1 min read

ବଢିବ ବ୍ଲକ ସଂଖ୍ୟା !

୭୫କିମି ଦୂରରେ ବସବାସ କରନ୍ତି ବୈପାରୀଗୁଡ଼ା ବ୍ଲକ୍‌ର ଏହି ଗାଁର ଲୋକେ ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଜନସାଧାରଣଙ୍କ ନିକଟରେ ସୁଶାସନ ବ୍ୟବସ୍ଥା ପହଞ୍ଚାଇବାକୁ ହେଲେ ସ୍ଥାନୀୟ ଶାସନ ବ୍ୟବସ୍ଥାକୁ ଅତି ସରଳ କରିବାକୁ ପଡ଼ିବ। ଘର ଠାରୁ କମ୍‌ ଦୂରତାରେ ପଞ୍ଚାୟତ ଓ ବ୍ଲକ କାର୍ଯ୍ୟାଳୟ ରହିଲେ ଲୋକେ ସୁବିଧା ପାଇପାରିବେ। କିନ୍ତୁ ରାଜ୍ୟରେ ଅନେକ ଗାଁର ଲୋକେ ନିଜ ବ୍ଲକ ମୁଖ୍ୟାଳୟକୁ ପହଞ୍ଚିବା ପାଇଁ ୭୫କିମି ଦୂର ପର୍ଯ୍ୟନ୍ତ ରାସ୍ତା ଅତିକ୍ରମ କରୁଛନ୍ତି।ରାଜ୍ୟରେ ୧୯୮୪ ମସିହାରେ […]

1 min read

ଓଡ଼ିଶାର ପ୍ରତିଭାବାନ ଲୋକଙ୍କୁ ନେଇ ଜ୍ଞାନ ତିଆରି କରିବା: ଧର୍ମେନ୍ଦ୍ର

ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଆଇଆଇଟି, ଭୁବନେଶ୍ୱରକୁ ଟିଚିଂ, ରିସର୍ଚ୍ଚ ଓ ଇନୋଭେସନର ପେଣ୍ଠସ୍ଥଳି କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ ରୁ ୭ ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହା ଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଗଠନରେ ନିଜର ଦାୟିତ୍ୱ ନିର୍ବାହ କରିପାରିବେ ବୋଲି ଶନିବାର ଆଇଆଇଟି, ଭୁବନେଶ୍ୱରର ଦ୍ୱାଦଶ ଓ ତ୍ରୟୋଦଶ ମିଳିତ ସମାବର୍ତ୍ତନ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର […]

1 min read

ଟେଣ୍ଡରରେ ସୀମିତ ମଶାଣି

ରାସ୍ତା କଡ଼ରେ କୁଢ଼କୁଢ଼ କୁକୁରଙ୍କ ଶବ ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଗୋଟିଏ କି ଦୁଇଟି ନୁହେଁ, ବରଂ କୁଢ଼କୁଢ଼ କୁକୁରଙ୍କ ଶବ। କିଛି ପଚି ଗଲାଣି, ଆଉ କିଛି ସଦ୍ୟ। ସାରା ଅଞ୍ଚଳ ଦୁର୍ଗନ୍ଧରେ ଭର୍ତ୍ତି। କେଉଁ ଜନଗହଳିରୁ ଦୂରରେ ନୁହେଁ, ବରଂ ଅତ୍ୟାଧୁନିକ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ‘ବିଏସ୍‌ଏବିଟି’ ଠାରୁ ଶହେ ମିଟର ଦୂର ରାଜରାସ୍ତା କଡ଼ରେ ଏଭଳି ସ୍ଥିତି। ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଖଣ୍ଡଗିରି ଲମ୍ବିଥିବା ରାଜପଥର ସର୍ଭିସ୍‌ ରୋଡ୍‌ରେ ଟିସୁ କଲ୍‌ଚର ପରୀକ୍ଷାଗାର ପାଖ ପ୍ରାକୃତିକ […]

1 min read

ବର୍ଷା କ୍ଷୟକ୍ଷତି ଆକଳନ କରିବେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଯୋଗୁଁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟ ସରକାର ଚାଷୀମାନଙ୍କୁ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିବେ ବୋଲି ଜଣାପଡ଼ିଛି। ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ରାଜ୍ୟରେ ଗତ ୨୦ ତାରିଖ ଠାରୁ ୨୮ ତାରିଖ ମଧ୍ୟରେ ବର୍ଷା ଯୋଗୁଁ ଫସଲ କ୍ଷୟକ୍ଷତି ହୋଇଛି। ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଯୋଗୁଁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟ ସରକାର […]

1 min read

ଭୁବନେଶ୍ବରରେ ସିରିଜ ଦୁର୍ଘଟଣା

ଏକାଧିକ ବ୍ୟକ୍ତି ଆହତ, ଚାପା ଉତ୍ତେଜନା ଜାରି ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ରାଜଧାନୀ ଭୁବନେଶ୍ବରରେ ସିରିଜ୍ ଦୁର୍ଘଟଣା ଘଟିଛି। ଜାଭିଅର ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସାଲିଆସାହି ରାସ୍ତାରେ ତଥା ଏକ କଲେଜ ସାମ୍ନାରେ ୪ଟି କାର୍, ଏକ ଭ୍ୟାନ୍ ଓ ଗୋଟିଏ ଯାତ୍ରୀବାହୀ ଅଟୋ ଦୁର୍ଘଟଣାର ସାମ୍ନା କରିଛି। ପ୍ରାୟ ୧୦ ଜଣ ଲୋକ ଏହି ଦୁର୍ଘଟଣାର ଶିକାର ହୋଇଛନ୍ତି। ଏଥିରୁ ୨ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଡାକ୍ତରଖାନାରେ […]

1 min read

ବରଗଡ଼ ଧନୁଯାତ୍ରା

ଐତିହ୍ୟ ମାନ୍ୟତା ପାଇଁ ବିଶେଷଜ୍ଞ କମିଟି ଗଠନ ବରଗଡ଼/ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଆଉ ମାତ୍ର ୫ ଦିନ ପରେ ବରଗଡ଼ର ପ୍ରସିଦ୍ଧ ଧନୁଯାତ୍ରା ଆରମ୍ଭ ହୋଇଯିବ। ଆସନ୍ତା ୩ ତାରିଖ ଠାରୁ ଆରମ୍ଭ ‌ହେବାକୁ ଥିବା ଏହି ୧୧ ଦିବସୀୟ ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ମୁକ୍ତାକାଶ ରଂଗମଞ୍ଚ ପୁଣି ଥରେ ମହାରାଜ କଂସଙ୍କ ସଂଳାପରେ ଗଗନ ପବନ ପ୍ରକମ୍ପିତ ହେବ। ବରଗଡ଼ରେ ମହାରାଜ କଂସଙ୍କ ରାଜୁତି ଚାଲିବ। ଏହି ଯାତ୍ରାକୁ ଅଧିକ ‌ପ୍ରଚାର ପ୍ରସାର […]

1 min read

ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ବର୍ଷାରେ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କ ପାଇଁ ରାଜ୍ୟ ସରକାର ଖୁସି ଖବର ଦେଇଛନ୍ତି। ଚାଷୀଙ୍କୁ କ୍ଷୟକ୍ଷତି ସହାୟତା ମିଳିବ ବୋଲି ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଅଦିନିଆ ବର୍ଷାରେ ହେକ୍ଟର ହେକ୍ଟର ଚାଷ ଜମୀ ନଷ୍ଟ ହୋଇଛି। ଅମଳ ସମୟରେ ଅଦିନିଆ ବର୍ଷା ସୁନାର ଫସଲକୁ ନଷ୍ଟ କରିଦେଇଛି। ଏହାକୁ ନେଇ ଚାଷୀମାନେ ଚିନ୍ତାରେ ପଡିଛନ୍ତି। ସେମାନେ କେମିତି ଋଣ ପରିଷୋଧ କରିବେ […]

1 min read

ଡକ୍ଟର ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥି

ରାଜ୍ୟର ସମସ୍ତ ସ୍ୱାଧୀନତା ସଂଗ୍ରାମୀ ଓ ସେମାନଙ୍କ ପରିବାର ସଦସ୍ୟ ଏହି ମହୋତ୍ସବରେ ଯୋଗ ଦେବା ପାଇଁ ସାଂସଦ ଶ୍ରୀ ମହତାବ ଅନୁରୋଧ କରିଛନ୍ତି ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଭୁବନେଶ୍ୱରଠାରେ ସର୍ବଭାରତୀୟ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ଆସନ୍ତା ଜାନୁଆରୀ ୨ତାରିଖରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥି ଅବସରରେ ପ୍ରତିବର୍ଷ ଜାନୁଆରୀ ୨ରେ ଶହୀଦ ସ୍ମାରକୀ ସ୍ୱାଧୀନତା […]

1 min read

ଟଙ୍କା ଠକେଇ

ଗାଜିଆବାଦ୍‌ରୁ ମା’-ପୁଅଙ୍କୁ ବାନ୍ଧିଲା ଓଡ଼ିଶା ସାଇବର ପୁଲିସ ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ସାଇବର ଥାନା ପୁଲିସ ମା’-ପୁଅଙ୍କୁ ଉତ୍ତରପ୍ରଦେଶର ଗାଜିଆବାଦ୍‌ରୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ନୀଲମ ଅଗ୍ରୱାଲ ଓ ତାଙ୍କର ପୁଅ ବଂଶ ଅଗ୍ରୱାଲ। ଉଭୟ ମା’-ପୁଅ ଗେମିଂ ପ୍ଲାଟଫର୍ମ ମାଧ୍ୟମରେ ଏକ କଂପାନି ଖୋଲି ଲୋକଙ୍କୁ ଡିଜିଟାଲ ମାଧ୍ୟମରେ ଗିରଫ କରି ଠକେଇ କରୁଥିଲେ।ଠକେଇ ନେଇ ଭୁବନେଶ୍ବରର ଜଣେ ବରିଷ୍ଠ ନାଗରିକ ସାଇବର ଥାନାରେ ଗତ ୨୨ […]