ରାଜନୀତି
ପ୍ରଶ୍ନପତ୍ର ଲିକ୍ ପାଇଁ ପ୍ରଧାନମନ୍ତ୍ରୀ ଦାୟୀ ରହନ୍ତୁ: ପ୍ରିୟଙ୍କା ଗାନ୍ଧୀ
ନୂଆଦିଲ୍ଲୀ, ୨୩/୭: NEET ପ୍ରଶ୍ନପତ୍ର ଲିକ୍, ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେନ୍ଦ୍ର ସରକାରଙ୍କୁ କଠୋର ଭାବେ ଟାର୍ଗେଟ୍ କରିଛନ୍ତି। ସଂସଦ ଭବନ ପରିସରରେ ସାମ୍ବାଦିକମାନଙ୍କ ସହ ଆଲୋଚନା କରି ପ୍ରିୟଙ୍କା କହିଛନ୍ତି ଯେ, ଗଣତନ୍ତ୍ର ଇତିହାସରେ ପ୍ରଥମ ଥର ପାଇଁ ଶାସକ ଦଳର ସାଂସଦମାନେ ନିଜେ ସଂସଦ ବାହାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏହି […]
NEET ବିବାଦକୁ ନେଇ ସଂସଦରେ ବିରୋଧୀଙ୍କ ‘କଳା ଦିବସ’ ପାଳନ
ନୂଆଦିଲ୍ଲୀ, ୨୨/୭: NEET ପରୀକ୍ଷାରେ କଥିତ ଅନିୟମିତତା ଏବଂ ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବୁଧବାର ସଂସଦରେ INDIA ମେଣ୍ଟର ସାଂସଦମାନେ ‘କଳା ଦିବସ’ ପାଳନ କରିଛନ୍ତି। ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ସମସ୍ତ ବିରୋଧୀ ସାଂସଦ କଳା ପୋଷାକ ପିନ୍ଧି ସଂସଦ ପରିସରକୁ ଆସିଥିଲେ। କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ, ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ର, ଝାରଖଣ୍ଡ ମୁକ୍ତି […]
ଓଡ଼ିଶାରେ ୪,୫୭୪ କୋଟି ଟଙ୍କାର ନିବେଶ ପ୍ରସ୍ତାବକୁ ସବୁଜ ସଙ୍କେତ: ସୃଷ୍ଟି ହେବ ୨୨,୮୦୦ରୁ ଅଧିକ ପଦବୀ
ଭୁବନେଶ୍ୱର, ୨୨/୭: ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଆହୁରି ବେଗବାନ୍ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅନୁ ଗାର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ‘ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି’ (SLSWCA) ବୈଠକରେ ୧୧ଟି ଜିଲ୍ଲାରେ ମୋଟ ୪,୫୭୩.୮୭ କୋଟି ଟଙ୍କାର ୨୩ଟି ନିବେଶ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଲେ ରାଜ୍ୟରେ ୨୨,୮୭୩ ଜଣଙ୍କ ପାଇଁ ନୂତନ ରୋଜଗାର ସୁଯୋଗ ସୃଷ୍ଟି ହେବ। […]
ଛାତ୍ରଛାତ୍ରୀମାନଙ୍କ ଉପରେ ହୋଇଥିବା ପୋଲିସର ଲାଠିଚାର୍ଜକୁ ସୁପ୍ରିମକୋର୍ଟ ବାର ଆସୋସିଏସନ (SCBA) ଦୃଢ଼ ନିନ୍ଦା କରିଛି
ନୂଆଦିଲ୍ଲୀ, ୨୨/୭: କକ୍ରୋଚ ଜନତା ପାର୍ଟି (ସିଜେପି) ର ‘ସଂସଦ ଚଲୋ’ ଆନ୍ଦୋଳନ ସମୟରେ ଛାତ୍ରଛାତ୍ରୀମାନଙ୍କ ଉପରେ ହୋଇଥିବା ପୋଲିସର ଲାଠିଚାର୍ଜକୁ ସୁପ୍ରିମକୋର୍ଟ ବାର ଆସୋସିଏସନ (SCBA) ଦୃଢ଼ ନିନ୍ଦା କରିଛି। ଏହି ଘଟଣାରେ ଅନେକ ଛାତ୍ର ଏବଂ ଆଇନଜୀବୀ ଗୁରୁତର ଆହତ ହୋଇଥିବା ବେଳେ ବାର୍ ଆସୋସିଏସନ ଏହା ଉପରେ ଗଭୀର ଅସନ୍ତୋଷ ବ୍ୟକ୍ତ କରିଛି। ସୁପ୍ରିମକୋର୍ଟ ବାର୍ ଆସୋସିଏସନ୍ର ପ୍ରତିକ୍ରିୟା: ମୁଖ୍ୟ ଦାବି: ଏହାବ୍ୟତୀତ, ଭବିଷ୍ୟତରେ ଯେପରି ଏଭଳି ଘଟଣାର ପୁନରାବୃତ୍ତି ନ ଘଟେ […]
ସୋନମ୍ ୱାଙ୍ଗଚୁକ୍ଙ୍କ NEET ଦାବି: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟୀକରଣ, ଦାବି ପ୍ରତ୍ୟାଖ୍ୟାନ
ନୂଆଦିଲ୍ଲୀ, ୨୨/୭: NEET-UG ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ କାର୍ଯ୍ୟକର୍ତ୍ତା ସୋନମ୍ ୱାଙ୍ଗଚୁକ୍ କରିଥିବା ଦାବିକୁ କେନ୍ଦ୍ର ସରକାର ଅସ୍ୱୀକାର କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO) ପକ୍ଷରୁ ଏକ ସ୍ପଷ୍ଟୀକରଣ ଜାରି କରି କୁହାଯାଇଛି ଯେ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ କୌଣସି ପ୍ରତିଶ୍ରୁତି ଦିଆଯାଇ ନାହିଁ। ସୂତ୍ର ଅନୁଯାୟୀ, PMO ଏହା ମଧ୍ୟ ସ୍ପଷ୍ଟ କରିଛି ଯେ NEET ପରୀକ୍ଷା ପରିଚାଳନାରେ ଯଦି କୌଣସି ଅନିୟମିତତା ହୋଇଥାଏ, ତେବେ ତା’ର ତଦନ୍ତ କରାଯିବ। ତଦନ୍ତରେ […]
ଆଗାମୀ ଅଗଷ୍ଟ ମାସରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ।
