1 min read

ରାଜଧାନୀରେ ବାବାଙ୍କ ମଠକୁ ବୋମାମାଡ

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ଶ୍ରୀଲିଙ୍ଗରାଜ ଥାନା ଅଧୀନ ଖରାଖିଆ ବୈଦ୍ୟନାଥସାହିସ୍ଥିତ ତ୍ରିଦଣ୍ଡୀ ଗୌଡ଼ୀୟ ମଠ ଉପରକୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ରେ ମଠର ରୋଷେୟା ବାବା ସୁବଳ ସଖା ତ୍ରିଦଣ୍ଡୀ ମହାରାଜ(୬୨) ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମଠର ପାଚେରି ଭୁଶୁଡ଼ି ପଡ଼ିଛି ଏବଂ ନୃସିଂହ ପାଠାଗାର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଦିନକ ପରେ ଘଟଣା ପଦାକୁ ଆସିବା ପରେ ପୁଲିସ ସାଇଣ୍ଟିଫିକ୍‌ ଟିମ୍‌, ବମ୍‌ ସ୍କ୍ବାଡ୍‌ ଓ ଅଗ୍ନିଶମ ବାହିନୀ […]

1 min read

୧୧କେଭି ତାର ଛିଡି ଯିବାରୁ ସଂପୂର୍ଣ୍ଣ ଜଳିଗଲେ ଚାଷୀ

କ୍ଷତିପୂରଣ ଦାବୀରେ ରାସ୍ତାରୋକ ଭଦ୍ରକ,୨୭-୧୨-୨୦୨୪ (ପିପିଏସ) : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଠାରେ ଚାଷୀଙ୍କ ଧାନ କ୍ଷେତ ଉପରେ ଯାଇଥିବା ୧୧ କେଭି ତାର ଛିଡି ପଡିବାରୁ ନିଜ ବିଲକୁ ଧାନ ଆଣିବା ପାଇଁ ଯାଇଥିବା ଚାନ୍ଦବାଲି ଏନଏସି ଅଧୀନସ୍ଥ ବାଲିଗାଁ ନରିସଂପୁରର ଚାଷୀ ପ୍ରମୋଦ ଦାସଙ୍କ ମୃତ୍ୟ ଘଟିଛି । ସମ୍ପୃକ୍ତ ଚାଷୀ ଧାନ ସଂଗ୍ରହ କରୁଥିବା ସମୟରେ ଅଚାନକ ୧୧କେଭି ତାର ଟି ଚାଷୀ ଉପରେ ଖସି ପଡିଥିଲା । ଫଳରେ ଚାଷୀଟି ବିଦ୍ୟୁତ […]

1 min read

ଆଖିରେ ହାଣି ପୁରୁଷଙ୍କୁ ନିଜ ଆଡକୁ ଆକୃଷ୍ଟ କରୁଥିଲା ସିରିୟଲ କିଲର

ଶାଢି ପିନ୍ଧିବା ସହ ନେଉଥିଲେ ମେକଅପ | ଆଖିରେ କଜଳ ସାଙ୍ଗକୁ ଓଠରେ ଲଗାଉଥିଲେ ଲାଲ ଲିପଷ୍ଟିକ | ବୋଲଡ଼ ଲୁକରେ ଯୁବକଙ୍କୁ ଲିଫ୍ଟ ଦେଉଥିଲେ ଆଉ ଲୁଟୁଥିଲେ | ଯିଏ ପ୍ରତିବାଦ କଲା, ନେଇଯାଉଥିଲେ ଜୀବନ | ଚଣ୍ଡୀଗଡ଼/ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ଶାଢି ପିନ୍ଧିବା ସହ ନେଉଥିଲେ ମେକଅପ | ଆଖିରେ କଜଳ ସାଙ୍ଗକୁ ଓଠରେ ଲଗାଉଥିଲେ ଲାଲ ଲିପଷ୍ଟିକ | ବୋଲଡ଼ ଲୁକରେ ଯୁବକଙ୍କୁ ଲିଫ୍ଟ ଦେଉଥିଲେ ଆଉ ଲୁଟୁଥିଲେ | ଯିଏ […]

1 min read

କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶାଗସ୍ତ ବାତିଲ୍

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଥାନ୍ତେ। ହେଲେ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ଏନେଇ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା ସୂଚନା ଦେଇଛନ୍ତି। ତାଙ୍କ ସୂଚନା ମୁତାବକ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ପରେ ଏବେ ଦେଶ ଗୋଟିଏ ସପ୍ତାହ ପାଇଁ ଶୋକ ପାଳୁଛି। ଏହାକୁ ସମ୍ମାନ ଦେଇ ଗୃହମନ୍ତ୍ରୀ ତାଙ୍କ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି। ଉଲ୍ଲେଖଯୋଗ୍ୟ, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ […]

1 min read

ଭିଜିଲାନସ୍ ଜାଲରେ ରାଜସ୍ବ ନିରୀକ୍ଷକ; ସ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ

ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ପତ୍ନୀ ନବରଙ୍ଗପୁର ଠାରେ ‌ଏଗ୍ରୀଗୋଲଡ୍ ନାମକ ଘରୋଇ ଅର୍ଥଲଗାଣକାରୀ ସଂସ୍ଥାର ଏଜେଣ୍ଟ ସାଜିଥିଲେ। ଅଂଚଳରେ  ଗ୍ରାମର କିଛି ମହିଳା ଓପୁରୁଷଙ୍କ ଠାରୁ ଦିନିକିଆ ୨୦ଟଙ୍କା ଓ ଏକକାଳୀନ ୫୦୦ରୁ ୬୦୦ଟଙ୍କା ଲେଖାଏଁ ଜମା ରାଶି ଆଦାୟ କରିଥିଲେ। କୋରାପୁଟ/ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୁମୁଲି ଆରଆଇ ସୁରେନ୍ଦ୍ର ତନ୍ତୀ ଭିଜିଲାନସ୍ ଜାଲରେ ପଡ଼ିଛନ୍ତି। ଗୋଟିଏ ପଟେ ଭିଜିଲାନ୍ସ ଚଢ଼ାଉ କରି ଯାଂଚ ଜାରି ରଖିଥିବା ବେଳେ […]

1 min read

ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ପୁଣି ପଞ୍ଜିକରଣ: କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ଅନେକ ନକଲି ଚାଷୀ ଥିବାରୁ ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଜିକରଣ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହାଫଳରେ ରାଜ୍ୟରେ ଥିବା ନକଲି ଚାଷୀଙ୍କୁ ଧରି‌ହେବ ବୋଲି ସେ କହିଛନ୍ତି। ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ରାଜ୍ୟରେ ଅନେକ ନକଲି ଚାଷୀ ଥିବାରୁ ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଜିକରଣ। ଏନେଇ ସୂଚନା ଦେଇଛନ୍ତି […]

1 min read

ଓଡ଼ିଶା ଆଇନ କମିସନ୍‌ ଗଠିତ, ଜଷ୍ଟିସ୍‌ ବିଶ୍ବନାଥ ରଥ ହେଲେ ଅଧ୍ୟକ୍ଷ

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାର ଆଇନ୍‌ କମିସନ ଗଠନ କରିଛନ୍ତି। ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିସନ ଗଠନ କରାଯାଇଛି। ଓଡ଼ିଶା ଲ’ କମିସନରେ ଅଧ୍ୟକ୍ଷଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରକାଶ ମିଶ୍ର ଓ ସୌର ଚନ୍ଦ୍ର ମହାପାତ୍ର ମଧ୍ୟ କମିସନରେ ସଦସ୍ୟ ରହିଛନ୍ତି। ସେହିପରି ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଓ ଆଇନ ସଚିବ ମଧ୍ୟ ଏକ୍ସ ଅଫିସିଓ ସଦସ୍ୟ ରହିଛନ୍ତି। କମିସନଙ୍କ ସଚିବ […]

1 min read

କମିସନରେଟ୍‌ ପୁଲିସର ଅନୁରୋଧ: ନୂଆବର୍ଷ ପାଳନ କରନ୍ତୁ, ହେଲେ ମଦ୍ୟପାନକୁ ନାଁ

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ ସରିବାକୁ ଯାଉଥିବା ବେଳେ ନୂଆବର୍ଷ-୨୦୨୫ ଚାରିଦିନ ପରେ ଆସିବ। ନୂଆବର୍ଷକୁ ନେଇ ଯୁବପିଢ଼ି ବେଶ ଉତ୍ସାହିତ ଥିବା ବେଳେ ବ୍ୟବସାୟୀମାନେ ମଧ୍ୟ ଭଲ ରୋଜଗାର କରିବାକୁ ଆଶା ରଖିଛନ୍ତି। ତେବେ ନୂଆବର୍ଷ ଶାନ୍ତିର ସହିତ ଅତିକ୍ରମ କରୁ ବୋଲି ପୁଲିସ ବିଭାଗ ଆଶା କରୁଛି। ଜିରୋ ନାଇଟ୍‌ ସେଲିବ୍ରେସନ୍‌ ଓ ନୂଆବର୍ଷ ପାଇଁ କମିସନରେଟ ପୁଲିସ ସ୍ବତନ୍ତ୍ର ଭାବେ ପ୍ରସ୍ତୁତି କରିଛି।  କମିସନରେଟ୍‌ ପୁଲିସ ଅଧୀନ ଅନେକ ଜାଗାରେ […]

1 min read

ମନମୋହନଙ୍କୁ ମୋହନଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) :  ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମକୁ ବିବୃତ୍ତି ଦେଇ କହିଛନ୍ତି ଯେ, ଦେଶର ମହାନ୍ ବରପୁତ୍ର ଡଃ ମନମୋହନ ସିଂହଙ୍କ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ। ଅର୍ଥନୀତି କ୍ଷେତ୍ରରେ ତାଙ୍କ ଜ୍ଞାନ ଓ ଦକ୍ଷତା ପାଇଁ ସାରା ବିଶ୍ୱରେ ସେ ପ୍ରସିଦ୍ଧି ଅର୍ଜନ କରିଥିଲେ।  ତାଙ୍କ ଉଦାର […]

1 min read

ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଇ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିବାକୁ ଥିବା ବେଳେ ରାଜ୍ୟ ସରକାର ତାହା ଆହୁରି ଏକ ବର୍ଷ ଯାଏ ବଢ଼ାଇଦେଇଛନ୍ତି। ଅର୍ଥାତ୍ ୨୦୨୫ ଡିସେମ୍ବର ୩୧ ଯାଏ ଓଡ଼ିଶାର ମୁଖ୍ୟଶାସନ ସଚିବ ଦାୟିତ୍ବରେ ରହିବେ ଶ୍ରୀ ଆହୁଜା।କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ‌ଫେରି ମୁଖ୍ୟଶାସନ ସଚିବ […]