1 min read

ସରକାର ମୋ ଫୋନ୍ ଟ୍ୟାପିଂ କରୁଛନ୍ତି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ପ୍ରଜାତନ୍ତ୍ର ରିପୋର୍ଟ): କେନ୍ଦ୍ର ସରକାରଙ୍କ ବିରୋଧରେ ଏକ ଅତ୍ୟନ୍ତ ଗୁରୁତର ଅଭିଯୋଗ ଆଣିଛନ୍ତି ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ପ୍ରଧାନମନ୍ତ୍ରୀଙ୍କ ସିଧାସଳଖ ନିର୍ଦ୍ଦେଶରେ ସରକାର ତାଙ୍କ ମୋବାଇଲ୍ ଫୋନ୍ ଟ୍ୟାପିଂ କରୁଥିବା ସେ ବଡ଼ ଦାବି କରିଛନ୍ତି। ରାହୁଲ ଗାନ୍ଧୀଙ୍କ ଏହି ବିସ୍ଫୋରକ ବୟାନ ଏବେ ଜାତୀୟ ରାଜନୀତିରେ ତୀବ୍ର ହଲଚଲ ସୃଷ୍ଟି କରିଛି। ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ସରକାରଙ୍କ ବିରୋଧରେ ତାଙ୍କ ପାଖରେ ଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଅଭିଯୋଗର […]

1 min read

କୋଲକାତା – ସାଇରଙ୍ଗ ଏକ୍ସପ୍ରେସ୍‌ର ୬ ବଗି ଲାଇନଚ୍ୟୁତ

ଗୌହାଟୀ : ଭୟଙ୍କର ଟ୍ରେନ ଦୁର୍ଘଟଣା । ଆସାମର ଗୌହାଟୀ ନିକଟସ୍ଥ ଦିଗାରୁ ଅଞ୍ଚଳରେ ଟ୍ରେନ୍ ଦୁର୍ଘଟଣା ଘଟିଛି । ମିଜୋରାମରୁ କୋଲକାତା ଯାଉଥିବା ଟ୍ରେନ୍ର ଇଞ୍ଜିନ୍ ସମେତ ୭ଟି ବଗି ଲାଇନଚ୍ୟୁତ ହୋଇଛି । ପ୍ୟାସେଞ୍ଜର ବଗି ୬ଟି ରହିଛି । ଆଜି ଭୋର ପ୍ରାୟ ୬ଟା ୪୫ ମିନିଟ ଏହି ଦୁର୍ଘଟଣା ଘଟିଛି । କୋଲକାତାରୁ ସାଇରଙ୍ଗ ଯାଉଥିଲା କୋଲକାତା-ସାଇରଙ୍ଗ ଏକ୍ସପ୍ରେସ୍ । ଏପର୍ଯ୍ୟନ୍ତ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ । ଘଟଣାସ୍ଥଳରେ ପହଞ୍ଚିଲେ ବରିଷ୍ଠ ରେଲୱେ ଅଧିକାରୀ […]

1 min read

ଦିଲ୍ଲୀ-ଏନ୍‌ସିଆର୍‌ରେ ଚିନ୍ତା ବଢ଼ାଇଛି ପ୍ରଦୂଷଣ

ନୂଆଦିଲ୍ଲୀ: ଦିଲ୍ଲୀ ଓ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ପ୍ରଦୂଷଣ ସମସ୍ୟା ଚିନ୍ତା ବଢାଇ ଚାଲିଛି। ବାୟୁ ଗୁଣବତ୍ତା ହ୍ରାସ ପାଉଥିବାରୁ ଗ୍ରାପ୍‌ (ଗ୍ରେଡେଡ୍ ରେସପନ୍ସ ଆକ୍ସନ୍ ପ୍ଲାନ୍)-୩ କଟକଣା ଲାଗୁ ହୋଇଛି। ତେବେ ଗ୍ରାପ୍‌ -୩ କଟକଣା ସତ୍ତ୍ବେ ପ୍ରଦଷଣରୁ ଆଶ୍ବସ୍ତି ମିଳିନାହିଁ। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ତଥ୍ୟ ଅନୁଯାୟୀ ବୁଧବାର ସକାଳେ ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୨୯୯ ରହିଥିଲା। ଏହା ଖରାପ ଶ୍ରେଣୀରେ ଆସୁଥିଲା। ଗୁରୁଗ୍ରାମରେ ୨୯୫ ଓ ନୋଏଡାରେ ୨୭୬ ରେକର୍ଡ଼ କରିଯାଇଥିଲା। ରାଜଧାନୀ ବିଭିନ୍ନ ଅଞ୍ଚଳରେ ପ୍ରଦୂଷଣ […]

