ପ୍ରମୁଖ ଖବର
ପୁରୀଘାଟ କାଫେ ଓ ବାରଙ୍ଗ ଅଞ୍ଚଳରେ ବାରମ୍ବାର ଗଣଦୁଷ୍କର୍ମ : ଡିସିପି
କଟକର ଜଣେ କଲେଜ ଛାତ୍ରୀଙ୍କୁ ବାରମ୍ବାର ଗଣଦୁଷ୍କର୍ମ ଘଟଣାରେ ଡିସିପି ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଛାତ୍ରୀଙ୍କ ନଗ୍ନ ଭିଡିଓ ଦେଖାଇ ଦୁର୍ବୃତ୍ତମାନେ ତାଙ୍କୁ ବ୍ଲାକମେଲ୍ କରିବା ସହ ଗଣଦୁଷ୍କର୍ମ କରିଛନ୍ତି। ଅଭିଯୁକ୍ତମାନେ ଭିଡିଓ ଅନ୍ୟ କେଉଁଆଡ଼େ ସେୟାର କରିଛନ୍ତି କି ନାହିଁ ଯାଞ୍ଚ ଚାଲିଛି। କଟକ,୦୮-୧୧-୨୦୨୪ (ପିପିଏସ) : କଟକର ଜଣେ କଲେଜ ଛାତ୍ରୀଙ୍କୁ ବାରମ୍ବାର ଗଣଦୁଷ୍କର୍ମ ଘଟଣାରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ଡିସିପି। ଏହି ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଛାତ୍ରୀଙ୍କ ନଗ୍ନ ଭିଡିଓ […]
ମାମଲା ରୁଜୁ ହେଉ ହେଉ ଅଭିଯୁକ୍ତଙ୍କୁ ଆମେ ଧରୁଛୁ: ପୁଲିସ କମିଶନର
ଅଶାନ୍ତ ଭୁବନେଶ୍ୱର ପ୍ରସଙ୍ଗରେ ପୁଲିସ କମିଶନର ଏସ୍ ଦେବଦତ୍ତ ସିଂହ କହିଛନ୍ତି, ଏତେ ଜନସଂଖ୍ୟାରେ କିଛି କିଛି କେସ୍ ହୁଏ, ଆମେ ତୁରନ୍ତ ଏହାକୁ ନେଇ ଆମେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛୁ। ମାମଲା ରୁଜୁ ହେଉ ହେଉ ଅଭିଯୁକ୍ତଙ୍କୁ ଆମେ ଧରୁଛୁ। ପୁଲିସ ମଣିଷର ରୋଗ ପ୍ରତିରୋଧ ଶକ୍ତି ଭଳି କାର୍ଯ୍ୟ କରୁଛି। ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ଅଶାନ୍ତ ଭୁବନେଶ୍ୱରକୁ ନେଇ ପୁଲିସ କମିଶନର ଏସ୍ ଦେବଦତ୍ତ ସିଂହ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏତେ […]
ରାଜଧାନୀରେ ଲଭ ଜିହାଦ୍
ସମ୍ପର୍କ ରଖିବା ପରେ ଧର୍ମ ପରିବର୍ତ୍ତନ ପାଇଁ ଜବରଦସ୍ତି ନିଜକୁ ହିନ୍ଦୁ କହି ପ୍ରେମ ଜାଲରେ ଫସେଇଲେ, ତାପରେ ଶାରୀରିକ ସମ୍ପର୍କ ରଖିଲେ ଆଉ ବିବାହ କରିବାକୁ ହେଲେ ଧର୍ମ ପରିବର୍ତ୍ତନ କରିବାକୁ ପଡିବ ବୋଲି ଧମକ ଦେଲେ।ତାପରେ ଭିଡିଓ ଭାଇରଲ କରି ଟଙ୍କା ଲୁଟିଲେ । ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ଭୁବନେଶ୍ବରରେ ଲଭ ଜିହାଦ୍ । ରାଜଧାନୀରେ ଯୁବତୀଙ୍କୁ ଟ୍ରାପରେ ପକାଇ ଟଙ୍କା ଲୁଟିନେଲା ଜମ୍ମୁ-କାଶ୍ମୀରର ଯୁବକ । ଓଡ଼ିଆ ଯୁବତୀଙ୍କୁ ପ୍ରେମ ଜାଲରେ […]
