1 min read

ଆସୁଛି ଆଉ ଏକ ଲଘୁଚାପ, ୨୨ରୁ ପୁଣି ପ୍ରବଳ ବର୍ଷା

ଭୁବନେଶ୍ୱର, ୧୯/୮: ଲଗାତାର ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ରୁ ୨୩ ତାରିଖ ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ଗଠନ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ପୁଣି ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଉତ୍ତର […]

1 min read

୫ ଦିନ ପରେ ମିଳିଲେ ନିଖୋଜ ବ୍ୟକ୍ତି, ତାଳଗଛକୁ ଆଶ୍ରୟ କରି ବଞ୍ଚିଥିଲେ

ଧାମନଗର, ୧୯/୮: ଲଗାଣ ବର୍ଷା ଓ ବନ୍ୟା ମଧ୍ୟରେ ୫ ଦିନ ଧରି ନିଖୋଜ ଥିବା ଜଣେ ବ୍ୟକ୍ତିଙ୍କୁ ଶେଷରେ ଉଦ୍ଧାର କରାଯାଇଛି। ବନ୍ୟାପାଣି ମଧ୍ୟରେ ଏକ ତାଳଗଛକୁ ଆଶ୍ରୟ କରି ସେ ଦୀର୍ଘ ୫ ଦିନ ଧରି ରହିଥିଲେ। ଉଦ୍ଧାର ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଚିକିତ୍ସା ଚାଲିଛି। ଧାମନଗର ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁଁ ବୈତରଣୀ ସମେତ କୋଚିଳା, ଗେଙ୍ଗୁଟି, କଣ୍ଡିଆ, ରେବ ଓ ସାଳନ୍ଦୀ ନଦୀରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। […]

1 min read

ଶାରଳା ପୁରସ୍କାର ପାଇବେ କବି ଆଶୁତୋଷ ପରିଡ଼ା

ଭୁବନେଶ୍ୱର, ୧୯/୮: ଓଡ଼ିଆ ସାହିତ୍ୟ ଜଗତରେ ଖୁସିର ଖବର। ବିଶିଷ୍ଟ କବି ଓ ସାହିତ୍ୟିକ ଆଶୁତୋଷ ପରିଡ଼ାଙ୍କୁ ଚଳିତ ବର୍ଷର ପ୍ରତିଷ୍ଠିତ ଶାରଳା ପୁରସ୍କାର ପ୍ରଦାନ କରାଯିବ। ତାଙ୍କ କବିତା ସଂକଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ଏହି ସମ୍ମାନ ପାଇଁ ତାଙ୍କୁ ଚୟନ କରାଯାଇଛି। ୧୯୪୬ ମସିହାରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଜନ୍ମିତ ଆଶୁତୋଷ ପରିଡ଼ା ଓଡ଼ିଆ କବିତା କ୍ଷେତ୍ରରେ ନିଜସ୍ୱ ସ୍ୱର ଓ ଚିନ୍ତନଶୀଳ ରଚନା ପାଇଁ ପରିଚିତ। ସାହିତ୍ୟ ସହିତ ବିଜ୍ଞାନ କ୍ଷେତ୍ରରେ ମଧ୍ୟ ତାଙ୍କର […]

1 min read

ଜୁନାଗଡ଼ରେ ଫେକ୍ UPI ଆପ୍‌ ଜରିଆରେ ଠକେଇ: ବଣିକ ସଂଘ ହାତରେ ଅଭିଯୁକ୍ତ, ପୋଲିସର କାର୍ଯ୍ୟାନୁଷ୍ଠାନ

ଜୁନାଗଡ଼, ୧୯ା୮ : ଜୁନାଗଡ଼ ସହରରେ ନକଲି UPI ଆପ୍‌ ବ୍ୟବହାର କରି ଦୋକାନୀଙ୍କୁ ଠକେଇ କରୁଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ବଣିକ ସଂଘର ସଦସ୍ୟମାନେ କାବୁ କରି ପୋଲିସ ଜିମା ଦେଇଛନ୍ତି। ଅଭିଯୁକ୍ତ ଜଣକ ୨୦ରୁ ଅଧିକ ଦୋକାନୀଙ୍କୁ ଏଭଳି ଉପାୟରେ ଠକିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଅଭିଯୁକ୍ତ ବିଭିନ୍ନ ଦୋକାନରୁ ସାମଗ୍ରୀ କିଣିବା ପରେ ନକଲି UPI ଆପ୍‌ ଜରିଆରେ ଟଙ୍କା ପୈଠ ହୋଇଥିବା ଭଳି ଦୋକାନୀଙ୍କୁ ଦେଖାଉଥିଲେ। ତେବେ ପ୍ରକୃତରେ ଟଙ୍କା […]

1 min read

ଦିନେ କାଶ ଔଷଧ ଭାବେ ବିକ୍ରି ହେଉଥିଲା ହେରୋଇନ୍‌!

ନୂଆଦିଲ୍ଲୀ: ଆଜି ହେରୋଇନ୍‌କୁ ଏକ ଅତ୍ୟନ୍ତ ନିଶାଦ୍ରବ୍ୟ ଭାବେ ଜଣାଯାଏ। କିନ୍ତୁ ଚିକିତ୍ସା ଇତିହାସର ଏକ ସମୟରେ ଏହାକୁ କାଶର ଔଷଧ ଭାବେ ବ୍ୟବହାର କରାଯାଉଥିଲା। ବିଶେଷକରି ଯକ୍ଷ୍ମା (TB) ଓ ନିମୋନିଆରେ ହେଉଥିବା ତୀବ୍ର କାଶକୁ ନିୟନ୍ତ୍ରଣ କରିବା ପାଇଁ ଡାକ୍ତରମାନେ ଏହା ଦେଉଥିଲେ। ୧୯ଶ ଶତାବ୍ଦୀର ଶେଷ ଭାଗରେ TB ଓ ନିମୋନିଆ ଭଳି ରୋଗ ଅତ୍ୟନ୍ତ ମାରାତ୍ମକ ଥିଲା। ସେତେବେଳେ ଆଜିର ଭଳି ଆଣ୍ଟିବାୟୋଟିକ୍‌ ଓ ପ୍ରଭାବଶାଳୀ ଚିକିତ୍ସା ଉପଲବ୍ଧ ନଥିଲା। ଲଗାତାର […]

1 min read

ଉତ୍ତର ଓଡ଼ିଶାରେ ବଢ଼ିଲା ବନ୍ୟା ବିପଦ, ୯.୪୦ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର: ଲଘୁଚାପଜନିତ ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଆହୁରି ସଙ୍ଗିନ ହୋଇଛି। ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବଢ଼ୁଥିବା ବେଳେ ଯାଜପୁର, ଭଦ୍ରକ ସମେତ ଅନେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ଚିନ୍ତା ବଢ଼ାଇଛି। ବନ୍ୟାରେ ପ୍ରାୟ ୯.୪୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ବେଳେ ୩.୩୦ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଯାଜପୁର ଓ ଭଦ୍ରକ ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]

1 min read

ମୁଖ୍ୟମନ୍ତ୍ରୀ ଙ୍କ ଯାଜପୁର ବନ୍ୟାଅଞ୍ଚଳ ପରିଦର୍ଶନ; ରିଲିଫ୍‌ ଓ ସ୍ୱାସ୍ଥ୍ୟସେବା କୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ

ଯାଜପୁର, ୧୭।୮(ପିପିଏସ): ସୋମବାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ଗସ୍ତରେ ଆସି ଦଶରଥପୁର ବ୍ଲକ୍‌ର କସପା ଓ ତରପଦା ପଞ୍ଚାୟତ ଅନ୍ତର୍ଗତ ବନ୍ୟା ପ୍ରଭାବିତ ଅଞ୍ଛଳ ପରିଦର୍ଶନ କରିବା ସହ ବନ୍ୟା ପରିସ୍ଥିତି ଓ ରିଲିଫ୍ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଗସ୍ତ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାମଚନ୍ଦ୍ରପୁର, ବାଲଦା ଓ ଡୋଭାବିଲ୍ ଗ୍ରାମର ବନ୍ୟା ପ୍ରଭାବିତ ଲୋକଙ୍କୁ ସାକ୍ଷାତ କରି ସେମାନଙ୍କ ସମସ୍ୟା, ଆବଶ୍ୟକତା ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ […]