1 min read

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ହମଲା

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରରେ ଆତଙ୍କୀ ହାମଲା। କାଶ୍ମୀର ଉପତ୍ୟକାର କୁଲଗାମ ଜିଲ୍ଲାରେ ଆତଙ୍କବାଦୀମାନେ ଏକ ସିଆରପିଏଫ ଦଳ ଉପରେ ଗୁଳି ଚଳାଇଛନ୍ତି। ଗୁଳିଚାଳନା ଫଳରେ ତିନି ଜଣ ସିଆରପିଏଫର ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାଟ୍ରୋଲିଂ ସମୟରେ ଏହି ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆକ୍ରମଣ ପରେ ଆତଙ୍କବାଦୀମାନେ ଖସିଯିବାକୁ ଚେଷ୍ଟା କରିଥିଲେ। କୁଲଗାମ କ୍ୱିକ୍ ରିଆକ୍ସନ୍ ଟିମ୍ ଆକ୍ରମଣ ସ୍ଥାନରେ ପହଞ୍ଚିଛି। ଦଳ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରିଛି। ସିଆରପିଏଫ ଅନୁଯାୟୀ, […]

1 min read

କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି                         

୬୨ ହଜାର କୋଟି ସବ୍‌ସିଡିକୁ ମଞ୍ଜୁରୀ ଦିଲ୍ଲୀରେ ନିର୍ମାଣ ହେବ ‘ଯୁଗେ ଯୁଗେ ଭାରତ ସଂଗ୍ରହାଳୟ’ ରବି ଋତୁ ପାଇଁ ୬୨ ହଜାର ୩୭୦ କୋଟି ଟଙ୍କାର ସାର ସବ୍‌ସିଡିକୁ ମଞ୍ଜୁରୀ ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ କେନ୍ଦ୍ର କ୍ୟାବିନେଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ଟି ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଥିରେ ପ୍ରଥମ ବଡ଼ ନିଷ୍ପତ୍ତି ହେଉଛି ନର୍ଥ ଏବଂ ସାଉଥ ବ୍ଲକର […]

1 min read

୧୫ରେ ବଙ୍ଗୋପସାଗରରେ ଅବପାତ!

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ପାଣିପାଗ ପରିବର୍ତ୍ତନର ସଙ୍କେତ। ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଧୀରେ ଧୀରେ ଏହି ପାଣିପାଗ ପ୍ରଣାଳୀ ଶକ୍ତିଶାଳୀ ହେବା ନେଇ ଆକଳନ କରାଯାଉଛି। ପାଣିପାଗ ବିଭାଗର ଆକଳନ ଅନୁସାରେ, ଲଘୁଚାପ ସୃଷ୍ଟି ହେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୧୪ ତାରିଖ ବେଳକୁ […]

1 min read

ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ୨୦୨୫–୨୬

ସ୍ୱଚ୍ଛ ଉପକୂଳ ସହର ବର୍ଗରେ ପୁରୀ ପ୍ରଥମ ଭୁବନେଶ୍ୱର: ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ୨୦୨୫–୨୬ରେ ସ୍ୱଚ୍ଛ ଉପକୂଳ ସହର ବର୍ଗରେ ପୁରୀ ପ୍ରଥମ ସ୍ଥାନ ହାସଲ କରିଛି। ସେହିପରି ଓଡ଼ିଶାର ପ୍ରଥମ ରାଜ୍ୟସ୍ତରୀୟ ସ୍ୱଚ୍ଛ ସହର ଭାବେ ଭୁବନେଶ୍ୱରକୁ ସ୍ୱୀକୃତି ମିଳିଛି। ୨୦ ହଜାରରୁ ୫୦ ହଜାର ଜନସଂଖ୍ୟା ବର୍ଗର ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ULB) ମଧ୍ୟରେ ଆସିକା ପୌରପାଳିକା ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ବୁଧବାର ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ […]