୪୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର
ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁଙ୍କୁ ଆଜି ଅଭିଯୋଗକାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଧରିଛି। ଏହି ଘଟଣାରେ ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ ମଧ୍ୟସ୍ଥତା କରିଥିଲେ। ଜୟପୁର/ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆଉ ଜଣେ ଡାକ୍ତର। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁଙ୍କୁ ଆଜି ଅଭିଯୋଗକାରୀଙ୍କ ଠାରୁ ଲାଞ୍ଚ ନେଉଥିବା […]
ମାଲକାନଗିରି ଜିଲ୍ଲାରୁ ମାଓବାଦୀ, ଗଂଜେଇ ଚାଷ ସଂପୂର୍ଣ୍ଣ ହଟିବ: ପୁଲିସ ଡିଜି
ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ଆଜି ଠାରୁ ଦୁଇଦିନିଆ ଗସ୍ତରେ ମାଲକାନଗିରି ଓ କେରାପୁଟ ଯାଇଛନ୍ତି। ଗସ୍ତର ପ୍ରଥମ ଦିନରେ ସେ ବିଏସ୍ଏଫ୍ ଓ ପୁଲିସ ସହିତ ମାଲକାନଗିରିରେ ସମୀକ୍ଷା କରିଛନ୍ତି। ସେ ଆସନ୍ତାକାଲି କେରାପୁଟ ଗସ୍ତରେ ଯିବି ସୁରକ୍ଷା ସଂପର୍କିତ ସମୀକ୍ଷା କରିବେ। -ପୁଲିସ ଡିଜି ୱାଇବି ଖୁରାନିଆଙ୍କ ସ୍ବାଭିମାନ ଅଂଚଳକୁ ଗସ୍ତ-ବିଏସ୍ଏଫ୍, ପୁଲିସ ଅଧିକାରୀଙ୍କ ସହ କଲେ ରୁଦ୍ଧଦ୍ବାର ବୈଠକ ମାଲକାନଗିରି/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଲାଲଗଡ଼ରେ ନକ୍ସଲ ଗତିବିଧି […]
ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ିଲେ ୧୮ ସରପଞ୍ଚ-ନାଏବ ସରପଞ୍ଚ
ନିକଟରେ ନିର୍ବାଚନ ହେବାର ନାହିଁ। କିନ୍ତୁ ନେତା ଓ କର୍ମୀ ଦଳ ଛାଡୁଛନ୍ତି। ବିଜୁ ଜନତା ଦଳ ଛାଡ଼ି ଆଜି ସମ୍ବଲପୁରରେ ଆୟୋଜିତ ମିଶ୍ରଣ ପର୍ବରେ ୧୮ ଜଣ ସରପଞ୍ଚ ଓ ନାଏବ ସରପଞ୍ଚ ବିଜେପିରେ ଯୋଗ ଦେଇଛନ୍ତି। ଏହା ରେଢ଼ାଖୋଲ ଅଞ୍ଚଳରେ ବିଜେଡିକୁ ଶକ୍ତ ଧକ୍କା ବୋଲି କୁହାଯାଉଛି। ସମ୍ବଲପୁର/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ସାଧାରଣ ନିର୍ବାଚନ-୨୦୨୪କୁ ୬ ମାସ ପୂରଣ ହୋଇନାହିଁ। ରାଜ୍ୟରେ ଆଗାମୀ ୨ ବର୍ଷ ଭିତରେ କୌଣସି ବଡ଼ଧରଣର ନିର୍ବାଚନ […]
ଭାଙ୍ଗିବ ରେକର୍ଡ, ପ୍ରଥମ ଦିନରେ ‘ପୁଷ୍ପା ୨’ ଆୟ କରିବ ୨୭୦କୋଟି !