1 min read

ଓଡ଼ିଶାର ଯୁବପିଢ଼ି ପାଇଁ ବଡ଼ ଘୋଷଣା; OPSC ପରୀକ୍ଷାରେ ବଢ଼ିଲା ସୁଯୋଗ

ଭୁବନେଶ୍ୱର: ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ ପରେ ଓଡ଼ିଶାବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୁବପିଢ଼ି ଓ ଶିକ୍ଷା କ୍ଷେତ୍ରକୁ ନେଇ ଏକାଧିକ ବଡ଼ ଘୋଷଣା କରିଛନ୍ତି। ବିଶେଷକରି ସିଭିଲ୍ ସର୍ଭିସ୍‌ ପରୀକ୍ଷାର୍ଥୀଙ୍କ ପାଇଁ ଆଟେମ୍ପ୍ଟ ସୀମା ବଢ଼ାଇବା ନେଇ ସେ ଘୋଷଣା କରିଛନ୍ତି। ସିଭିଲ୍ ସର୍ଭିସ୍‌ ପରୀକ୍ଷାରେ ବଢ଼ିଲା ଆଟେମ୍ପ୍ଟ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାଧାରଣ ବର୍ଗର ପରୀକ୍ଷାର୍ଥୀଙ୍କ ପାଇଁ ପୂର୍ବରୁ ସର୍ବାଧିକ ୬ଟି ଆଟେମ୍ପ୍ଟର ବ୍ୟବସ୍ଥା ଥିଲା। […]

1 min read

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭଦ୍ରକ ଓ ଯାଜପୁର ବନ୍ୟାଞ୍ଚଳ ଗସ୍ତ: ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଭଦ୍ରକ ଏବଂ ଯାଜପୁର ଜିଲ୍ଲାର ବନ୍ୟାପ୍ରଭାବିତ ଅଞ୍ଚଳଗୁଡ଼ିକର ସ୍ଥାନରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବେ। ବଙ୍ଗୋପସାଗରର ବାୟୁମଣ୍ଡଳରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ କ୍ରମାଗତ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଏହି ଗସ୍ତ अत्यंत ଗୁରୁତ୍ୱପୂର୍ଣ୍ଣ ସମୟରେ ହେଉଛି। ଭଦ୍ରକ ଏବଂ ଯାଜପୁର ଉଭୟ ଜିଲ୍ଲା ଭାରତୀୟ ପାଣିପାଗ ବିଭାଗ (IMD) ର ରେଡ୍ ଚେତାବନୀ (Red Warning) ଅଧୀନରେ […]

1 min read

ଓଡ଼ିଶାରେ ଭାରି ବର୍ଷା ଆଶଙ୍କା; ମୟୂରଭଞ୍ଜ-ବାଲେଶ୍ୱରକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ୱର, ୧୬/୮: ବଙ୍ଗୋପସାଗରରେ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଓଡ଼ିଶାର ପାଗରେ ବଡ଼ ପରିବର୍ତ୍ତନ ଦେଖାଦେଇଛି। ରାଜ୍ୟର ଅନେକ ଅଞ୍ଚଳରେ ଭାରିରୁ ଅତିଭାରି ବର୍ଷା ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ଆଜିଠାରୁ ଏହି ପାଣିପାଗ ପ୍ରଣାଳୀର ପ୍ରଭାବରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ମୟୂରଭଞ୍ଜ ଓ ବାଲେଶ୍ୱରକୁ ରେଡ୍‌ ୱାର୍ଣ୍ଣିଂ ଅତିଭାରି ବର୍ଷାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକର […]