ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବଦଳିଲେ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ଏହି ପଦବୀରେ କାର୍ଯ୍ୟ କରୁଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି। ଅରିନ୍ଦମ ହେଉଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ଏହି ପଦବୀରେ କାର୍ଯ୍ୟ କରୁଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି। ଅରିନ୍ଦମ ହେଉଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର। ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ବଦଳି କରାଯାଇଛି।ତେବେ କାହିଁକି ତାଙ୍କୁ […]
ଜନ୍ମମୃତ୍ୟୁ ପ୍ରମାଣପତ୍ର ପାଇଁ ୪ ହଜାର ଟଙ୍କା ଲାଞ୍ଚ
କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ନାରାୟଣ ମହାରଣା ଗୁରୁବାର ଜନ୍ମମୃତ୍ୟୁ ପ୍ରମାଣପତ୍ର ପ୍ରଦାନ ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭବାନୀପାଟଣା/ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ନାରାୟଣ ମହାରଣା ଗୁରୁବାର ଜନ୍ମମୃତ୍ୟୁ ପ୍ରମାଣପତ୍ର ପ୍ରଦାନ ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା […]
ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍
ଓଡ଼ିଶାରେ ପ୍ରଥମ ଇଲେକ୍ଟ୍ରି ଡବଲ ଡେକର ବସ୍ ପହଞ୍ଚିଛି। ବସ୍ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରି ଡବଲ ଡେକର ଓଡ଼ିଶା ଅଭିମୁଖେ ବାହାରିଥିଲା। ଡିସେମ୍ବର ୨୮ ତାରିଖରେ ଦୁଇଟି ବସ୍ ବାହାରିଥିଲା ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ଓଡ଼ିଶାରେ ପ୍ରଥମ ଇଲେକ୍ଟ୍ରି ଡବଲ ଡେକର ବସ୍ ପହଞ୍ଚିଛି। ବସ୍ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ଏହି ବସ୍ରେ ଓଡ଼ିଶାର କଳା, ସଂସ୍କୃତିର […]
ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ୧୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର
ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ସ୍ୱାଧୀନତା ସଂଗ୍ରାମୀଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀମାନଙ୍କର ପେନସନକୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ସ୍ୱାଧୀନତା ସଂଗ୍ରାମୀଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ […]
ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ, ଆସନ୍ତାକାଲି ନେବେ ଶପଥ
ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଛନ୍ତି ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଭୁବନେଶ୍ୱର ବିମାନ […]
ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ପରେ ଜାଗିଲା ମାଲକାନଗିରି ପୁଲିସ
ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଯାତ୍ରା ମଞ୍ଚରେ ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ସମୟରେ ମାଥିଲି ଥାନା ଆଇଆଇସିଙ୍କ ଉପସ୍ଥିତିକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିବା ପରେ ସଜାଗ ହୋଇଛି ମାଲକାନଗିରି ପୁଲିସ। ଗତକାଲି ଆଇଟମ୍ ଗାର୍ଲ ନିଶା ମହାରଣାଙ୍କ ସମସ୍ତ ଡ୍ୟାନ୍ସ ପୁରା ରେକର୍ଡିଂ ହୋଇଥିବା ଦେଖିବାକୁ ମିଳିଥିଲା। ପ୍ରଶାସନିକ କଟକଣା ମାନି ଲିଖିତ ଅଣ୍ଡରଟେକିଙ୍ଗ ଦେବା ସହ ଭିଡିଓ କ୍ୟାମେରା ଲଗାଇ ଆଇଟମ ଡ୍ୟାନ୍ସ କରାଇଥିବା କଥା ମାଲକାନଗିରି ସଦର ମହକୁମାର ଯାତ୍ରା ଆୟୋଜନ […]
ଗୋପ ବ୍ଲକରେ ଉପ ମୁଖ୍ୟମନ୍ତ୍ରୀ
ଗୋପ /ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଅଦିନିଆ ଲଘୁଚାପ ଵର୍ଷାରେ ଗୋପ ବ୍ଲକରେ ୧୬ ହଜାର ୫୦ ହେକ୍ଟର ଧାନ ଫସଲ ନଷ୍ଟ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିବା ପରେ ଏନେଇ ଗୋପ ରାଜସ୍ବ ବିଭାଗ, ଉଦ୍ୟାନ ଵିଭାଗ ଓ କୃଷି ବିଭାଗ ପକ୍ଷରୁ ଆକଳନ କରାଯାଇ ସରକାରଙ୍କ ଉଦ୍ୟଶ୍ୟରେ ପୁରୀ ଜିଲ୍ଲାପାଳଙ୍କୁ ଜଣାଇଦିଆଯାଇଛି ।ସୁଚନାମୁତାବକ ଚଳିତ ଵର୍ଷ ଗୋପ ବ୍ଲକରେ ୨୧ ହଜାର ୧୨ ହେକ୍ଟର ଜମିରେ ଧାନ ଫସଲ ହୋଇଥିଲା । ମାତ୍ର ଗତ ଲଘୁଚାପ […]
ମଣ୍ଡିରେ ପଶି ନିଜର ଖରାପ ଧାନକୁ ପାର କରିବାକୁ ଦଲାଲଙ୍କ ଉଦ୍ୟମ
ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଜିଲ୍ଲାରେ ଏବେ ମଣ୍ଡି ଜୋରସୋରରେ ଚାଲୁ ରହିଥିବା ବେଳେ ଏଫଏକ୍ୟୁ ଧାନକୁ ନେଇ ଟଣାଓଟରା ମଧ୍ୟ ଚାଲିଛି। ଜିଲ୍ଲାରେ ଏବେ ଦଲାଲ ମାତିଛନ୍ତି। ଜିଲ୍ଲାରେ ୧୪ଟି ଲ୍ୟାମ୍ପସ ଏବଂ ଏସଏଚଜି ଅଧିନରେ ୬୫ଟି ମଣ୍ଡି ଚାଲୁଥିବା ବେଳେ ମଣ୍ଡି ଆରମ୍ଭ ହୋଇ ୧୫ ଦିନ ବିତିଗଲାଣି। ଆଜି ସୁଦ୍ଧା ୩ ଲକ୍ଷ ୩୫ ହଜାର କ୍ବିଣ୍ଟାଲ ଧାନ ଖରିଦ ହୋଇସାରିଲାଣି। ଜିଲ୍ଲାକୁ ମିଳିଛି ୯ ଲକ୍ଷ ୨୩ ହଜାର ୮୫୦ କିଲୋ ଧାନ […]
ମଧ୍ୟରାତ୍ରୀରେ ଶିମିଳିପାଳ ପହଞ୍ଚିବ ବାଘୁଣୀ ‘ଜୀନତ୍’
ବାରିପଦା/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ପରେ ବାଘୁଣୀ ଜୀନତ ଓଡ଼ିଶାମୁହାଁ ହୋଇଛି। ସେଠାରେ ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ଶିମିଳିପାଳ ଅଣାଯାଉଛି। ବନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ମଧ୍ୟ ରାତ୍ରିରେ ଜୀନତ୍ ଶିମିଳିପାଳ ପହଞ୍ଚିବା ପରେ ଦକ୍ଷିଣ ଡିଭିଜନର ସଫ୍ଟ ଏନକ୍ଲୋଜରରେ ତାକୁ ଛଡାଯିବ। ଏନେଇ ବାରିପଦା ଆରସିସିଏଫ ପ୍ରକାଶଚାନ୍ଦ ଗୋଗିନେନୀ କହିଛନ୍ତି ଯେ ଆଜି […]
ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଝାରସୁଗୁଡ଼ା – ଗୌନ୍ଦିଆ ପାସେଞ୍ଜର
ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଝାରସୁଗୁଡ଼ା – ଗୌନ୍ଦିଆ ପାସେଞ୍ଜର। ଝାରସୁଗୁଡ଼ା ରେଳ ଷ୍ଟେସନର ୨ ନମ୍ବର ପ୍ଲାଟଫର୍ମରେ ପଶିବା ବେଳକୁ ହେଲା ସର୍ଟ ସର୍କିଟ । ଆଜି ସକାଳ ୬ଟା୨୦ରେ ଘଟିଛି ଏହି ଘଟଣା। ସକାଳ ସାଢେ ୮ଟା ପରେ ଟ୍ରେନ ଚଳାଚଳ ସ୍ଵାଭାବିକ ହୋଇଛି। ଝାରସୁଗୁଡା/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଝାରସୁଗୁଡ଼ା – ଗୌନ୍ଦିଆ ପାସେଞ୍ଜର। ଝାରସୁଗୁଡ଼ା ରେଳ ଷ୍ଟେସନର ୨ ନମ୍ବର ପ୍ଲାଟଫର୍ମରେ ପଶିବା ବେଳକୁ ହେଲା ସର୍ଟ […]