ଜାତୀୟ ପୁରସ୍କାର ବିଜେତା ଟଲିଉଡ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ୨’ ରିଲିଜକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏମଧ୍ୟରେ ଫିଲ୍ମଟି ପ୍ରଥମ ଦିନରେ ୨୭୦କୋଟି ଆୟ କରିବ ବୋଲି ଦାବି କରାଯାଉଛି। ମୁମ୍ବାଇ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଜାତୀୟ ପୁରସ୍କାର ବିଜେତା ଟଲିଉଡ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ୨’ ରିଲିଜକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସୁକୁମାରଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ର ଡିସେମ୍ବର ୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଏହି […]
ଓଏଚ୍ଆରସିରେ ପହଁଚିଲା ଆମ୍ବଟାକୁଆ ମାମଲା
ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ଓଡିଶା ମାନବାଧିକାର କମିସନ ଅବଗତ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ସଚିବ, ସ୍ବାସ୍ଥ୍ୟ ବିଭାଗ ସଚିବ ଏବଂ କନ୍ଧମାଳ ଜିଲ୍ଲାପାଳଙ୍କୁ ନୋଟିସ୍ ଜାରି କରିଛନ୍ତି। ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ ଅନ୍ତର୍ଗତ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ଓଡିଶା ମାନବାଧିକାର କମିସନ (ଓଏଚ୍ଆରସି) ଅବଗତ ହୋଇଛନ୍ତି। ଆମ୍ବ ଟାକୁଆ […]
ଟ୍ରମ୍ପଙ୍କ ବିଜୟ ପରେ କମିଚାଲିଛି ସୁନା, ଦୁଇଦିନରେ କମିଲା ୨୧୦୦ ଟଙ୍କା
ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ବିଶ୍ବବଜାରରେ ସୁନା ଦର ହ୍ରାସ ପାଇବାରେ ଲାଗିଛି । ଡଲାର ମଝବୁତ ହେବା କାରଣରୁ ସୁନା ଉପରେ ନିବେଶକଙ୍କ ଫୋକସ କମିବା ଆଶଙ୍କା ମଧ୍ୟରେ ଦର କମୁଛି । ନୂଆଦିଲ୍ଲୀ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ବିଶ୍ବବଜାରରେ ସୁନା ଦର ହ୍ରାସ ପାଇବାରେ ଲାଗିଛି । ଏହି ହ୍ରାସ ସୁନା ପ୍ରେମୀ ଏବଂ ନିବେଶକଙ୍କ ପାଇଁ ଏକ […]
୧୭ ବର୍ଷ ପରେ ଗୋଟିଏ ଦଳରେ ଖେଳିବେ ଭାରତ-ପାକିସ୍ତାନର ଖେଳାଳି, ପୁଣି ଆରମ୍ଭ ହେବ ଏହି ଟୁର୍ନାମେଣ୍ଟ !
ଆଫ୍ରୋ-ଏସିଆ କପରେ ଏସିଆ ଏକାଦଶ ଏବଂ ଆଫ୍ରିକା ଏକାଦଶ ଦଳ ମୁହାଁମୁହିଁ ହୋଇଥାନ୍ତି। ଏହି ଟୁର୍ନାମେଣ୍ଟରେ ଭାରତୀୟ ଏବଂ ପାକିସ୍ତାନୀ ଖେଳାଳିମାନେ ଏକାଠି ଖେଳୁଥିବା ଦେଖିବାକୁ ମିଳିବ, ଯେଉଁମାନଙ୍କ ମଧ୍ୟରେ ଗତ ଦେଢ଼ ଦଶନ୍ଧି ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ୍ ଖେଳାଯାଇ ନାହିଁ କୋଲକାତା/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ଅଛି। ଆଫ୍ରୋ-ଏସିଆ କପ୍ ପୁଣି ଆରମ୍ଭ ହୋଇପାରେ। ଆଫ୍ରିକୀୟ କ୍ରିକେଟ୍ ଆସୋସିଏସନ୍ (ଏସିଏ) ଗତ ଶନିବାର ଏହାର […]