1 min read

କାର୍ଯ୍ୟରେ ଯୋଗ ଦେଲେ ବରିଷ୍ଠ ଆଇଏଏସ ସୁଜାତା କାର୍ତ୍ତିକେୟନ

ଭି.କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ  ରାଜ୍ୟ ସରକାର ନୂତନ ଦାୟିତ୍ୱ ଦେଇଛନ୍ତି।ତାଙ୍କୁ ସରକାର ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦେଇଛନ୍ତି । ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଭି.କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ  ରାଜ୍ୟ ସରକାର ନୂତନ ଦାୟିତ୍ୱ ଦେଇଛନ୍ତି। ସୁଜାତାଙ୍କୁ ସରକାର ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ […]

1 min read

ରାଜ୍ୟ ଅଭିଲେଖାଗାରରେ ସଂସ୍କୃତି ଚର୍ଚ୍ଚା

ଡ. ମହତାବ ଥିଲେ ରାଷ୍ଟ୍ରନେତା ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଭୁବନେଶ୍ୱର ସ୍ଥିତ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଆଜି ୮୦ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ “ଓଡ଼ିଆ ଅସ୍ମିତାର ଅନ୍ୟତମ ବିନ୍ଧାଣି ଡ଼ଃ ହରେକୃଷ୍ଣ ମହତାବ” ବିଷୟବସ୍ତୁ ଉପରେ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ପ୍ରଫେସର ନିହାର ରଞ୍ଜନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିଲେ। ନିଜର ଅଭିଭାଷଣରେ ସେ ଗଡ଼ଜାତ ରାଜ୍ୟର ମିଶ୍ରଣ ଓ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ […]

1 min read

ଖାଲି ଥିବା ପଦବି ପୂରା କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ରାଜ୍ୟରେ ଆମ ସରକାର ଗଠନ ହେଲା ପରେ ବିଭିନ୍ନ ବିଭାଗରେ ଯେଉଁ ସବୁ ଗୁରୁତ୍ବପୂର୍ଣ୍ଣ ଖାଲି ପଦବି ରହିଛି, ତାକୁ ପୂରଣ କରାଯିବ। ସେଥିପାଇଁ ଯାହା ସବୁ ଆବଶ୍ୟକ ପଦକ୍ଷେପ ଦରକାର, ତାହା ନିଆଯିବ। ଖାଲି ଥିବା ପଦବି ପୂରଣ କରିବା ପାଇଁ ନିୟମିତ ଭାବେ ସମୀକ୍ଷା କରାଯାଉଛି। ଯାହା ସବୁ ପଦବି ଖାଲି ରହିଛି ଏବଂ ଆବଶ୍ୟକ ଥିବା ପଦବି ଦରକାର ଅଛି ସେଥିପାଇଁ ବ୍ୟବସ୍ଥା କରାଯାଉଛି। ୧୦,୦୦୦ ପଦବି […]

1 min read

ବିରୋଧୀ ଦଳର ସବୁ ପ୍ରଶ୍ନର ଜବାବ ଦେବୁ: ବିଜେପି

ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ରାଜ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀ ପୁଳାପୁଳା ପ୍ରସଙ୍ଗ ଧରି ବସିଛନ୍ତି। ବିଧାନସଭାକୁ ଚଳାଇ ନ ଦେବାକୁ ବିରୋଧୀଙ୍କ ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ରାଜ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀ ପୁଳାପୁଳା ପ୍ରସଙ୍ଗ ଧରି ବସିଛନ୍ତି। ବିଧାନସଭାକୁ ଚଳାଇ ନ ଦେବାକୁ ବିରୋଧୀଙ୍କ ପାଖରେ ପ୍ରସଙ୍ଗର ଅଭାବ ନଥିବାବେଳେ ବିରୋଧୀଙ୍କ ସବୁ ପ୍ରଶ୍ନର ତଥ୍ୟଭିତ୍ତିକ ଜବାବ ଦେବାକୁ ଶାସକ ଦଳ ପ୍ରସ୍ତୁତି […]

1 min read

ଶିକ୍ଷକ ନିଯୁକ୍ତି ନେଇ ଅଭିନବ ପ୍ରତିବାଦ: ରାସ୍ତାରେ ପଢ଼ିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର ବ୍ଲକ ଅଧୀନ ଲିଙ୍ଗିପୁର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି। ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେସନ୍‌ରେ ଅନ୍ୟତ୍ର ପଠାଯିବାକୁ କେନ୍ଦ୍ର କରି ଅଭାବନୀୟ ପରିସ୍ଥିତି ଦେଖାଦେଇଛି। ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଭୁବନେଶ୍ୱର ବ୍ଲକ ଅଧୀନ ଲିଙ୍ଗିପୁର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି। ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେସନ୍‌ରେ ଅନ୍ୟତ୍ର ପଠାଯିବାକୁ କେନ୍ଦ୍ର କରି ଅଭାବନୀୟ ପରିସ୍ଥିତି ଦେଖାଦେଇଛି। ଗ୍ରାମବାସୀ […]

1 min read

ଓଡ଼ିଶାର ଗୋଟିଏ ସମେତ ୬ଟି ଆସନ ଲାଗି ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭାରୁ ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେଉଛି। ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। […]

1 min read

ରାଜଧାନୀରେ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’ ପଦଯାତ୍ର: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଜାତୀୟ ସମ୍ବିଧାନ ଦିବସ ଅବସରରେ ଆଜି ରାଜଧାନୀରେ ପଦଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ଏଜି ଛକରେ ଥିବା ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ମାଲ୍ୟାର୍ପଣ କରିଥିଲେ। ଏହାପରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆୟୋଜିତ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’  ପଦଯାତ୍ରରେ ସାମିଲ ହୋଇଥିଲେ  ମୁଖ୍ୟମନ୍ତ୍ରୀ। ଏଥିରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ […]

1 min read

ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋଦୀ: ତିନି ମାସରେ ୩ଥର ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତା ୨୯ତାରିଖରୁ ଭୁବନେଶ୍ବରରେ ଆରମ୍ଭ ହେବ ତିନିଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ସମ୍ମିଳନୀ। ଏଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ପୁଲିସ ଡିଜିମାନେ ଯୋଗଦେବେ। ଏହାକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍‌ଘାଟନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମ୍ମିଳନୀ‌ର ଦ୍ବିତୀୟ ଦିନରେ ସମସ୍ତ ପୁଲିସ ଡିଜିଙ୍କ ସହ ଦେଶର ଅନ୍ତରୀଣ ସୁରକ୍ଷା ଓ ଜାତୀୟ ସୁରକ୍ଷା ନେଇ ଆଲୋଚନା କରିବା ସହ ଉଦ୍‌ଯାପନୀ ଉତ୍ସବରେ ଉଦ୍‌ବୋଧନ […]

1 min read

ବାଂଲାଦେଶୀ ନାବାଳିକା ଘଟଣା: ରାଜଧାନୀରୁ ତୃତୀୟ ଅଭିଯୁକ୍ତକୁ ଗିରଫ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ବାଂଲାଦେଶୀ ନାବାଳିକା ଘଟଣାରେ ରାଜଧାନୀରୁ ଆଉଜଣେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ହେଲା ଅବଦୁଲ ସୟଦ ସୁଲେମାନ। ତାର ଘର ଭୁବନେଶ୍ବରର ଝାରପଡ଼ା ଅଞ୍ଚଳରେ। ସେ ହିଁ ମୁଖ୍ୟତଃ ଏହି ରାକେଟକୁ ଚଳାଉଥିଲା। ତାଙ୍କ ଠାରୁ କିଂ ପିନ ଗୋପୀର କିଛି ତଥ୍ୟ ମିଳିଛି। ଭୁବନେଶ୍ୱର, ପଶ୍ଚିମବଙ୍ଗ ଓ କଟକକୁ ମିଶାଇ ନାବାଳିକା ଏକାଧିକ ଲୋକଙ୍କ ନାଁ କହିଛି। ଏମାନଙ୍କୁ ଧରିବା ପାଇଁ ପୁଲିସ ତଦନ୍ତ  ଜାରି ରହିଛି। ନାବାଳିକା […]

1 min read

ସମ୍ବିଧାନର (ମୁଖବନ୍ଧ )କୁ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ସମ୍ବିଧାନ ହେଉଛି ଆମ ସ୍ଵାଧୀନ ଭାରତର ପୁଣ୍ୟ ଗ୍ରନ୍ଥ। ଦେଶର ମାର୍ଗ ଦର୍ଶକ। ଦେଶର ସବୁ ଆଇନ, କାନୁନ୍, ବିଧି ବ୍ୟବସ୍ଥାର ମୁଖ୍ୟ ସ୍ରୋତ। ସମ୍ବିଧାନର ମୂଲ୍ୟବୋଧ ପ୍ରତି ସଚେତନ ରହି ସବୁ ନାଗରିକ ନିଜ ନିଜର ମୌଳିକ କର୍ତ୍ତବ୍ୟ ପାଳନ କରିବା ଆବଶ୍ୟକ। ଆଜି ସମ୍ବିଧାନ ଦିବସ ପାଳନ  ଅବସରରେ ସ୍ଥାନୀୟ ଏଜି ଛକ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଏହା […]