1 min read

ଆଜିର ରାଶିଫଳ (ତା୧୨୵୦୭୵୨୦୨୬ରିଖ)

ମେଷ: କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳିପାରେ। ଅନାବଶ୍ୟକ ଖର୍ଚ୍ଚରୁ ଦୂରେ ରୁହନ୍ତୁ। ବୃଷ: ପରିବାରରେ ଖୁସିର ପରିବେଶ ରହିବ। ଆର୍ଥିକ ସ୍ଥିତିରେ ସୁଧାର ହୋଇପାରେ। ମିଥୁନ: କୌଣସି ଶୁଭ ଖବର ମିଳିପାରେ। ନୂଆ କାମ ଆରମ୍ଭ କରିବା ପାଇଁ ଦିନଟି ଭଲ। କର୍କଟ: ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ। ଧୈର୍ଯ୍ୟର ସହ କାମ କଲେ ସଫଳତା ମିଳିବ। ସିଂହ: ବ୍ୟବସାୟରେ ଲାଭର ସମ୍ଭାବନା ରହିଛି। ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ଲାଭଦାୟକ ହେବ। କନ୍ୟା: କର୍ମକ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି। […]