ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

Advertisement

ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ ଉଦଘାଟିତ

ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ…

Read More

ନୂତନ ଗ୍ରାମପଞ୍ଚାୟତ ଗଠନ ଦାବିରେ ଜନ ଆନ୍ଦୋଳନ

କେ. ନୂଆଗାଁ ବ୍ଲକ ଅଧିନସ୍ଥ ବଣ୍ଡଗୁଡ଼ା ଗ୍ରାମପଞ୍ଚାୟତ ଉପରେ ମଗଡ଼ିଙ୍ଗିଆ ଅଞ୍ଚଳବାସୀ ନିର୍ଭର କରି ରହିଆସୁଥିଲେ। ଅନେକ ଅସୁବିଧାର ସମୁଖୀନ ହେଉଥିଲେ। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ବ…

Read More

ଝାଡ଼ଖଣ୍ଡ ନିର୍ବାଚନ: ନିର୍ଣ୍ଣାୟକ ହେବେ ଓଡ଼ିଆ, ଓଡ଼ିଆ ଭାଷା ସୁରକ୍ଷା ମୁଖ୍ୟ ପ୍ରସଙ୍ଗ

ଝାଡ଼ଖଣ୍ଡ ନିର୍ବାଚନ ଯେତିକି ପା‌ଖେଇ ଆସୁଛି, ଓଡ଼ିଆ ଭୋଟରଙ୍କୁ ସେତିକି ଖୋଜା ପଡ଼ୁଛି। ଓଡ଼ିଆ ଭୋଟରଙ୍କୁ ମନେଇବା ପାଇଁ ଓଡ଼ିଆ‌ ନେତାଙ୍କ ଆବଶ୍ୟକତା ପଡ଼ିଛି। ଖାସ୍‌ ଏଥିପାଇଁ…

Read More

ଜଳବାୟୁ ପରିବର୍ତ୍ତନ : ଖରାପ ପାଗ ଯୋଗୁଁ ପ୍ରଥମ ୯ ମାସରେ ଦେଶରେ ୩୨୦୦ ମୃତ

ଜଳବାୟୁ ପରିବର୍ତ୍ତନ ନେଇ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ୯ ମାସରେ ପ୍ରବଳ ଗରମ ଓ ପ୍ରବଳ ବର୍ଷା…

Read More

ଟ୍ରମ୍ପଙ୍କ ବିଜୟ ପରେ କମିଚାଲିଛି ସୁନା, ଦୁଇଦିନରେ କମିଲା ୨୧୦୦ ଟଙ୍କା

ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ବିଶ୍ବବଜାରରେ ସୁନା ଦର ହ୍ରାସ ପାଇବାରେ ଲାଗିଛି । ଡଲାର ମଝବୁତ ହେବା କାରଣରୁ ସୁନା ଉପରେ…

Read More

୧୭ ବର୍ଷ ପରେ ଗୋଟିଏ ଦଳରେ ଖେଳିବେ ଭାରତ-ପାକିସ୍ତାନର ଖେଳାଳି, ପୁଣି ଆରମ୍ଭ ହେବ ଏହି ଟୁର୍ନାମେଣ୍ଟ !

ଆଫ୍ରୋ-ଏସିଆ କପରେ ଏସିଆ ଏକାଦଶ ଏବଂ ଆଫ୍ରିକା ଏକାଦଶ ଦଳ ମୁହାଁମୁହିଁ ହୋଇଥାନ୍ତି। ଏହି ଟୁର୍ନାମେଣ୍ଟରେ ଭାରତୀୟ ଏବଂ ପାକିସ୍ତାନୀ ଖେଳାଳିମାନେ ଏକାଠି ଖେଳୁଥିବା ଦେଖିବାକୁ ମିଳିବ,…

Read More

ବିମାନ ବାତିଲ: ଧାରଣାରେ ବସିଲେ ଯାତ୍ରୀ

ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର-ହାଇଦ୍ରାବାଦ ବିମାନ ବାତିଲ ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି ଭୁବନେଶ୍ୱର ୦୭-୧୧-୨୦୨୪…

Read More

ଛଟ୍‌ ପୂଜା: କୁଆ‌ଖାଇ ନଦୀରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଲେ ଶ୍ରଦ୍ଧାଳୁ

ଭୁବନେଶ୍ବରର କୂଆଖାଇ ନଦୀପଠାରେ ବ୍ରତାଧାରୀମାନେ ଆଜି ସୂର୍ଯ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର ବ୍ରତଧାରୀ ମହିଳା ଅସ୍ତଗାମୀ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପରିବାରର…

Read More

୨୦୨୭ ଶେଷ ସୁଦ୍ଧା ଭୁବନେଶ୍ବର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ଏବେ ମାଟି ପରୀକ୍ଷା ଚାଲିଛି। ଭୂପୃଷ୍ଠରୁ ୫୦ରୁ…

Read More

ଭୁଶୁଡ଼ିଲା ବୁଲେଟ ଟ୍ରେନ ପାଇଁ ନିର୍ମାଣାଧୀନ ପୋଲ : ୨ ମୃତ

ଅହମ୍ମଦାବାଦ-ମୁମ୍ବାଇ ବୁଲେଟ୍ ଟ୍ରେନ୍ ପ୍ରକଳ୍ପ ନିର୍ମାଣକାର୍ଯ୍ୟ ଚାଲିଥିବା ସମୟରେ ଏକ ଦୁର୍ଘଟଣା ଘଟିଛି। ଗୁଜରାଟର ଆନନ୍ଦରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ପଡ଼ିଛି। ଏହାଫଳରେ ଏପର୍ଯ୍ୟନ୍ତ ମିଳିଥିବା…

Read More