପରେ ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ କହିଛନ୍ତି ଯେ, କମ୍ପାନୀର ଝାରସୁଗୁଡ଼ା ସ୍ମେଲଟର ପ୍ଲାଣ୍ଟ ସମ୍ପ୍ରସାରଣ ପାଇଁ ରାଜ୍ୟ […]

1 min read

ବୁଡିଲା କିଆରୀ, କାନ୍ଦୁଛି ଚାଷୀ

ଅସ୍ତରଙ୍ଗ :- ଚାରି ମାସର ଝାଳବୁହା ପରିଶ୍ରମ ଆଖି ଆଗରେ ପାଣିରେ ଭାସୁଛି। କିଆରୀ ମୁଣ୍ଡରେ ବସି ମୁଣ୍ଡରେ ହାତ ଦେଇ କାନ୍ଦୁଛି ଅନ୍ନଦାତା। ଏ କରୁଣ ଦୃଶ୍ୟ ପୁରୀ ଜିଲ୍ଲା କାକଟପୁର ଓ ଅସ୍ତରଙ୍ଗ ବ୍ଲକର ଓଥକା, କଣ୍ଟାପଡା, ସୁଦିକେଶ୍ୱର, ବେଗୁନିଆବସ୍ତ, କେନ୍ଦ୍ରାପଟି, ଶିଶୁଅର। ଯେଉଁଠି ଗର୍ଭଣୀ ଧାନ ଉପରେ ଏକା ସଙ୍ଗେ ଦୁଇ ଦଫା ମାଡ – ତଳେ ଆଣ୍ଠୁଏ ପାଣି, ଉପରେ ମାରାତ୍ମକ ପୋକ। ଆଉ ସବୁଠୁ ବଡ ଦୁଃଖ – ଏ […]