ଭୁବନେଶ୍ୱର, ୨୨/୭: ରାଜ୍ୟକୁ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି। ଆସନ୍ତା ଅଗଷ୍ଟ ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ସେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ରାଷ୍ଟ୍ରପତି ରାଜ୍ୟର ତିନୋଟି ପ୍ରମୁଖ ସହର— ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ପରିଦର୍ଶନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟସୂଚୀ ରହିଛି। ରାଷ୍ଟ୍ରପତିଙ୍କ ଏହି ଓଡ଼ିଶା ଗସ୍ତକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ପ୍ରାରମ୍ଭିକ ଖସଡ଼ା ପ୍ରସ୍ତୁତ କରାଯାଇ ଓଡ଼ିଶା ସରକାରଙ୍କୁ […]
ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା; କହିଲେ ଛାତ୍ର-ଛାତ୍ରୀଙ୍କୁ ହାତ ବାରିଶି କରୁଚି ବିରୋଧୀ ଦଳ
ନୂଆଦିଲ୍ଲୀ, ୨୨/୭: ସଂସଦର ମୌସୁମୀ ଅଧିବେଶନ ଚାଲିଥିବା ବେଳେ ବିରୋଧୀ କଂଗ୍ରେସ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ସୋସିଆଲ ମିଡିଆ ମାଧ୍ୟମରେ କଡ଼ା ସମାଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଛାତ୍ରଛାତ୍ରୀଙ୍କ ସମସ୍ୟାକୁ ମୁଦ୍ଦା କରି କଂଗ୍ରେସ ସେମାନଙ୍କୁ ନିଜର ରାଜନୈତିକ ହାତବାରିସି ଭାବେ ବ୍ୟବହାର କରୁଛି ଏବଂ ଗୃହରେ କେବଳ ବିଶୃଙ୍ଖଳା ସୃଷ୍ଟି କରୁଛି ବୋଲି ଶ୍ରୀ ପ୍ରଧାନ ନିଜ ‘ଏକ୍ସ’ (X) ପୋଷ୍ଟରେ ଅଭିଯୋଗ କରିଛନ୍ତି। ଗଣମାଧ୍ୟମ ଶିରୋନାମା ପାଇଁ […]
RML ହସ୍ପିଟାଲରେ ଆହତଙ୍କୁ ଭେଟିଲେ ଜେପି ନଡ୍ଡା
ନୂଆଦିଲ୍ଲୀ,୨୧/୭: ରାଜଧାନୀ ଦିଲ୍ଲୀରେ ସିଜେପି (କକ୍ରୋଚ୍ ଜନତା ପାର୍ଟି)ର ସଂସଦ ଘେରାଉ ଆନ୍ଦୋଳନ ସମୟରେ ଘଟିଥିବା ହିଂସାକାଣ୍ଡ ପରେ ସ୍ଥିତି ସମ୍ବେଦନଶୀଳ ହୋଇପଡ଼ିଛି। ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ସଂଘର୍ଷ ଯୋଗୁଁ ଅନେକ ଲୋକ ଆହତ ହୋଇଥିବା ବେଳେ, ଆଜି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ରାମ ମନୋହର ଲୋହିଆ (RML) ହସ୍ପିଟାଲ ପରିଦର୍ଶନ କରି ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରିଛନ୍ତି।ହସ୍ପିଟାଲରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଓ ବିରୋଧୀ ନେତା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା RML ହସ୍ପିଟାଲରେ […]
ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଙ୍କୁ ଉଥାଇନେଲା ପୋଲିସ୍।
ନୂଆଦିଲ୍ଲୀ, ୨୧/୭: ଛାତ୍ରଛାତ୍ରୀଙ୍କ ସମସ୍ୟା ଓ ନ୍ୟାୟ ଦାବିରେ ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ଦେଖିବାକୁ ମିଳିଛି ପ୍ରବଳ ରାଜନୈତିକ ଉତ୍ତେଜନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରୀ ବାସଭବନ ‘୭ ଲୋକ କଲ୍ୟାଣ ମାର୍ଗ’ ବାହାରେ ଧାରଣା ଦେଉଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଓ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଲେଶ ଯାଦବଙ୍କ ସମେତ ବହୁ ବିରୋଧୀ ନେତାଙ୍କୁ ଦିଲ୍ଲୀ ପୋଲିସ ଅଟକ ରଖିଛି। ସମସ୍ତ ନେତାଙ୍କୁ ପୋଲିସ ବସ୍ରେ ବସାଇ ପ୍ରଦର୍ଶନ ସ୍ଥଳରୁ ଅନ୍ୟତ୍ର […]
ପବିତ୍ର ହେରାପଞ୍ଚମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, (୨୦ ଜୁଲାଇ): ପବିତ୍ର ହେରାପଞ୍ଚମୀ ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏବଂ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ମାଧ୍ୟମରେ ସମସ୍ତ ନେତୃବୃନ୍ଦ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ମହାଲକ୍ଷ୍ମୀଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା ବାର୍ତ୍ତା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘X’ ରେ […]