1 min read

କଟକ ବାଲିଯାତ୍ରାରେ ମୁଖ୍ୟ ଅତିଥି ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ: ଐତିହାସିକ କଟକ ବାଲିଯାତ୍ରା-୨୦୨୬ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ମହାନଦୀ କୂଳରେ ଆୟୋଜିତ ହେବାକୁ ଥିବା ଏହି ଆଠ ଦିବସୀୟ ଯାତ୍ରାରେ ଚଳିତ ଥର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ହେବେ। ସେ ଆସନ୍ତା ୨୪ ତାରିଖ ସନ୍ଧ୍ୟାରେ ବାଲିଯାତ୍ରାକୁ ଉଦ୍‌ଘାଟନ କରିବେ। କଟକ ଜିଲ୍ଲା ପ୍ରସାସନ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି।  ସୂଚନାଯୋଗ୍ୟ, କଟକ ବାଲିଯାତ୍ରା ଚଳିତ ବର୍ଷ ନଭେମ୍ବର ୨୪ ତାରିଖ ଠାରୁ ଆରମ୍ଭ ହେବ। ଏହି ଯାତ୍ରା ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ […]

1 min read

‘ନିଜ ମାଟିରେ ମରିବାକୁ ପ୍ରସ୍ତୁତ’: ଶେଖ ହସିନା

ନୂଆଦିଲ୍ଲୀ/ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ସ୍ପଷ୍ଟ କରିଛନ୍ତି ଯେ, ପରିଣାମ ଯାହା ହେଉନା କାହିଁକିଭାରତରୁ ଫେରିବା ପରେ ଯଦି ତାଙ୍କୁ ମୃତ୍ୟୁଦଣ୍ଡ କିମ୍ବା ଗିରଫଦାରୀର ସାମ୍ନା କରିବାକୁ ପଡ଼େ, ତଥାପି ସେ ଆସନ୍ତା ଡିସେମ୍ବର ମାସରେ ଢାକା ଫେରିବେ। ସମ୍ବାଦ ସଂସ୍ଥା ‘ଏପି’ (AP) ସହ ଇ-ମେଲ ମାଧ୍ୟମରେ ହୋଇଥିବା ଏକ ସାକ୍ଷାତକାରରେ ଶେଖ ହସିନା କହିଛନ୍ତି ଯେ, ଯଦି ମୃତ୍ୟୁ ତାଙ୍କ ଭାଗ୍ୟରେ ଲେଖାଥାଏ, ତେବେ ବିଦେଶରେ ରହିବା ଅପେକ୍ଷା ସେ ନିଜ […]

1 min read

ବ୍ୟକ୍ତିଙ୍କୁ ଅଟକ ରଖିବାର ୨୪ ଘଣ୍ଟା ମଧ୍ୟରେ ହାଜର କରିବାକୁ ପଡ଼ିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ବ୍ୟକ୍ତିଙ୍କୁ ଅଟକ ରଖିବାର ୨୪ ଘଣ୍ଟା ମଧ୍ୟରେ ହାଜର ହେବାକୁ ପଡ଼ିବ। ବିଳମ୍ବ ହେଲେ ତାଙ୍କୁ ଛାଡ କରିବାକୁ ପଡ଼ିବ। ଏନେଇ ସୁପ୍ରିମକୋର୍ଟଙ୍କ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଆସିଛି। ଗୁରୁବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି, ଯେଉଁଥିରେ ଅଟକ ଏବଂ ଗିରଫ ମଧ୍ୟରେ ରାୟ ଦେଇଛନ୍ତି। ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି ଯେ, ଅଭିଯୁକ୍ତଙ୍କୁ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ହାଜର କରିବା ପାଇଁ ୨୪ ଘଣ୍ଟା ସମୟ ଆନୁଷ୍ଠାନିକ ଗିରଫ ସମୟରୁ ନୁହେଁ, ଅଟକ […]